ମମତା ହେଲେ ପୁରୁଷୋତ୍ତମପୁର ବ୍ଲକ ଉପାଧ୍ୟକ୍ଷା

ପୁରୁଷୋତ୍ତମପୁର,୨୩ା୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଉପାଧ୍ୟକ୍ଷା ନିର୍ବାଚନ ବୁଧବାର ଶେଷ ହୋଇଛି। ୨୬ଟି ପଞ୍ଚାୟତ ବିଶିଷ୍ଟ ଏହି ବ୍ଲକର ଉପାଧ୍ୟକ୍ଷା ପଦବୀ ଲାଗି ଅନ୍ତରିଗାଁ ପଞ୍ଚାୟତର ସମିତି ସଭ୍ୟା ମମତା ବାରିକ ଜଣେ ମାତ୍ର ପ୍ରାର୍ଥୀ ଭାବେ ନାମାଙ୍କନପତ୍ର ଦାଖଲ କରିଥିବା ବେଳେ ଆଉ କେହି ମଧ୍ୟ ନାମାଙ୍କନପତ୍ର ଦାଖଲ କରି ନ ଥିଲେ। ଫଳରେ ନିର୍ବାଚନ ଅଧିକାରୀ ତଥା ହିଞ୍ଜଳିକାଟୁ ବିଡିଓ ସୁବ୍ରତ କୁମାର ଜେନା ମମତା ବାରିକଙ୍କୁ ଉପାଧ୍ୟକ୍ଷା ଭାବେ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଥିବାର ଘୋଷଣା କରିଥିଲେ। ଏଥିରେ ମାଜିଷ୍ଟ୍ରେଟ ଦାୟିତ୍ୱରେ ତହସିଲଦାର ନୀତିଶ କୁମାର ତ୍ରିପାଠୀ ଓ ଏସ୍‌ଡିପିଓ ସୂର୍ଯ୍ୟମଣି ପ୍ରଧାନ, ଆଇଆଇସି ପ୍ରିୟସ ରଞ୍ଜନ ଛୋଟରାୟଙ୍କ ସମେତ ପୋଲିସ ଫୋର୍ସ ମୁତୟନ ରହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମେଧାବୀଙ୍କ ମନ ଊଣା

ଅନୁଗୋଳ ଅଫିସ, ୧୬।୪ ଆସନ୍ତା ମେ ୩ ତାରିଖରୁ ଆରମ୍ଭ ହୋଇଥାନ୍ତା ମାଟ୍ରିକ ପରୀକ୍ଷା। ଏଥିପାଇଁ ଗତ ଜାନୁୟାରୀରୁ ଜୋର ଧରିଥିଲା ପ୍ରସ୍ତୁତି। ସ୍କୁଲରେ ଶହେ...

ନିର୍ଯାତନା ମାମଲାରେ ଫେରାର ଅଭିଯୁକ୍ତ ଗିରଫ

ଦାରିଙ୍ଗବାଡ଼ି, ୧୩।୧୧(ଡି.ଏନ.ଏ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ଗତ ଏକ ବର୍ଷରୁ ଉର୍ଦ୍ଧ୍ୱ ସମୟଧରି ଫେରାର ଥିବା ଅଭିଯୁକ୍ତକୁ ପୋଲିସ ମଙ୍ଗଳବାର ଗିରଫ କରି...

ଏଟିଏମ୍‌ କାଟି ଲୁଟିନେଲେ

ନିରାକାରପୁର,୬।୩(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ଜଙ୍କିଆ ଥାନା ନିକଟରେ ଥିବା ଏସ୍‌ବିଆଇ ଏଟିଏମ୍‌ କାଉଣ୍ଟରରୁ ବଡ଼ ଧରଣର ଲୁଟ ହୋଇଛି। ଦୁର୍ବୃତ୍ତମାନେ ଏଟିଏମ୍‌ କାଟି ସମସ୍ତ ଟଙ୍କା...

ଘରପୋଡି କ୍ଷତିଗ୍ରସ୍ତଙ୍କୁ ସରକାରୀ ଆବାସ ଯୋଜନା ଦାବି

ଆନନ୍ଦପୁର,୭।୬(ସ୍ବ.ପ୍ର.): କେନ୍ଦୁଝର ଜିଲା ଘସିପୁରା ବ୍ଲକ ଶାଳଦେଇ ପଞ୍ଚାୟତ ନପଙ୍ଗା ଗ୍ରାମରେ ଅଗ୍ନିକାଣ୍ଡରେ ଗତ ମାର୍ଚ୍ଚ ୨୫ ତାରିଖରେ ୫ ପରିବାରର ୧୦ ବଖରା ଘର...

ଜମି ବିବାଦରୁ ସଂଘର୍ଷ: ୨ମୃତ, ୮ ଗୁରୁତର

ଦଶମନ୍ତପୁର, ୧୦ା୭: ଜମିଜମା ବିବାଦକୁ କେନ୍ଦ୍ରକରି ହାତୀମୁଣ୍ଡାରେ ଗୋଷ୍ଠୀ ସଂଘର୍ଷ ଘଟିଛି। ଏଥିରେ ୨ ଜଣଙ୍କ ମୃତ୍ୟୁ ହୋଇଛି। ୮ ଜଣ ଗୁରୁତର ଆହତ ହୋଇଛନ୍ତି।...

ଦବିଗଲା ମାର୍କଣ୍ଡପୁର, ବଡ଼ଚଣା ପାକ୍ସ ଦୁର୍ନୀତି

ଯାଜପୁର ଅଫିସ,୨୬ା୧୨: ଯାଜପୁର ଜିଲାରେ ଚଳିତ ଖରିଫ ଋତୁରେ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହୋଇସାରିଛି। ଏଥର ୧୨୨ ପ୍ରାଥମିକ ସେବା ସମବାୟ ସମିତି (ପାକ୍ସ)...

ବର୍ଜ୍ୟବସ୍ତୁ ଜମା, ପ୍ରକ୍ରିୟାକରଣ ପ୍ଲାଣ୍ଟକୁ ବିରୋଧ

ବାଲେଶ୍ୱର ଅଫିସ, ୧୨।୬-ବାଲେଶ୍ୱର ସହର ଅନ୍ତର୍ଗତ ଗୁଡ଼ିପଦାଠାରେ ପୌରାଞ୍ଚଳ ପକ୍ଷରୁ ବର୍ଜ୍ୟବସ୍ତୁ ଜମା ଓ ପ୍ରକ୍ରିୟାକରଣ ପ୍ଲାଣ୍ଟ ନିର୍ମାଣ କରାଯିବାକୁ ସ୍ଥିର କରାଯାଇଛି। ମାତ୍ର ଉକ୍ତ...

ସୋମ୍‌ ହିରୋ ପକ୍ଷରୁ ନୂତନ ବାଇକ୍‌ ବଜାର ପ୍ରବେଶ

ଢେଙ୍କାନାଳ ଅଫିସ, ୧୯।୬- ଢେଙ୍କାନାଳ କୁଞ୍ଜକାନ୍ତସ୍ଥିତ ସୋମ୍‌ ହିରୋ ଶୋ’ରୁମ ପରିସରରେ ହିରୋ କମ୍ପାନୀ ପକ୍ଷରୁ ନୂତନ ଜ୍ଞାନକୌଶଳରେ ନିର୍ମିତ ୩ ବାଇକ୍‌ ଓ ସ୍କୁଟର...

Advertisement
Archives

Model This Week