ପଶ୍ଚିମବଙ୍ଗର ୩୧ ଜଣ ନିଖୋଜ ଥିବା କହିଲେ ମମତା

ଭୁବନେଶ୍ୱର,୬।୬(ବ୍ୟୁରୋ) ବାଲେଶ୍ୱର ଜିଲା ବାହାନଗାରେ ଘଟିଥିବା ଟ୍ରେନ ଦୁର୍ଘଟଣାରେ ଆହତ ହୋଇ କଟକ ବ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ପଶ୍ଚିମବଙ୍ଗର ଲୋକଙ୍କୁ ଦେଖିବାକୁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ମଙ୍ଗଳବାର ଓଡ଼ିଶା ଆସିଥିଲେ। ଆହତମାନଙ୍କୁ ଭେଟି ଫେରିବା ବେଳେ ମମତା ଗଣମାଧ୍ୟମକୁ କହିଛନ୍ତି ଯେ, ଦୁର୍ଘଟଣାଗ୍ରସ୍ତ ଟ୍ରେନରେ ଥିବା ତାଙ୍କ ରାଜ୍ୟର ୩୧ ଜଣ ଲୋକ ଏଯାଏ ନିଖୋଜ ଅଛନ୍ତି। ସେମାନଙ୍କ ସମ୍ପର୍କରେ କିଛି ସୂଚନା ମିଳୁନାହିଁ। ମମତା କହିଛନ୍ତି, ପଶ୍ଚିମବଙ୍ଗର ୧୦୩ ଜଣଙ୍କ ମୃତଦେହକୁ ଚିହ୍ନଟ କରାଯାଇଛି। ୮୭ଟି ମୃତଦେହ ପଶ୍ଚିମବଙ୍ଗରେ ପହଞ୍ଚି ସାରିଛି। ଓ ବିଭିନ୍ନ ମେଡିକାଲରେ ଏବେ ୯୭ ଜଣ ଚିକିତ୍ସାଧୀନ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନ କମିଶନରଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ: ପ୍ରଚାର କରିପାରିବେନି ଏହି କଂଗ୍ରେସ ଏମପି

ନୂଆଦିଲ୍ଲୀ,୧୬।୪: କଂଗ୍ରେସର ଜଣେ ନେତାଙ୍କ ବିରୋଧରେ ବଡ଼ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି ନିର୍ବାଚନ କମିଶନର। ରାଜ୍ୟ ସଭା ଏମପି ରଣଦୀପ ସୂର୍ଯ୍ୟେୱାଲଙ୍କ ବିରୋଧରେ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ...

ମାହାଙ୍ଗା ଡବଲ ମର୍ଡର ମାମଲା: ଲିଖିତ ଯୁକ୍ତି ଉପସ୍ଥାପନ ପାଇଁ ସମୟ ନେଲେ ପ୍ରତିପକ୍ଷ, ପରବର୍ତ୍ତୀ ଶୁଣାଣି ଏପ୍ରିଲ ୨୨ରେ

କଟକ,୧୬ା୪ (କାର୍ତ୍ତିକ ସାହୁ): ମାହାଙ୍ଗା ଡବଲ ମର୍ଡର ମାମଲାରେ ବିଧାୟକ ପ୍ରତାପ ଜେନାଙ୍କ ଅନ୍ତରୀଣ ସୁରକ୍ଷାକୁ ହାଇକୋର୍ଟ ପୁଣି ବଳବତ୍ତର ରଖିଛନ୍ତି। ନିମ୍ନକୋର୍ଟର ନିର୍ଦ୍ଦେଶ ବିରୋଧରେ...

ବିଜେଡିରେ ମିଶିଲେ ଦେବଗଡ଼ର ରାଣୀ ଅରୁନ୍ଧତୀ

ଭୁବନେଶ୍ୱର,୧୬।୪: ବିଜେଡିରେ ମିଶିଲେ ସମ୍ବଲପୁରର ଭାଜପା ଏମପି ନିତେଶ ଗଙ୍ଗଦେବଙ୍କ ପତ୍ନୀ ଅରୁନ୍ଧତୀ କୁମାରୀ ଦେବୀ। ଆଜି ସେ ବିଜେଡିରେ ସାମିଲ ହୋଇଛନ୍ତି । ସେ...

ସମ୍ବଲପୁରରୁ ଲଢିବେନି ପ୍ରସନ୍ନ ଆଚାର୍ଯ୍ୟ !

ଭୁବନେଶ୍ୱର,୧୬।୪: ସମ୍ବଲପୁରରେ ଟିକେଟକୁ ନେଇ ଅମଙ୍ଗ ଅଛନ୍ତି କି ବିଜେଡିର ବରିଷ୍ଠ ନେତା ପ୍ରସନ୍ନ ଆଚାର୍ଯ୍ୟ ! କିଛି ଏଭଳି ଚର୍ଚ୍ଚା ଏବେ ଜୋର ଧରିଛି...

ଓଭରବ୍ରିଜ୍‌ରୁ ବସ୍‌ ଖସି ଦୁର୍ଘଟଣା: ମୃତକଙ୍କୁ ୩୦ ଲକ୍ଷ କ୍ଷତିପୂରଣ ପ୍ରଦାନ ଦାବି

କଟକ,୧୬ା୪ (କାର୍ତ୍ତିକ ସାହୁ) ଯାଜପୁର ଜିଲା ବାରବାଟୀ ନିକଟରେ ସୋମବାର ରାତିରେ ଓଭରବ୍ରିଜରୁ ପ୍ରାୟ ୩୦ ଫୁଟ ତଳକୁ ଯାତ୍ରୀବାହୀ ବସ୍‌ ଖସି ଦୁର୍ଘଟଣା ଘଟିବାକୁ...

ଭାଜପା ପ୍ରାର୍ଥୀ ତାଲିକା: ପଲିଟିବ ରାଉରକେଲା ବାଜି! ତାଲିକାରେ ୧୬ ନୂଆ ଚେହେରା

ଭୁବନେଶ୍ୱର,୧୬।୪: ପ୍ରାୟ ଦୁଇ ସପ୍ତାହ ପରେ ଆସିଲା ଭାଜପାର ଦ୍ୱିତୀୟ ବିଧାନସଭା ପ୍ରାର୍ଥୀ ତାଲିକା। କାହାର ଟିକେଟ ବଦଳିବ, କାହାର ଟିକେଟ କଟିବ, ସେ ନେଇ...

ଫୁଲ ଧରିଲେ ବିଜେଡିର ପୂର୍ବତନ ବିଧାୟକ ବେଦବ୍ୟାସ ନାୟକ

କେନ୍ଦୁଝର,୧୬।୪(ନରେଶ ଚନ୍ଦ୍ର ପଟ୍ଟନାୟକ) ପୂର୍ବତନ ବିଜେଡି ବିଧାୟକ ବେଦବ୍ୟାସ ନାୟକ ଆଜି ଶଙ୍ଖ ଛାଡ଼ି ଫୁଲ ଧରିଛନ୍ତି। ଭୁବନେଶ୍ୱରରେ ଏକ ମିଶ୍ରଣ କାର୍ଯ୍ୟକ୍ରମରେ ସେ ତାଙ୍କ...

ବଜ୍ରପାତରେ ୩ ମୃତ

କେନ୍ଦ୍ରାପଡ଼ା,୧୬।୪: କେନ୍ଦ୍ରାପଡ଼ାରେ କାଳବୈଶାଖୀ ବର୍ଷା ସାଙ୍ଗକୁ ଜୋରରେ ପବନ ହୋଇଛି। ତେବେ ବଜ୍ରପାତରେ ୩ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି। ପାଟକୁରା କୁଦାନଗରୀ ବଙ୍ଗାରିରେ ଜଣେ, କୁଣ୍ଡିଲୋରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri