Posted inଜାତୀୟ

‘ମମତା ଆଉ ଦିଦି ନୁହନ୍ତି, ଏଥର ଆଣ୍ଟି’

କୋଲକାତା,୨୫ା୨: ପଶ୍ଚିମବଙ୍ଗ ଭାଜପା ମୁଖ୍ୟ ଶୁଭେନ୍ଦୁ ଅଧିକାରୀ ସନ୍ଦେଶଖାଲି ମାମଲାର ମୁଖ୍ୟ ଅଭିଯୁକ୍ତ ଶେଖ୍‌ ଶାହାଜାହାନଙ୍କୁ ଗିରଫ କରିବାରେ ବିଳମ୍ବକୁ ନେଇ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ କଟାକ୍ଷ କରିଛନ୍ତି। ଶେଖ୍‌ ଶାହାଜାହାନଙ୍କୁ ଗିରଫ କରିବାରେ ବିଫଳ ହୋଇଥିବାରୁ ମମତାଙ୍କୁ ତେର୍ଚ୍ଛାବାଣ ମାରିଛନ୍ତି ଶୁଭେନ୍ଦୁ।

West Bengal BJP MLA Suvendu Adhikari on Saturday slammed Mamata Banerjee noting that she can no longer be referred to as ‘didi’ as she has become an aunty

ସେ କହିଛନ୍ତି, ମମତା ଆଉ ଦିଦି ନୁହନ୍ତି, ସେ ବର୍ତ୍ତମାନ ଆଣ୍ଟି ହୋଇଗଲେଣି। ତେଣୁ ତାଙ୍କୁ ଦିଦି କହିବା ବନ୍ଦ କରାଯାଉ। ବିଧାନସଭା ନିର୍ବାଚନରେ ଯେତେବେଳେ ମୁଁ ତାଙ୍କୁ ନନ୍ଦିଗ୍ରାମରେ ପରାସ୍ତ କରିଥିଲି, ସେତେବେଳେ ସେ ମୋ ଉପରେ ରାଗି ଯାଇ ମୋ ବିରୋଧରେ ୪୨ଟି ମାମଲା ଦାୟର କରିଥିଲେ। ସେ ଜଣେ ଅତି ନିଷ୍ଠୁର ମହିଳା ବୋଲି କହି ଶୁଭେନ୍ଦୁ ତାଙ୍କ ଉପରେ ବର୍ଷିଛନ୍ତି।

ସେ କହିଛନ୍ତି, ମମତା କେବେ ବି ଶାହାଜାହାନଙ୍କୁ ଗିରଫ କରିବେ ନାହିଁ। କାରଣ ଏହା କରିବା ଦ୍ୱାରା ଟିଏମ୍‌ସି ବସିରହାଟ ଆସନ ହରାଇବ। ସେ କହିଛନ୍ତି, ପୋଲିସ ଭୋଟ ନିୟନ୍ତ୍ରଣ କରୁଥିବାରୁ ଶେଖ ଶାହାଜାହାନ୍‌ଙ୍କୁ ଗିରଫ କରିବ ନାହିଁ। ମାର୍ଚ୍ଚ ୬ରେ ସିଜେଆଇର ବେଞ୍ଚରେ ଶୁଣାଣି ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଶତ୍ରୁଙ୍କ ବିରୋଧରେ ମୋଜ୍‌ତାବାଙ୍କ ରଣହୁଙ୍କାର, ଆମ ବଳିଦାନର ପ୍ରତିଶୋଧ ନେବୁ

ତେହରାନ୍‌ ,୧୩।୩: ଆମେରିକା-ଇରାନ୍‌ ଯୁଦ୍ଧ ବିରତି ନେଇ ବିଭିନ୍ନ ସ୍ତରରେ ଉଦ୍ୟମ ଚାଲିଥିଲାବେଳେ ଇରାନ୍‌ର ନବ ନିଯୁକ୍ତ ସୁପ୍ରିମ ଲିଡର୍‌ ମୋଜ୍‌ତାବା ଖାମେନେଇ ଆମେରିକା ବିରୋଧରେ ରଣହୁଙ୍କାର…

ଇରାନ-ଆମେରିକା ଯୁଦ୍ଧ: ନେତାନ୍ୟାହୁଙ୍କ ଜାଲରେ ଫସିଲେ କି ଟ୍ରମ୍ପ?

ନୂଆଦିଲ୍ଲୀ,୧୨।୩: ଇରାନ ବିରୋଧରେ ଜାରି ରହିଥିବା ସାମରିକ ଅଭିଯାନ ଏବେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ପାଇଁ ଅଡୁଆ ସୂତା ପାଲଟିଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁଙ୍କ…

ଉତ୍କଟ ହେଲାଣି ରନ୍ଧନ ଗ୍ୟାସ ସଙ୍କଟ: ଡିପୋରେ ପଡ଼ିଛି ତାଲା, ଖାଲି ସିଲିଣ୍ଡର ଧରି…

ମୋହନା, ୧୨।୩ (ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଅଞ୍ଚଳରେ ଏବେ ରନ୍ଧନ ଗ୍ୟାସର ଘୋର ସଙ୍କଟ ଦେଖାଦେଇଛି। ବିଶ୍ୱ ବଜାରରେ ଇରାନ ଓ ଇଜରାଏଲ ମଧ୍ୟରେ…

ଆମେରିକାକୁ ଥରାଇ ଦେଲାଣି ଇରାନର ସୁପ୍ରିମ ଲିଡରଙ୍କ ବୟାନ! ହର୍ମୁଜ ବନ୍ଦ ରଖିବାକୁ ଦେଲେ କଡ଼ା ଚେତାବନୀ

ତେହରାନ,୧୨।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ଯୋଗୁ, ଇରାନ ହର୍ମୁଜ ପ୍ରଣାଳୀ ବନ୍ଦ କରିବାକୁ ଘୋଷଣା କରିଛି, ଯାହା ସାରା ବିଶ୍ୱରେ ଶକ୍ତି ପ୍ରବେଶକୁ ବାଧା ସୃଷ୍ଟି କରୁଛି।…

ବନ୍ତଳାରେ ଭୟାବହ ଅଗ୍ନିକାଣ୍ଡ: ଗ୍ୟାସ ଟାଙ୍କି ଫାଟି ଜଳିଗଲା ୧୦ ଦୋକାନ, ୫ ଦମକଳ ଗାଡ଼ି…

ବନ୍ତଳା, ୧୨।୩(ସୁଶିତ ସାହୁ): ଅନୁଗୋଳ ଜିଲା ଶଙ୍ଖପୁର ମଦନମୋହନ ଛକସ୍ଥିତ ବନ୍ତଳା ବଜାରରେ ଗୁରୁବାର ଅପରାହ୍ନରେ ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଗ୍ୟାସ ଟାଙ୍କି ବିସ୍ଫୋରଣ ଯୋଗୁ…

ରାଜ୍ୟରେ ବଢ଼ିଲା ତାତି; ଚଳିତ ବର୍ଷ ପ୍ରଥମ ଥର ୪୦ ଡିଗ୍ରୀ ପାର କଲା ତାପମାତ୍ରା

ଭୁବନେଶ୍ୱର,୧୨।୩: ମାର୍ଚ୍ଚ ମାସ ଅଧା ନହେଉଣୁ ଓଡ଼ିଶାରେ କଲବଲ କଲାଣି ଖରା। ଚଳିତ ବର୍ଷ ପ୍ରଥମ ଥର ପାଇଁ ରାଜ୍ୟର ସର୍ବୋଚ୍ଚ ତାପମାତ୍ରା ୪୦ ଡିଗ୍ରୀ ସେଲସିୟସ୍…

ବିବାହର ପରେ ରଶ୍ମିକାଙ୍କ ପୁରୁଣା ପ୍ରେମକୁ ନେଇ ବିବାଦ: ଚେତାବନୀ ଦେଲେ ଅଭିନେତ୍ରୀ

ହାଇଦ୍ରାବାଦ,୧୨।୩: ରଶ୍ମିକା ମନ୍ଦାନା ଏବଂ ବିଜୟ ଦେବରକୋଣ୍ଡାଙ୍କ ବିବାହର କିଛି ଦିନ ପରେ ଏକ ପୁରୁଣା ଅଡିଓ କ୍ଲିପ୍‌କୁ ନେଇ ସୋସିଆଲ ମିଡିଆରେ ହଟଚମଟ ସୃଷ୍ଟି ହୋଇଛି।…

ଗ୍ୟାସ ବୁକିଂ ସମୟ ବଦଳାଇଲେ ଏଜେନ୍ସି, ଏହି ନମ୍ବରରେ କରନ୍ତୁ କଲ, ନୋଟ୍‌ କରନ୍ତୁ ସମୟ, ୨୪ ଘଣ୍ଟାରେ ମିଳିବ ସିଲିଣ୍ଡର!

ଆଗ୍ରା,୧୨।୩: ଯଦି ଆପଣଙ୍କୁ ଗ୍ୟାସ ସିଲିଣ୍ଡର ବୁକ କରିବାକୁ ପଡିବ, ତେବେ ଏହି ଖବରକୁ ଭଲ ଭାବେ ପଢନ୍ତୁ, କାରଣ ବୁକିଂ କେବଳ ସକାଳ ୫ ଟାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri