Posted inଜାତୀୟ

ମମତା ହେବେ ପ୍ରଧାନମନ୍ତ୍ରୀ ପ୍ରାର୍ଥୀ: ଟିଏମସି ନେତା…

କୋଲକାତା,୧୯।୭ : ପ୍ରଧାନମନ୍ତ୍ରୀ ପ୍ରାର୍ଥୀଙ୍କ ଦାବିରୁ କଂଗ୍ରେସ ପଛଘୁଞ୍ଚା ଦେବା ମାତ୍ରେ ଟିଏମସି ଏହାର ଦାବି ରଖିଛି। ଟିଏମସି ଏମପି ଶତାବ୍ଦୀ ରାୟ କହିଛନ୍ତି ଯଦି କଂଗ୍ରେସ ୨୦୨୪ ନିର୍ବାଚନରେ ପ୍ରଧାନମନ୍ତ୍ରୀ ପଦ ପାଇଁ ଦୌଡ଼ରେ ନାହିଁ, ତେବେ ମମତା ବାନାର୍ଜୀ ବିରୋଧୀ ଦଳର ପ୍ରଧାନମନ୍ତ୍ରୀ ତେହେରା ହେବେ।

ଗଣମାଧ୍ୟମ ସହ ଆଲୋଚନା ପରେ ଶତାବ୍ଦୀ ବୀରଭୂମରେ କହିଛନ୍ତି, ’ଆମେ ଚାହୁଁ ଆମର ନେତା ତଥା ରାଜ୍ୟ ମୁଖ୍ୟମନ୍ତ୍ରୀ ସେହି ପଦବୀରେ ପହଞ୍ଚନ୍ତୁ। କିନ୍ତୁ ଏଥିପାଇଁ ଆମର ପରବର୍ତ୍ତୀ ପଦକ୍ଷେପ କିଛି ଅଲଗା ହୋଇପାରେ । ସ୍ବପ୍ନ ଦେଖିବା କିମ୍ବା ଇଚ୍ଛା କରିବାରେ କିଛି ଭୁଲ ନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

ବଳାତ୍କାର ଅଭିଯୋଗରେ ଦୋଷୀ ସାବ୍ୟସ୍ତ ହୋଇଥିବା ବ୍ୟକ୍ତି ଏମିତି ଏକ ପ୍ରବନ୍ଧ ଲେଖିବାରୁ ଦଣ୍ଡ କମ୍‌ କରି ଦେଲେ ହାଇକୋର୍ଟ

ମୁମ୍ବାଇ,୧୧।୨: ବମ୍ବେ ହାଇକୋର୍ଟ ଜଣେ ନାବାଳିକା ଝିଅକୁ ବଳାତ୍କାର କରିବା ଅଭିଯୋଗରେ ଦୋଷୀ ସାବ୍ୟସ୍ତ ହୋଇଥିବା ଜଣେ ବ୍ୟକ୍ତିଙ୍କ ଆଜୀବନ କାରାଦଣ୍ଡକୁ ୧୨ ବର୍ଷକୁ ହ୍ରାସ କରିଛନ୍ତି।…

‘ବନ୍ଦେ ମାତରମ’କୁ ନେଇ ନୂଆ ନିର୍ଦ୍ଦେଶାବଳୀ ଜାରି: ଏଣିକି ଠିଆ ହେବା ବାଧ୍ୟତାମୂଳକ

ନୂଆଦିଲ୍ଲୀ,୧୧।୨: ବନ୍ଦେ ମାତରମ ସମ୍ପର୍କରେ ନୂତନ ନିର୍ଦ୍ଦେଶାବଳୀ ଜାରି କରାଯାଇଛି। କେନ୍ଦ୍ର ଗୃହ ମନ୍ତ୍ରଣାଳୟ ଦ୍ୱାରା ଜାରି ନୂତନ ନିର୍ଦ୍ଦେଶାବଳୀ ଅନୁଯାୟୀ, ବନ୍ଦେ ମାତରମ ପାଇଁ ଠିଆ…

ଜୁନିୟର ଆସିଷ୍ଟାଣ୍ଟଙ୍କ ଘରେ ଭିଜିଲାନ୍ସ ଚଢ଼ାଉ: ୨.୩୮ କୋଟି ଟଙ୍କା ହରିଲୁଟ ଅଭିଯୋଗ

ଅନୁଗୋଳ,୧୧।୨: ସରକାରୀ ଅର୍ଥ ଆତ୍ମସାତ ଅଭିଯୋଗରେ ବୁଧବାର ଅନୁଗୋଳ ମୁଖ୍ୟ ଚିକିତ୍ସାଳୟ (CDMO) କାର୍ଯ୍ୟାଳୟର ଜୁନିୟର ଆସିଷ୍ଟାଣ୍ଟ ସୁବ୍ରତ କୁମାର ବେହେରାଙ୍କ ବିଭିନ୍ନ ବାସଭବନ ଓ କାର୍ଯ୍ୟାଳୟ…

ଯାତ୍ରା ଚାଲୁଥିବା ବେଳେ ଘରେ ପଶି ଲୁଟ: ଉତ୍ତମମଧ୍ୟମ ଦେଇ ପୋଲିସକୁ ହସ୍ତାନ୍ତର କଲେ ଗ୍ରାମବାସୀ

ଭଦ୍ରକ,୧୧।୨(ସନାତନ ରାଉତ): ଅପେରା ଚାଲୁଥିବାବେଳେ ଘରେ ପଶି ଲୁଟ। ଧରାପଡି ନିର୍ଧୁମ ଛେଚା ଖାଇବା ପରେ ପୋଲିସକୁ ୪ ଯୁବକଙ୍କୁ ହସ୍ତାନ୍ତର କଲେ ଗ୍ରାମବାସୀ l ଏପରି…

୨୩,୩୮୭ କନିଷ୍ଠ ଶିକ୍ଷକଙ୍କୁ ପଦୋନ୍ନତି: ଖୁବ୍‌ଶୀଘ୍ର ପ୍ରଧାନଶିକ୍ଷକ ଭାବେ ଦିଆଯିବ ନିଯୁକ୍ତି

ଭୁବନେଶ୍ୱର,୧୧ା୨ (ସୁଚିସ୍ମିତା ସାହୁ):ରାଜ୍ୟ ସରକାରଙ୍କ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ୨୩,୩୮୭ ଜଣ କନିଷ୍ଠ ଶିକ୍ଷକଙ୍କୁ ବରିଷ୍ଠ (ଏସ୍‌ଇଏସ୍‌) ପାହ୍ୟାକୁ ପଦୋନ୍ନତି ଦିଆଯାଇଛି। ସୋମବାର ପ୍ରକାଶିତ ଏହି…

ଚଳନ୍ତା କଣ୍ଟେନରକୁ ପଛପଟୁ ଧକ୍କା ଦେଲା କାର: ଆଉ ତା’ପରେ…

ବାହାନଗା, ୧୧।୨(ଅରୂପ କୁମାର ଦାସ): ବାଲେଶ୍ୱର ଜିଲା ସୋର ଥାନା ୧୬ ନମ୍ବର ଜାତୀୟ ରାଜପଥ ତଳନଗରଠାରେ ଏକ ଚଳନ୍ତା କଣ୍ଟେନର ପଛକୁ ଏକ କାର ଧକ୍କା…

ଖେଳାଳିଙ୍କ ପ୍ରତି କଠୋର ହେଲା BCCI: ଏହି ସର୍ତ୍ତ ପୂରଣ କରିବାକୁ କଲା ମନା

ନୂଆଦିଲ୍ଲୀ,୧୧।୨: ICC ଟି୨୦ ବିଶ୍ୱକପ ଆରମ୍ଭ ହେବା ପୂର୍ବରୁ, BCCI ଟିମ ଇଣ୍ଡିଆର ଖେଳାଳିମାନଙ୍କ ପ୍ରତି କଠୋର ଆଭିମୁଖ୍ୟ ଗ୍ରହଣ କରିଛି। ବୋର୍ଡ ସ୍ପଷ୍ଟ ଭାବରେ କହିଛି,…

ପିଲା ଏବେ ଭାବପ୍ରବଣ

ଗୋଟିଏ ସପ୍ତାହ ଭିତରେ ଦୁଇଟି ଆତ୍ମହତ୍ୟାଜନିତ ଘଟଣା ଏବେ ଦେଶର ବିବେକକୁ ଦୋହଲାଇ ଦେଇଛି। ୪ ଫେବୃଆରୀରେ ଉତ୍ତରପ୍ରଦେଶର ଗାଜିଆବାଦରେ ଏକ ବହୁତଳ ପ୍ରାସାଦର ୯ମ ମହଲାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri