Posted inଜାତୀୟ

ମମତାଙ୍କ ବିରୋଧରେ ପୁଣି ଗର୍ଜିଲା ଭାଜପା, ଗିରଫ ହେଲେ ଶୁଭେନ୍ଦୁ

କୋଲକାତା,୧୩ ।୯: ପଶ୍ଚିମ ବଙ୍ଗ ରାଜନୀତି ପୁଣିଥରେ ହୋଇଛି ସରଗରମ । ଭାରତୀୟ ଜନତା ପାର୍ଟି(ଭାଜପା) ପୁଣିଥରେ ମମତା ବାନାର୍ଜୀଙ୍କ ଗୁମର ଖୋଲିଛି । ପ୍ରଦେଶ ଭାଜପା ରାଜ୍ୟର ବରିଷ୍ଠ ନେତାଙ୍କ ନେତୃତ୍ୱରେ ନବାନ୍ନ ଅଭିଯାନ ଆରମ୍ଭ କରିଛି । ଏଥିରେ ସମସ୍ତ କର୍ମୀ ରାଜ୍ୟ ସଚିବାଳୟର ନବାନ୍ନ ଆଡକୁ ମାର୍ଚ୍ଚ ଆରମ୍ଭ କରିଛନ୍ତି । ମିଳିଥିବା ତାଜା ସୂଚନା ଅନୁଯାୟୀ, ରାଣୀଗଞ୍ଜ ରେଲୱେ ଷ୍ଟେଶନ ବାହାରେ ଭାଜପା କର୍ମୀ ଓ ପୋଲିସଙ୍କ ମଧ୍ୟରେ ଟଣାଭିଡା ଆରମ୍ଭ ହୋଇଯାଇଛି । ଏହାପରେ ପୋଲିସ କେତେଜଣ ଭାଜପା କର୍ମୀଙ୍କୁ ଗିରଫ କରିଛି । ଖବର ଅନୁଯାୟୀ, ପୋଲିସ ପକ୍ଷରୁ ଏହି ଅଭିଯାନ ପାଇଁ ଅନୁମତି ମିଳି ନାହିଁ ।
ଭାଜପା ନେତା ତଥା ପଶ୍ଚିମବଙ୍ଗ ବିଧାନସଭାରେ ନେତା ଥିବା ବିରୋଧୀ ଶୁଭେନ୍ଦୁ ଅଧିକାରୀଙ୍କୁ ପୋଲିସ ଗିରଫ କରିଛି । ଶୁଭେନ୍ଦୁ କହିଛନ୍ତି ଏହା ଶାନ୍ତିପୂର୍ଣ୍ଣ ଆନ୍ଦୋଳନ । ଏହା ବେକାରୀ ଓ ଭ୍ରଷ୍ଟାଚାର ବିରୋଧରେ ହଲ୍ଲାବୋଲ । ପଶ୍ଚିମବଙ୍ଗର ଜନତା ମମତାଙ୍କ ସପକ୍ଷରେ ନୁହେଁ । ସେଥିପାଇଁ ସେ ପଶ୍ଚିମବଙ୍ଗରେ ଉତ୍ତର କୋରିଆ ଭଳି ଏକଛତ୍ରବାଦ ଶାସନ ଚଳାଇଛନ୍ତି । ଶୁଭେନ୍ଦୁଙ୍କ ବ୍ୟତୀତ ରାହୁଲ ସିହ୍ନା ଓ ଲକେଟ ଚାଟାର୍ଜୀଙ୍କୁ ବି ଗିରଫ କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri