ଶ୍ରୀଜିଉଙ୍କୁ ଦର୍ଶନ କଲେ ମମତା

ପୁରୀ ଅଫିସ୍‌,୨୨ା୩: ପୁରୀ ଆସି ଶ୍ରୀଜିଉଙ୍କୁ ଦର୍ଶନ କରିଛନ୍ତି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ। କଡ଼ା ସୁରକ୍ଷା ବଳୟ ଭିତରେ ସେ  ମହାପ୍ରଭୁଙ୍କ ଦର୍ଶନ ଲାଭ କରିଛନ୍ତି। ଶ୍ରୀମନ୍ଦିର ସେବାୟତଙ୍କ ପକ୍ଷରୁ ମମତାଙ୍କୁ ସ୍ବାଗତ କରାଯାଇ ମନ୍ଦିରକୁ ପାଛୋଟି ନିଆଯାଇଥିଲା। ରାଜ୍ୟ ସରକାରଙ୍କ ପକ୍ଷରୁ ସମସ୍ତ ସୁରକ୍ଷା ବ୍ୟବସ୍ଥା ଯୋଗାଇ ଦିଆଯାଇଥିଲା।

ରାଜ୍ୟ ସରକାରଙ୍କ ପକ୍ଷରୁ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା, ଜିଲାପାଳ ସମର୍ଥ ବର୍ମା ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କେତେ ଟଙ୍କା ପାଆନ୍ତି ରାଜ୍ୟପାଳ? ମାସିକ ୩.୫ ଲକ୍ଷ ଦରମା ସହ ଜାଣନ୍ତୁ ତାଙ୍କୁ ମିଳୁଥିବା ସମସ୍ତ ସରକାରୀ ସୁବିଧା

ନୂଆଦିଲ୍ଲୀ,୧୩।୧୦: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୬ଟି ରାଜ୍ୟ ପାଇଁ ନୂତନ ରାଜ୍ୟପାଳ ନିଯୁକ୍ତ କରିଛନ୍ତି। ଏହାଦ୍ୱାରା ଅନେକ ସାମ୍ୱିଧାନିକ ପଦବୀରେ ପରିବର୍ତ୍ତନ ଘଟିଛି। ସିକିମର ପୂର୍ୱତନ ରାଜ୍ୟପାଳ…

ଶିକ୍ଷାର ଗୁଣାତ୍ମକ ଉନ୍ନତି ଶିକ୍ଷାର୍ଥୀଙ୍କ ଫଳାଫଳ ସମୀକ୍ଷା ଉପରେ ଗୁରୁତ୍ୱ

ଥୁଆମୂଳ ରାମପୁର, ୧୩।୧୦ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ, ଭବାନୀପାଟଣା ଆନୁକୂଲ୍ୟରେ ଥୁଆମୂଳ ରାମପୁର ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ‘ପ୍ରକାଶ ୩.୦’…

ଭୟୂରଭଞ୍ଜରେ ଲଜ୍ଜା, ଭିନ୍ନକ୍ଷମ ନାବାଳିକାକୁ ବଳାତ୍କାର

ଉଦଳା,୧୩।୧୦: ଭୟୂରଭଞ୍ଜ ଜିଲା ଉଦଳା ଅଞ୍ଚଳରେ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି। ଜଣେ ଭିନ୍ନକ୍ଷମ ନାବାଳିକାକୁ ବଳାତ୍କାର କରାଯାଇଥିବା ଥାନାରେ ଅଭିଯୋଗ ହୋଇଛି। ପୋଲିସ ଅଭିଯୋଗକୁ…

୪୨ କଲେଜକୁ ସ୍ବୟଂଶାସିତ ମାନ୍ୟତା ପ୍ରସ୍ତାବ: ତାଲିକାରେ ଗଞ୍ଜାମର ୧୧ କଲେଜ

ଭଞ୍ଜନଗର,୧୩।୧୦(ବାବୁଲା ପ୍ରଧାନ): ରାଜ୍ୟର ୪୨ଟି ମହାବିଦ୍ୟାଳୟକୁ ସ୍ବୟଂଶାସିତ ମାନ୍ୟତା ପ୍ରଦାନ ନେଇ ରାଜ୍ୟ ସରକାର ଯୋଜନା ରଖିଥିବା ଜଣାପଡ଼ିଛି। ଏନେଇ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (ୟୁଜିସି) ପକ୍ଷରୁ…

ବନ୍ଧୁକ ଦେଖାଇ ମାଗୁଥିଲେ ସୁନା ଗହଣା: ପନିକି ଫୋପାଡିଲେ ମହିଳା, ପରେ…

ପାଟଣା, ୧୩/୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ମୁରୁସୁଆଁ ଗ୍ରାମରେ ମଙ୍ଗଳବାର ମଧ୍ୟାହ୍ନରେ ବନ୍ଧୁକ ଦେଖାଇ ଲୁଟ୍‌ ଉଦ୍ୟମ ହୋଇଛି। ଘରେ…

ଛାତ୍ର ସଂସଦ ନିର୍ବାଚନକୁ ନେଇ ଉତ୍ତେଜନା, ଆଳି କଲେଜରେ ସାଇନ୍‌ ଡାଏ ଘୋଷଣା

କେନ୍ଦ୍ରାପଡ଼ା/ଆଳି, ୧୩।୧୦(ଜଗନ୍ନାଥ ଧଳ/ବନମାଳୀ ସେନାପତି) କେନ୍ଦ୍ରାପଡ଼ା ଜିଲା ଆଳି ବ୍ଲକ୍‌ ଅନ୍ତର୍ଗତ ଆୟତପୁରସ୍ଥିତ ଲକ୍ଷ୍ମୀବରାହ ଜୀଉ ଡିଗ୍ରୀ କଲେଜରେ ଛାତ୍ର ସଂସଦ ନିର୍ବାଚନକୁ ନେଇ ଉତ୍ତେଜନା ଦେଖାଦେଇଛି।…

ଝୁଲିପଡ଼ିଲେ +୨ ଛାତ୍ର, କାରଣ ଜାଣିଲେ…

ଡେରାବିଶ,୧୩ା୧୦(ବେବର୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ସଦର ଥାନା ଅନ୍ତର୍ଗତ ଡେରାବିଶ ବ୍ଳକ ବାରିମୂଳ ପଞ୍ଚାୟତ ରାୟପୁର ଗ୍ରାମର ବିରକିଶୋର ମଳିକଙ୍କ ପୁଅ ଚନ୍ଦନ(୧୭) ବେକରେ ରଶି ଲଗାଇ…

ସାନଖେମୁଣ୍ଡିରେ ଅଙ୍ଗନୱାଡି କର୍ମୀ ସଂଘ ପକ୍ଷରୁ ପ୍ରତିବାଦ ସଭା: ୧୪ ଦଫା ଦାବି ସମ୍ବଳିତ…

ଦିଗପହଣ୍ଡି,୧୩|୧୦(ଅଶେଷ ନାଥ ମିଶ୍ର: )ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଲ୍ ଓଡ଼ିଶା ଅଙ୍ଗନୱାଡ଼ି ଲେଡିଜ୍ ୱାର୍କର ଆସୋସିଏସନ୍ ବ୍ଲକ ଶାଖା କମିଟି ପକ୍ଷରୁ ପାଟପୁର ଠାରେ ସଭା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?