ବଢିଲା ଚର୍ଚ୍ଚା: ପଦ୍ମ ଧରିବେ ମମତା!

ଭୁବନେଶ୍ୱର,୧।୮: ଭାଜପାରେ ଯୋଗଦେଇ ପାରନ୍ତି ମମତା ମହାନ୍ତ। ଆଉ କିଛି ସମୟ ପରେ ଦିଲ୍ଲୀରେ ପଦ୍ମ ଧରିପାରନ୍ତି ବୋଲି ସମ୍ଭାବନା ରହିଛି। ମମତା ବୁଧବାର ବିଜେଡିରୁ ଇସ୍ତଫା ଦେଇଥିଲେ। ବିଜେଡି ସହ ରାଜ୍ୟ ସଭା ଏମ୍‌ପି ପଦରୁ ମଧ୍ୟ ଇସ୍ତଫା ଦେଇଥିଲେ।

ମମତା ୨୦୨୦ରେ ରାଜ୍ୟ ସଭାକୁ ବିଜେଡି ଟିକେଟରେ ନିର୍ବାଚିତ ହୋଇଥିଲେ। କୁଡ଼ୁମୀ ସଂପ୍ରଦାୟର ଜଣେ ଟାଣୁଆ ନେତ୍ରୀ ଭାବେ ମମତା ମହାନ୍ତ ଜଣା। ମମତାଙ୍କ କାର୍ଯ୍ୟକାଳ ସମାପ୍ତ ହୋଇନଥିବା ବେଳେ ଅଧାରୁ ସେ ଇସ୍ତଫା ଦେବାକୁ ନେଇ ଚର୍ଚ୍ଚା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବାଲିଘାଟରୁ ଶ୍ରମିକଙ୍କ ମୃତଦେହ ମିଳିବା ଘଟଣା: ଅଭିଯୁକ୍ତଙ୍କୁ ଗିରଫ କରିବାରେ ପୋଲିସ ବିଫଳ, ବଢୁଛି ଉତ୍ତେଜନା

ଦେବଗଡ଼,୨୫ା୬(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ବ୍ଲକ ସିଂହଶାଳ ପଞ୍ଚାୟତର ଚଟିଆପାଲି ବାଲିଘାଟରୁ ପୋଲିସ ୨୧ ତାରିଖ ରାତିରେ ଶ୍ରମିକ ଈନ୍ଦ୍ର ମୁଣ୍ଡାଙ୍କର ଗଳିତ ମୃତଦେହ…

କ୍ୟାମେରାରେ କଏଦ ହେଲା ମହାପ୍ରଳୟ! ଭେନେଜୁଏଲାରେ ଭୂକମ୍ପର ତାଣ୍ଡବ, ସାମ୍ନାକୁ ଆସିଲା ଛାତିଥରା ଭିଡିଓ

ଭେନେଜୁଏଲା,୨୫।୬: ଲାଟିନ ଆମେରିକୀୟ ଦେଶ ଭେନେଜୁଏଲାରେ ଗୁରୁବାର ସକାଳୁ ପାଖାପାଖି ଦୁଇଟି ଶକ୍ତିଶାଳୀ ଭୂକମ୍ପ ଝଟ୍‌କା ଆସିବା ଯୋଗୁ ବ୍ୟାପକ ଧ୍ୱଂସଲୀଳା ଘଟିଛି। ଅଧିକାରୀ ଏବଂ ପର୍ଯ୍ୟବେକ୍ଷଣ…

ମହାକାଳପଡ଼ାର ଏହି ସ୍ଥାନରେ ହେବ ଜାହାଜ କାରଖାନା, ଆରମ୍ଭ ହେଲା ସର୍ଭେ

ମହାକାଳପଡ଼ା, ୨୫ା୬ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବତୀଘର ପଞ୍ଚାୟତ ବଡ଼ଟୁବି, ସାନଟୁବି ଓ ନିପାଣିଆ ଗ୍ରାମରେ ଜାହାଜ କାରଖାନା ପ୍ରତିଷ୍ଠା ପାଇଁ…

‘ଇ୨୦’ ପେଟ୍ରୋଲ ବ୍ୟବହାର କଲେ ବୀମା ବାତିଲ ହେବନାହିଁ: କେନ୍ଦ୍ର

ନୂଆଦିଲ୍ଲୀ, ୨୫ା୬ : ୨୦ ପ୍ରତିଶତ ଇଥାନଲ୍‌ ମିଶ୍ରିତ ପେଟ୍ରୋଲ୍‌ ବା ‘ଇ୨୦’ ଇନ୍ଧନ ବ୍ୟବହାର କଲେ ଗାଡ଼ିର ବୀମା ଅବଧି ବା ବୈଧତା ବାତିଲ ହୋଇଯିବ…

ଟ୍ରମ୍ପ୍‌ଙ୍କୁ ଝଟକା: ସିନେଟ୍‌ରେ ଯୁଦ୍ଧ ବିରୋଧୀ ପ୍ରସ୍ତାବ ଗୃହୀତ

ୱାଶିଂଟନ, ୨୫ା୬: ଇରାନ୍‌ ବିରୋଧରେ ଆମେରିକାର ସାମରିକ କାର୍ଯ୍ୟାନୁଷ୍ଠାନକୁ ରୋକିବା ଏବଂ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଏହି ଯୁଦ୍ଧନୀତିକୁ ବଡ଼ ବିରୋଧ କରାଯାଇ ସିନେଟ ପ୍ରଥମ ଥର…

ନାବାଳିକା ଗଣବଳାତ୍କାରର ଶିକାର

ଜି. ଉଦୟଗିରି, ୨୫ା୬ (ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲା ଜି.ଉଦୟଗିରି ଅଞ୍ଚଳରେ ଜଣେ ନାବାଳିକା ଗଣବଳାତ୍କାରର ଶିକାର ହୋଇଥିବା ନେଇ ଫୁଲବାଣୀ ଟାଉନ୍‌ ଥାନାରେ…

୭୨ ଘଣ୍ଟା ସମୟ ଦେଲେ ସରପଞ୍ଚ ଚାମେଲୀ ଓଝା , କାର୍ଯ୍ୟାନୁଷ୍ଠାନ ନ ହେଲେ ଆପଣାଇବେ ଏହି ପନ୍ଥା…

କେନ୍ଦ୍ରାପଡ଼ା,୨୫ା୬(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତିଖିରୀ ସରପଞ୍ଚ ଚାମେଲୀ ଓଝା   ଜଜାଙ୍ଗସ୍ଥିତ ଏସ୍‌ପି ଅଫିସ ସମ୍ମୁଖରେ ନ୍ୟାୟ ଦାବି କରି ବୁଧବାର ଧାରଣାରେ ବସିଥିଲେ।…

ଡେନ୍‌ମାର୍କରେ ମିଳିଲା ‘ଭାଇକିଂ’ ଯୁଗର ବିଶାଳ ବସ୍ତ୍ର ଉତ୍ପାଦନ କେନ୍ଦ୍ର

ସୋଫ୍ଟେନ (ଡେନମାର୍କ), ୨୫ା୬ (ଏପି): ୟୁରୋପର ପ୍ରାଚୀନ ଇତିହାସକୁ ନେଇ ବଡ଼ ପ୍ରତ୍ନତାତ୍ତ୍ୱିକ ସଫଳତା ମିଳିଛି। ଡେନ୍‌ମାର୍କରେ ପ୍ରତ୍ନତତ୍ତ୍ୱବିତ୍‌ମାନେ ଭାଇକିଂ ଯୁଗର ଏକ ବିଶାଳ ବସ୍ତ୍ର ଉତ୍ପାଦନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri