Advertisement
Posted inଜାତୀୟ

ଡିସେମ୍ବର ୫ରେ ମୋଦିଙ୍କୁ ଭେଟିବେ ମମତା

ନୂଆଦିଲ୍ଲୀ,୨୪।୧୧: ୨୦୨୩ ଜି-୨୦ ଶିଖର ସମ୍ମିଳନୀରେ ଭାରତ ଅଧ୍ୟକ୍ଷତା କରିବ। ଏହାକୁ ନେଇ ଡିସେମ୍ବର ୫ରେ ଦିଲ୍ଲୀରେ ଏକ ବୈଠକ ଡାକିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ବୈଠକରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଯୋଗ ଦେବେ। ସେ କହିଛନ୍ତି, ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଭାବରେ ନୁହେଁ ତ୍ରୁଳମୂଳ କଂଗ୍ରେସ ଅଧ୍ୟକ୍ଷ ଭାବରେ ବୈଠକରେ ଯୋଗ ଦେବି। ଏପରିକି ବୈଠକରେ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀମାନେ ମଧ୍ୟ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ତେବେ ବୈଠକରେ ଜି-୨୦ ଶିଖର ସମ୍ମିଳନୀ ଆୟୋଜନ ପାଇଁ ରଣନୀତି, ଚୂଡାନ୍ତ ରୂପରେଖ ଉପରେ ଆଲୋଚନା ହେବ।


Enter your email to get our daily news in your inbox.

All Right Reserved By Dharitri.Com

ସୋମବାର ରାଜ୍ୟସଭା ଉପାଧ୍ୟକ୍ଷ ନିର୍ବାଚନ

ନୂଆଦିଲ୍ଲୀ,୧୩।୯-ରାଜ୍ୟ ସଭା ଉପାଧ୍ୟକ୍ଷ ନିର୍ବାଚନ ସୋମବାର ଅନୁଷ୍ଠିତ ହେବ। ଏନ୍‌ଡିଏ ପକ୍ଷରୁ ହରିବଂଶ ନାରାୟଣ ସିଂଙ୍କୁ ପ୍ରର୍ଥୀ କରାଯାଇ ଥିବାବେଳେ ମିଳିତ ବିରୋଧୀ ପକ୍ଷରୁ ଆର୍‌ଜେଡି...

ବାବ୍ରୀ ମସ୍‌ଜିଦ ଭଙ୍ଗ ମାମଲା: ୯ ମାସ ମଧ୍ୟରେ ରାୟ ଦିଅ; ସ୍ବତନ୍ତ୍ର ବିଚାରପତିଙ୍କୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

ନୂଆଦିଲ୍ଲୀ, ୨୦ା୭(ପି.ଟି.) : ବହୁଚର୍ଚ୍ଚିତ ବାବ୍ରୀ ମସ୍‌ଜିଦ ଭଙ୍ଗ ମାମଲାର ଶୁଣାଣି କରୁଥିବା ସ୍ବତନ୍ତ୍ର ବିଚାରପତି ଆଗାମୀ ୯ ମାସ ମଧ୍ୟରେ ରାୟ ପ୍ରଦାନ କରିବାକୁ...

ମୋଦି-ଶାହା-ନଡ୍ଡାଙ୍କୁ ହୃଦୟରୁ ଧନ୍ୟବାଦ ଦେଲେ ଭୂପେନ୍ଦ୍ର

ଗାନ୍ଧୀନଗର,୧୨।୯: ଗୁଜରାଟର ମୁଖ୍ୟମନ୍ତ୍ରୀ ହେବାକୁ ଯାଉଛନ୍ତି ଭୂପେନ୍ଦ୍ର ପଟେଲ। ମୁଖ୍ୟମନ୍ତ୍ରୀ ବିଜୟ ରୁପାନୀ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବା ପରେ ଗୁଜରାଟରେ ରାଜନୈତିକ ସଙ୍କଟର ସମାଧାନ...

ମନ୍ଦାରମଣି ସମୁଦ୍ର କୂଳରେ ୩୫ ଫୁଟ ଲମ୍ବ ବିରାଟକାୟ ତିମି

କୋଲକତା, ୨୯।୬: ପଶ୍ଚିମବଙ୍ଗ ମନ୍ଦାରମଣି ସମୁଦ୍ର କୂଳରେ ୩୫ ଫୁଟ ଲମ୍ବର ବିରାଟକାୟ ତିମି ମୃତଦେହ ଲାଗିଛି। ତିମିର ରକ୍ତାକ୍ତ ମୁଣ୍ଡ ମୁହାଣରେ ପଡ଼ି ରହିଛି।...

ବନ୍ଧୁକର ଜବାବ ବନ୍ଧୁକରେ ଦିଆଯିବ: ପାକିସ୍ତାନକୁ ତାମିଲନାଡୁ ରାଜ୍ୟପାଳଙ୍କ ଚେତାବନୀ

କୋଚି,୧ ।୮: କେରଳର କୋଚିରେ ରବିବାର ଏକ କାର୍ଯ୍ୟକ୍ରମକୁ ସମ୍ବୋଧିତ କରିବା ଅବସରରେ ତାବିଲନାଡୁ ରାଜ୍ୟପାଳ ଆରଏନ ରବି ପାକିସ୍ତାନ ଦ୍ୱାରା ପ୍ରାୟୋଜିତ ଆତଙ୍କବାଦ ବିରୋଧରେ...

ପଶ୍ଚିମବଙ୍ଗ ନିର୍ବାଚନ: କଂଗ୍ରେସ-ବାମଦଳ-ଆଇଏସ୍‌ଏଫ୍‌ ଆସନ ଭାଗବଣ୍ଟା

କୋଲକାତା,୩।୩: ଆଗକୁ ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନ। ଏନେଇ କଂଗ୍ରେସ, ବାମଦଳ ଏବଂ ଆଇଏସ୍‌ଏଫ୍‌ ମେଣ୍ଟ ମଧ୍ୟରେ ଆସନ ଭାଗବଣ୍ଟା ଚୂଡ଼ାନ୍ତ ହୋଇଛି। ରାଜ୍ୟର ୨୯୪ ବିଧାନସଭା...

ଦୀପ ଜଳାଇବା ସମୟରେ ଥାଳି ଭଳିି ଭୁଲ ନ ଦୋହରାଇବାକୁ ପରାମର୍ଶ ଦେଲେ ମୋଦି

ନୂଆଦିଲ୍ଲୀ,୩।୪: ସାରା ଦେଶ ମହାମାରୀ କରୋନା ଭାଇରସ୍‌ ବିରୋଧରେ ଲଢ଼େଇ ଜାରି ରଖିଛି। କରୋନା ଭାଇରସ୍‌କୁ ବ୍ୟାପିବାରୁ ରୋକିବା ପାଇଁ ସାରା ଦେଶରେ ଲକ୍‌ଡାଉନ୍‌ ଜାରି...

ରେକର୍ଡ ଭାଙ୍ଗୁଛି କରୋନା: ଦିନକୁ ୮୦ ହଜାର ହେବାକୁ ଯାଉଛି ନୂଆ ଆକ୍ରାନ୍ତଙ୍କ ସଂଖ୍ୟା

ଶ୍ରୀନଗର, ୩୧।୮: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଆତଙ୍କ ଜାରି ରହିଛି। ପ୍ରତିଦିନ ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି।...

Advertisement
Archives

Model This Week