ଭାଜପାରେ ସାମିଲ ହେଲେ ମମତା ମହାନ୍ତ, କାଲି ବିଜେଡିରୁ ଦେଇଥିଲେ ଇସ୍ତଫା

ଭୁବନେଶ୍ୱର,୧।୮: ଭାଜପାରେ ଯୋଗ ଦେଲେ ମମତା ମହାନ୍ତ। ଗୁରୁବାର ସେ ଭାଜପା ଦିଲ୍ଲୀ ମୁଖ୍ୟାଳୟରେ ବିଧିବଦ୍ଧ ଭାବେ ପଦ୍ମ ଧରିଛନ୍ତି। ଏହି ସମୟରେ ସାଧାରଣ ସଂପାଦକ ଅରୁଣ ସିଂ, ପ୍ରଭାରୀ ବିଜୟପାଲ ସିଂ ତୋମାରଙ୍କ ସହ ବହୁ ନେତା ଉପସ୍ଥିତ ଥିଲେ। ମମତା ବୁଧବାର ବିଜେଡିରୁ ଇସ୍ତଫା ଦେଇଥିଲେ। ବିଜେଡି ସହ ରାଜ୍ୟ ସଭା ଏମ୍‌ପି ପଦରୁ ମଧ୍ୟ ଇସ୍ତଫା ଦେଇଥିଲେ।

ମମତା ୨୦୨୦ରେ ରାଜ୍ୟ ସଭାକୁ ବିଜେଡି ଟିକେଟରେ ନିର୍ବାଚିତ ହୋଇଥିଲେ। କୁଡ଼ୁମୀ ସଂପ୍ରଦାୟର ଜଣେ ଟାଣୁଆ ନେତ୍ରୀ ଭାବେ ମମତା ମହାନ୍ତ ଜଣା। ମମତାଙ୍କ କାର୍ଯ୍ୟକାଳ ସମାପ୍ତ ହୋଇନଥିବା ବେଳେ ସେ ଅଧାରୁ ଇସ୍ତଫା ଦେଇଛନ୍ତି। ତାଙ୍କ କାର୍ଯ୍ୟକାଳ ୨୦୨୬ ପର୍ଯ୍ୟନ୍ତ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଭୂକମ୍ପରେ ଶ୍ମଶାନ ପାଲଟିଲା ଭେନେଜୁଏଲା! ମୃତ୍ୟୁସଂଖ୍ୟା ୧୦ ହଜାର ଟପିବା ଆଶଙ୍କା

ଭେନେଜୁଏଲା,୨୫।୬: ଭେନେଜୁଏଲାରେ ମାତ୍ର ଗୋଟିଏ ମିନିଟ୍‌ ଭିତରେ ଆସିଥିବା ଦୁଇଟି ଶକ୍ତିଶାଳୀ ଭୂକମ୍ପ ଝଟକା ଯୋଗୁ ବ୍ୟାପକ କ୍ଷୟକ୍ଷତି ହୋଇଛି। ଶତାଧିକ ଅଟ୍ଟାଳିକା ଭୁଶୁଡ଼ି ପଡ଼ିଥିବା ବେଳେ…

ମହାକାଳପଡ଼ାର ଏହି ସ୍ଥାନରେ ହେବ ଜାହାଜ କାରଖାନା, ଆରମ୍ଭ ହେଲା ସର୍ଭେ

ମହାକାଳପଡ଼ା, ୨୫ା୬ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବତୀଘର ପଞ୍ଚାୟତ ବଡ଼ଟୁବି, ସାନଟୁବି ଓ ନିପାଣିଆ ଗ୍ରାମରେ ଜାହାଜ କାରଖାନା ପ୍ରତିଷ୍ଠା ପାଇଁ…

୭୨ ଘଣ୍ଟା ସମୟ ଦେଲେ ସରପଞ୍ଚ ଚାମେଲୀ ଓଝା , କାର୍ଯ୍ୟାନୁଷ୍ଠାନ ନ ହେଲେ ଆପଣାଇବେ ଏହି ପନ୍ଥା…

କେନ୍ଦ୍ରାପଡ଼ା,୨୫ା୬(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତିଖିରୀ ସରପଞ୍ଚ ଚାମେଲୀ ଓଝା   ଜଜାଙ୍ଗସ୍ଥିତ ଏସ୍‌ପି ଅଫିସ ସମ୍ମୁଖରେ ନ୍ୟାୟ ଦାବି କରି ବୁଧବାର ଧାରଣାରେ ବସିଥିଲେ।…

ମୌସୁମୀ ସକ୍ରିୟ, ବଢ଼ିବ ବର୍ଷା: ଏହି ସବୁ ଜିଲାରେ…

ଭୁବନେଶ୍ୱର,୨୫ା୬(ସୌମ୍ୟରଞ୍ଜନ ରାଉତ): ରାଜ୍ୟର ସବୁ ଜିଲାକୁ ଛୁଇଁବା ପରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଅଧିକ ସକ୍ରିୟ ହୋଇଛି। ଖରା, ଗରମ ସହ କଁା ଭଁା କିଛି ସ୍ଥାନରେ…

ଭୂକମ୍ପରେ ଥରିଲା ଭେନେଜୁଏଲା: ମାତ୍ର ୪୫ ସେକେଣ୍ଡରେ ସବୁ ଛାର୍‌ଖାର୍‌, ଭୟରେ ଜୀବନ ବିକଳରେ ଦୌଡ଼ିଲେ ଲୋକେ

ଭେନେଜୁଏଲା,୨୫।୬: ଭେନେଜୁଏଲାରେ ବଡ଼ ଧରଣର ଭୂମିକମ୍ପ ଝଟକା। ମାତ୍ର ୪୫ ସେକେଣ୍ଡରେ ୨ ଥର ଭୂକମ୍ପ ଅନୁଭୂତ । ଆମେରିକୀୟ ଭୂତତ୍ତ୍ୱ ସର୍ଭେ ଅନୁଯାୟୀ, ୭.୧ ଏବଂ…

ରାଜ୍ୟର ଏସବୁ ଜିଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା! ଜାରି ହେଲା ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର,୨୪ା୬(ସୌମ୍ୟରଞ୍ଜନ ରାଉତ)- ରାଜ୍ୟର ସବୁ ଜିଲାକୁ ଛୁଇଁବା ପରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଅଧିକ ସକ୍ରିୟ ହୋଇଛି। ଖରା, ଗରମ ସହ କଁା ଭଁା କିଛି କିଛି…

ସୀମା ଟପିଲାଣି ସରକାରୀ ବହିରେ ତ୍ରୁଟି: ଇଂଲିଶ ବହିରେ ଓଡ଼ିଆ ରଜ ଗୀତ

ଭୁବନେଶ୍ୱର,୨୪ା୬(ସୁଚିସ୍ମିତା ସାହୁ): ଜାତୀୟ ଶିକ୍ଷାନୀତି -୨୦୨୦ ଆଧାରରେ ରାଜ୍ୟ ସରକାରଙ୍କ ଦ୍ୱାରା ପ୍ରସ୍ତୁତ ପ୍ରଥମରୁ ଅଷ୍ଟମ ଶ୍ରେଣୀର ନୂଆ ବହିରେ ତ୍ରୁଟି ସୀମା ଟପିଲାଣି। ପୂର୍ବରୁ ବ୍ୟାକରଣ,…

ପାସପୋର୍ଟକୁ ନେଇ ବୈଦେଶିକ ମନ୍ତ୍ରଣାଳୟର ବଡ଼ ସୂଚନା, ନାଗରିକତାର….

ନୂଆଦିଲ୍ଲୀ,୨୪।୬: ଭାରତୀୟ ପାସପୋର୍ଟ ନାଗରିକତା ପ୍ରମାଣିତ କରିବାର ଏକ ଦସ୍ତାବିଜ ନୁହେଁ, ଏହା ସମ୍ପୂର୍ଣ୍ଣ ଭାବରେ ଏକ ଯାତ୍ରା(ଟ୍ରାଭେଲ) ଡକ୍ୟୁମେଣ୍ଟ । ନାଗରିକତାର ପ୍ରମାଣ ଭାବରେ କିମ୍ବା ସରକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri