Posted inଜାତୀୟ

ସିବିଆଇକୁ ସିଧା ଶୁଣାଇଦେଲେ ମମତା, କହିଲେ…

କୋଲକାତା,୨୮।୮: କୋଲକାତା ବଳାତ୍କାର ଓ ହତ୍ୟା ମାମଲାରେ ପଶ୍ଚିମବଙ୍ଗ ଉଠୁଛି ପଡୁଛି। ଏହି ଘଟଣାର ତଦନ୍ତ ସିବିଆଇ କରୁଥିବାବେଳେ ଏପର୍ଯ୍ୟନ୍ତ ମୁଖ୍ୟ ଅଭିଯୁକ୍ତ ସଞ୍ଜୟ ରୟଙ୍କୁ ଦଣ୍ଡାଦେଶ ହୋଇନାହିଁ। ଯାହାକୁ ନେଇ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସିବିଆଇକୁ ଟାର୍ଗେଟ କରିଛନ୍ତି। ଭାଜପାକୁ ଜବାବ ଦେବା ଆଳରେ ସେ ସିବିଆଇ ଯାଞ୍ଚର ମନ୍ଥରତାକୁ ନେଇ ପ୍ରଶ୍ନ ଉଠାଇଛନ୍ତି। ସେ କହିଛନ୍ତି, ନ୍ୟାୟ କେଉଁଠି?

ତୃଣମୂଳ କଂଗ୍ରେସ ଛାତ୍ର ଶାଖାର ସ୍ଥାପନ ଦିବସ ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ପୀଡିତାଙ୍କ ମୃତ ଘଟଣାରେ ମୁଁ ତାଙ୍କ ପିତାମାତାଙ୍କୁ ଭେଟିଥିଲି ଆଉ ସେମାନଙ୍କୁ ୫ଦିନର ସମୟ ମାଗିଥିଲି। ହେଲେ ଏହି ମାମଲାକୁ ସିବିଆଇକୁ ହସ୍ତାନ୍ତର କରାଯାଇଥିଲା। ହେଳେ ୧୬ଦିନ ବିତିଯାଇଥିଲେ ମଧ୍ୟ , ଏ ଯାଏଁ ତାଙ୍କୁ ନ୍ୟାୟ ମିଳି ପାରିଲା ନାହିଁ। ତେବେ କିଛିଦିନ ପରେ ରାଜ୍ୟ ସରକାର ବିଧାନସଭା ଅଧିବେଶନ ଡକାଇ ବଳାତ୍କାରୀଙ୍କୁ ଶୀଘ୍ର ମୃତ୍ୟୁଦଣ୍ଡ ଦିଆଯିବାର ବ୍ୟବସ୍ଥା କରାଯିବ।

ଭାଜପା ବନ୍ଦ ଏଥିପାଇଁ କରିଛି କାରଣ ତାଙ୍କୁ ହିଂସା ଭିଆଇ ମୃତଦେହ ଦରକାର। କିନ୍ତୁ ଆମେ ଦାଷୀଙ୍କୁ ଫାଶୀ ଦଣ୍ଡାଦେଶ ଦେବୁ। ବର୍ତ୍ତମାନ ସେମାନେ ପଶ୍ଚିମବଙ୍ଗକୁ ଦୋଷ ଦେଉଛନ୍ତି। ଭାଜପା ହେଉଛି ନିର୍ଲଜ। ସେମାନେ କେବଳ ଷଡଯନ୍ତ୍ର ରଚୁଛନ୍ତି ବୋଲି ମମତା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

ରାଜରାସ୍ତାରେ ଶିକ୍ଷକଙ୍କ ରଣହୁଙ୍କାର, ଲୋୟର ପିଏମ୍‌ଜିରେ ହଜାର ହଜାର ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୫।୯: ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍‌ ପାଇଁ ଗର୍ଜିଲେ ରାଜ୍ୟର ହଜାର…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

୧୮ ଘଣ୍ଟା ଧରି ଶୁଟିଂ କଲେ ପ୍ରୀତି ଜିଣ୍ଟା: ପଛରେ କାରଣ ଜାଣିଲେ…

ଦୀର୍ଘ ଦିନ ପରେ ଅଭିନେତ୍ରୀ ପ୍ରୀତି ଜିଣ୍ଟା ‘ପାର୍ଟିସନ ୧୯୪୭’ ସହିତ ବଡ଼ ପରଦାକୁ ଫେରିଛନ୍ତି। ଚଳିତ ବର୍ଷ ତାଙ୍କର ଦ୍ୱିତୀୟ ଫିଲ୍ମ ରିଲିଜ ଅପେକ୍ଷାରେ ଅଛନ୍ତି।…

ଆଜିଠୁ ଆରମ୍ଭ ହେଲା ମାଗଣା LPG ସିଲିଣ୍ଡର ଯୋଜନା; ବର୍ଷକୁ ମିଳିବ ୩ଟି ସିଲିଣ୍ଡର, ଖାତାକୁ ଆସିବ ୩ହଜାର ଟଙ୍କା

ନୂଆଦିଲ୍‌ଲୀ,୫।୯: ରନ୍ଧନ ଗ୍ୟାସ ସିଲିଣ୍ଡରର ବଢ଼ୁଥିବା ଦର ଯୋଗୁଁ ଚିନ୍ତିତ ଥିବା ପରିବାରଗୁଡ଼ିକ ପାଇଁ ଏକ ବଡ଼ ଖୁସି ଖବର ଆସିଛି! ଯଦି ଆପଣଙ୍କ ଘରେ ମଧ୍ୟ…

ରୋହିତ ଶର୍ମାଙ୍କ ଭବିଷ୍ୟତ ବିଷୟରେ BCCI କେବେ ନେବ ନିଷ୍ପତ୍ତି? ସାମ୍ନାକୁ ଆସିଲା ତାରିଖ

ନୂଆଦିଲ୍ଲୀ,୫।୯: ଭାରତୀୟ ODI ଦଳରେ ରୋହିତ ଶର୍ମାଙ୍କ ଭବିଷ୍ୟତ କ’ଣ ଅଛି, ଏବଂ ସେ କ’ଣ 2027 ODI ବିଶ୍ୱକପ ପାଇଁ ଯୋଜନାର ଅଂଶ ହେବେ? ଏହି…

ଜୁନ୍‌ରେ ଅବସରପ୍ରାପ୍ତ ଶିକ୍ଷକଙ୍କ ଘରୁ ଚୋରି କରିଥିଲେ ଲକ୍ଷାଧିକ ଟଙ୍କାର ସୁନାଗହଣା: ୨ ଜଣଙ୍କୁ ଧରି…

ଝରିଗାଁ,୫ା୯(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ପୋଲିସକୁ ମିଳିଛି ବଡ଼ ସଫଳତା। ଝରିଗାଁ ଥାନା ଅଞ୍ଚଳରେ ଗତ ଜୁନ୍‌ ମାସରେ ଲକ୍ଷାଧିକ ଟଙ୍କା ସହ ସୁନା…

ପରିବାରରୁ ଅଲଗା ରାସନ କାର୍ଡ କିପରି କରିବେ? ଅବିବାହିତଙ୍କ ପାଇଁ କ’ଣ ରହିଛି ନିୟମ, ଜାଣନ୍ତୁ ସମ୍ପୂର୍ଣ୍ଣ ପ୍ରକ୍ରିୟା

ନୂଆଦିଲ୍ଲୀ,୫।୯:ରାସନ କାର୍ଡ କେବଳ ଶସ୍ତାରେ ରାସନ ପାଇବାର ମାଧ୍ୟମ ନୁହେଁ, ବରଂ ଏହା ଏକ ଗୁରୁତ୍ୱପୂର୍ଣ୍ଣ ସରକାରୀ ପରିଚୟପତ୍ର ଏବଂ ଠିକଣା ପ୍ରମାଣପତ୍ର (Address Proof) ଭାବରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri