Posted inଜାତୀୟ

ଚାଷୀ ଆନ୍ଦୋଳନରେ ସାମିଲ ହେବେ ମମତା

କୋଲକାତା, ୧୦।୬: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ କେନ୍ଦ୍ର ସରକାରଙ୍କ ନୂଆ କୃଷି ଆଇନ ବିରୋଧରେ ଚାଲିଥିବା ଆନ୍ଦୋଳନକୁ ସମର୍ଥନ କରିବେ। ଏନେଇ ସେ ରାକେଶ ଟିକାଏତ୍‌, ୟୁଧଭୀର ସିଂ ପ୍ରମୁଖ କୃଷକ ନେତାଙ୍କୁ ବୁଧବାର ପ୍ରତିଶ୍ରୁତି ଦେଇଛନ୍ତି। ଚାଷୀନେତାମାନଙ୍କ ସହ ଏକ ବୈଠକରେ ଯୋଗଦେଇ ମମତା କହିଥିଲେ, ନୀତି ପ୍ରସଙ୍ଗରେ ରାଜ୍ୟଗୁଡ଼ିକ ପରସ୍ପର ଆଲୋଚନା ପାଇଁ ଏକ ପ୍ଲାଟ୍‌ଫର୍ମ ରହିବା ଆବଶ୍ୟକ। ରାଜ୍ୟଗୁଡ଼ିକୁ ଭୟଭୀତ କରାଇବା ସଂଘୀୟ ଢାଞ୍ଚା ପାଇଁ ଭଲ ନୁହେଁ ବୋଲି ସେ କହିଥିଲେ। ତୃଣମୂଳ କଂଗ୍ରେସ ପଶ୍ଚିମବଙ୍ଗ ବାହାରେ ଏହାର ସଂଗଠନ ବଢ଼ାଇବ ବୋଲି ଘୋଷଣା କରିବା ପରେ ମମତା ଉତ୍ତର ଭାରତୀୟ କୃଷକ ସଂଗଠନଗୁଡ଼ିକୁ ସମର୍ଥନର ହାତ ବଢ଼ାଇଛନ୍ତି। ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ବେଳେ ଟିକାଏତ୍‌ଙ୍କ ଭାରତୀୟ କିଷାନ ୟୁନିୟନ (ବିକେୟୁ) ଭାଜପାକୁ ଭୋଟ ନ ଦେବା ପାଇଁ ପ୍ରଚାର କରିଥିଲା। ଆଗାମୀ ଦିନରେ ହେବାକୁ ଥିବା ବିଧାନସଭା ନିର୍ବାଚନଗୁଡ଼ିକରେ ସେହି ନୀତି ଆପଣାଇବାକୁ ବିକେୟୁ ଯୋଜନା କରିଛି।

 

 

 

 

 

 

 


Enter your email to get our daily news in your inbox.

All Right Reserved By Dharitri.Com

ରାଜସ୍ବ ନିରୀକ୍ଷକଙ୍କୁ ପାଠ ପଢ଼ାଇଲେ ରାଜସ୍ବ ମନ୍ତ୍ରୀ: କହିଲେ ଯମ ଅଜାଣତରେ…

ଜୟପୁର,୨୦।୧୨: ରାଜସ୍ବ ନିରୀକ୍ଷକଙ୍କୁ ପାଠ ପଢ଼ାଇଲେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ। ସେ କହିଛନ୍ତି ଯମ ଅଜାଣତରେ ମଣିଷର ମୃତ୍ୟୁ ହୁଏନି। ଏହା ସହ ସେ...

ନୋଟ୍‌ ଛାପା କାରଖାନାରେ କିପରି ପାଇବେ ଚାକିରି, ଜାଣନ୍ତୁ କେତେ ମିଳିବ ଦରମା, ଏମିତି କରନ୍ତୁ ଆବେଦନ…

ନୂଆଦିଲ୍ଲୀ,୨୦ା୧୨: ସରକାରୀ ଚାକିରି ପାଇଁ ପ୍ରସ୍ତୁତ ହେଉଥିବା ଯୁବତୀଯୁବକମାନଙ୍କ ପାଇଁ ନୋଟ୍‌ ଛାପା କାରଖାନାରେ କାମ କରିବାର ସ୍ବପ୍ନ ବିଶେଷ ଗୁରୁତ୍ୱପୂର୍ଣ୍ଣ। ଯଦି ଆପଣ ମଧ୍ୟ...

ଆଜି ପୁଣି ରାଜଧାନୀରେ ବାତିଲ ହେଲା ୧୦୦ ବିମାନ, ଏହି କାରଣରୁ…

ନୂଆଦିଲ୍ଲୀ,୨୦ା୧୨: ଶନିବାର ରାଜଧାନୀ ଦିଲ୍ଲୀରେ ପୁଣି ବହୁ ବିମାନ ବାତିଲ କରାଯାଇଛି। ତେବେ ଘନ କୁହୁଡ଼ି ପାଇଁ ଦିଲ୍ଲୀରେ ୧୦୦ରୁ ଊଦ୍ଧର୍‌ବ ବିମାନ ବାତିଲ କରାଯାଇଛି।...

ଶସ୍ତା ହେବ ଔଷଧ, କମ୍ପାନୀଗୁଡ଼ିକ ସହ ଏକ ଆଶ୍ଚର୍ଯ୍ୟଜନକ ଚୁକ୍ତି କରିଛନ୍ତି ଡୋନାଲ୍ଡ ଟ୍ରମ୍ପ

ଓ୍ବାଶିଂଟନ,୨୦।୧୨: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଔଷଧ ମୂଲ୍ୟ ହ୍ରାସ ପାଇଁ ସବୁଠାରୁ ବଡ଼ ପଦକ୍ଷେପ ଘୋଷଣା କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ରୋଗୀମାନଙ୍କୁ...

ଦାମୀ କାର ଭିତରେ ସିକ୍ରେଟ୍‌ ଚ୍ୟାମ୍ବର: ପୁଷ୍ପା ଷ୍ଟାଇଲରେ ଗଞ୍ଜେଇ ଚାଲାଣ ବେଳେ ମାଡ଼ିବସିଲା…

ବଲାଙ୍ଗୀର,୨୦।୧୨:(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ୨୬ ନଂ ଜାତୀୟ ରାଜପଥରେ ପୁଷ୍ପା ଷ୍ଟାଇଲରେ ଏକ କ୍ରେଟା କାରରେ ଗଞ୍ଜେଇ ଚାଲାଣ ହେଉଥିବା ଖବର ପାଇ ମାଡ଼ିବସିଲା...

ତାହେରପୁରରେ ଲ୍ୟାଣ୍ଡ କରିପାରିଲାନି ମୋଦିଙ୍କ ହେଲିକପ୍ଟର, ହଠାତ୍….

ନୂଆଦିଲ୍ଲୀ, ୨୦।୧୨:  ଖରାପ ପାଗ ଯୋଗୁଁ ଲ୍ୟାଣ୍ଡ କରିପାରିଲାନି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ହେଲିକପ୍ଟର । ଘନ କୁହୁଡ଼ି ଯୋଗୁଁ ପଶ୍ଚିମବଙ୍ଗର ତାହେରପୁରରେ ଅବତରଣ କରିପାରିନଥିଲା।...

୩୦ବର୍ଷ ପରେ ବିରଳ ନବପଞ୍ଚମ ମହାଯୋଗ, ଶିନଙ୍କ କୃପାରେ ନୂଆବର୍ଷରେ ଧନୀ ହେବେ ମକର ସହ ଏହି ୨ରାଶି

ନୂଆବର୍ଷ ୨୦୨୬ର ଆରମ୍ଭ ଜ୍ୟୋତିର୍ବିଦମାନଙ୍କ ପାଇଁ ବହୁତ ଖାସ୍ ହବାକୁ ଯାଉଛି । ଜାନୁଆରୀ ୧୪ ତାରିଖରେ ମକର ସଂକ୍ରାନ୍ତି ପଡୁଥିବା ବେଳେ ଏହାର ପରଦିନ...

ପାକିସ୍ତାନକୁ କଲେ ଖୁବ ପ୍ରଶଂସା, ଟ୍ରମ୍ପଙ୍କୁ କହିଲେ ଶାନ୍ତି ଦୂତ, ରୁବିଓଙ୍କ ବୟାନକୁ ନେଇ ହେଉଛି ଖୁବ ଚର୍ଚ୍ଚା!

ଓ୍ବାଶିଂଟନ,୨୦।୧୨: ଭାରତ ଏବଂ ପାକିସ୍ତାନ ମଧ୍ୟରେ ବିବାଦକୁ ଉଲ୍ଲେଖ କରି ଆମେରିକାର ବୈଦେଶିକ ସଚିବ ମାର୍କୋ ରୁବିଓ କହିଛନ୍ତି ଯେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri