Posted inଜାତୀୟ

ଭାଜପାକୁ ଚେତାବନୀ ଦେଲେ ମମତା

କୋଲ୍‌କାତା,୩୦।୩: ଚଳିତ ବର୍ଷ ପଶ୍ଚିମବଙ୍ଗରେ ରାମନବମୀକୁ ବଡ଼ ଉତ୍ସାହର ସହ ପାଳନ କରିବାକୁ ଭାଜପା ନିଷ୍ପତ୍ତି ନେଇଛି। ଦଳ ପକ୍ଷରୁ ଅନେକ ସ୍ଥାନରେ ବିଶାଳ ଶୋଭାଯାତ୍ରା ବାହାରିଛି। ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏହାକୁ ନେଇ ଭାଜପାକୁ ଚେତାବନୀ ଦେଇଛନ୍ତି। ମମତା କହିଛନ୍ତି, ସେ ରାମନବମୀ ଶୋଭାଯାତ୍ରା ବନ୍ଦ କରିବେ ନାହିଁ, କିନ୍ତୁ ଯଦି କେହି ଭୁଲ କରିବାକୁ ଚେଷ୍ଟା କରନ୍ତି, ତେବେ ତାଙ୍କୁ ରକ୍ଷା କରାଯିବ ନାହିଁ। କିଛି ଗୁଣ୍ଡା କହୁଛନ୍ତି ରାମନବମୀ ଦିନ ଆମେ ଅସ୍ତ୍ରଶସ୍ତ୍ର ନେଇ ବାହାରକୁ ଆସିବୁ। ମୁଁ ରାମନବମୀଙ୍କ ଶୋଭାଯାତ୍ରା ବନ୍ଦ କରିବି ନାହିଁ, କିନ୍ତୁ ଯଦି ଅସ୍ତ୍ରଶସ୍ତ୍ର ଧରି ବାହାରକୁ କିଏ ଆସନ୍ତି ତେବେ ସରକାର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବେ। ରମ୍‌ଜାନ ମାସ ମଧ୍ୟ ଚାଲିଛି ଏବଂ ଏହି ସମୟ ମଧ୍ୟରେ ଯଦି କେହି ଭୁଲ କରିବାକୁ ଚେଷ୍ଟା କରନ୍ତି, ତେବେ ତାଙ୍କୁ କ୍ଷମା କରାଯିବ ନାହିଁ। ଦଙ୍ଗା କରିବାକୁ କାହାର ଅଧିକାର ନାହିଁ।
ଏଥର ପଶ୍ଚିମବଙ୍ଗରେ ରାମନବମୀ ପାଇଁ ଭାଜପା ବଡ଼ ପ୍ରସ୍ତୁତି ଚଳାଇଛି। ପଶ୍ଚିମବଙ୍ଗ ବିଧାନସଭାରେ ବିରୋଧୀ ଦଳର ନେତା ତଥା ଭାଜପା ନେତା ଶୁଭେନ୍ଦୁ ଅଧିକାରୀ କହିଛନ୍ତି, ଗୁରୁବାର ପଶ୍ଚିମବଙ୍ଗ ରାସ୍ତାରେ ଏକ କୋଟି ରାମଭକ୍ତ ନଜରକୁ ଆସିବେ।


Enter your email to get our daily news in your inbox.

All Right Reserved By Dharitri.Com

ସମୁଦ୍ର ଅଶାନ୍ତ: ପାରାଦୀପ ବନ୍ଦରରେ ୩ ନମ୍ବର ବିପଦ ସଙ୍କେତ ଜାରି

ପାରାଦୀପ,୨୩।୯(ଶରତ ରାଉତ): ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ବୁଧବାର ସମୁଦ୍ର ଅତ୍ୟନ୍ତ ଅଶାନ୍ତ ହୋଇପଡ଼ିଛି। ସମୁଦ୍ରରେ ଉଚ୍ଚ ଢେଉ ସହ ବିପଦଜନକ ପରିସ୍ଥିତି ସୃଷ୍ଟି ହୋଇଥିବାରୁ ସମୁଦ୍ର…

ଆଇସିସି ଟି-୨୦ ରାଙ୍କିଙ୍ଗ୍‌ରେ ବଡ଼ ଅଦଳବଦଳ: ଜାଣନ୍ତୁ କେଉଁ ଖେଳାଳି କେତେ ସ୍ଥାନରେ…

ନୂଆଦିଲ୍ଲୀ,୨୩।୯: ଆଇସିସି ଟି-୨୦ ରାଙ୍କିଙ୍ଗ୍‌ରେ ପୁଣିଥରେ ବଡ଼ ଅଦଳବଦଳ ଦେଖିବାକୁ ମିଳିଛି। ନୂଆ ରାଙ୍କିଙ୍ଗ୍‌ରେ ଭାରତର ଇଶାନ କିଶନ ଶୀର୍ଷ ସ୍ଥାନ ବଜାୟ ରଖିଛନ୍ତି। ତେବେ ତାଙ୍କ…

ଝରକା ଗ୍ରୀଲ କାଟି ବ୍ୟାଙ୍କରୁ ଲୁଟ: ପୋଲିସ ତଦନ୍ତ ଆରମ୍ଭ

ବାଲେଶ୍ୱର, ୨୩।୯ (ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା ସଦର ବ୍ଲକ ଅନ୍ତର୍ଗତ ଶ୍ରୀରାମପୁରସ୍ଥିତ ଷ୍ଟେଟ୍‌ ବ୍ୟାଙ୍କ ଶାଖାରୁ ମଙ୍ଗଳବାର ବିଳମ୍ବିତ ରାତିରେ ଦୁର୍ବୃତ୍ତମାନେ ଝରକା ଗ୍ରୀଲ କାଟି…

ଗୋରୁ ଗୁହାଳରୁ ୧୫ ଫୁଟର ବଉଳା କୁମ୍ଭୀର ଉଦ୍ଧାର: ଖେଳିଗଲା ଆତଙ୍କ,ଦେଖନ୍ତୁ VIDEO

ମହାକାଳପଡ଼ା,୨୩।୯ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲାର ବିଭିନ୍ନ ନଦୀ-ନାଳରେ ଏବେ ମାଳ ମାଳ କୁମ୍ଭୀର ଭାସୁଥିବା ଦେଖିବାକୁ ମିଳୁଛି। ନଦୀରେ ପ୍ରାକୃତିକ ଖାଦ୍ୟ ମାଛ ଓ…

ରାଜନୀତିରେ ବଡ଼ ହଲଚଲ: ହଠାତ୍‌ ଇସ୍ତଫା ଦେଲେ କଂଗ୍ରେସ ବିଧାୟକ

ବେଙ୍ଗାଲୁରୁ,୨୩।୯: କଂଗ୍ରେସ ବିଧାୟକ ୟଶବନ୍ତରାୟଗୌଡା ପାଟିଲ ବିଧାୟକ ପଦରୁ ଇସ୍ତଫା ଦେଇଛନ୍ତି। ‘ଇଣ୍ଡି ତାଲୁକ’କୁ ମରୁଡ଼ିଗ୍ରସ୍ତ ଘୋଷଣା ନକରାଯିବାର ପ୍ରତିବାଦରେ ସେ ଏହି ପଦକ୍ଷେପ ନେଇଥିବା ଜଣାପଡ଼ିଛି।…

କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା, ରବିବାର ବି ଖୋଲା ରହିବ ବ୍ୟାଙ୍କ

ନୂଆଦିଲ୍ଲୀ,୨୩।୯: ବ୍ୟାଙ୍କ ୟୁନିଅନଗୁଡ଼ିକ ପକ୍ଷରୁ ତିନିଦିନିଆ ବ୍ୟାଙ୍କ ହଡତାଳ ଡାକରା ଦିଆଯାଇଥିବା ବେଳେ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ନେଇଛନ୍ତି। ଅର୍ଥ ମନ୍ତ୍ରଣାଳୟ ପକ୍ଷରୁ ଆସନ୍ତା…

ମାତ୍ର ଗୋଟିଏ ମିନିଟରେ ଟିକେଟ ରେଜିଷ୍ଟ୍ରେଶନ ଶେଷ! IND vs WI ମ୍ୟାଚ ପାଇଁ ପ୍ରବଳ ଉତ୍ସାହ

ନୂଆଦିଲ୍ଲୀ,୨୩।୯: ଭାରତ ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ହେବାକୁ ଥିବା ଦିନିକିଆ (ODI) ସିରିଜ ପାଇଁ ପ୍ରଶଂସକମାନେ ଉତ୍ସାହର ସହ ଅପେକ୍ଷା କରିଛନ୍ତି, କାରଣ ଏଥିରେ ରୋହିତ ଶର୍ମା…

‘ଏକ ଛୋଟ ସହରର ପୁଅର ସ୍ବପ୍ନ’… ଜାତୀୟ ପୁରସ୍କାର ଜିତିବା ପରେ ଭାବବିହ୍ବଳ ହେଲେ କାର୍ତ୍ତିକ ଆର୍ଯ୍ୟନ; ଲେଖିଲେ ହୃଦୟସ୍ପର୍ଶୀ ପୋଷ୍ଟ

ମୁମ୍ବାଇ: ଗୁଜୁରାଟରେ ୭୨ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ସମାରୋହ ଅନୁଷ୍ଠିତ ହୋଇଥିଲା, ଯେଉଁଠାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ବିଜେତାମାନଙ୍କୁ ସମ୍ମାନିତ କରିଥିଲେ। ଏହି ସମ୍ମାନ ପାଇଥିବା ବ୍ୟକ୍ତିବିଶେଷଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?