Posted inଜାତୀୟ

ମୋଦି ଡାକିଥିବା ମୁଖ୍ୟମନ୍ତ୍ରୀମାନଙ୍କ ବୈଠକରେ ଯୋଗଦେବେ ନାହିଁ ମମତା

କୋଲକତା,୮।୪: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା ଗୁରୁବାର ଡକାଯାଇଥିବା ଏକ ଡିଜିଟାଲ ବୈଠକରେ ଯୋଗଦେବେ ନାହିଁ। ରାଜ୍ୟ ସରକାର ସୂତ୍ର ଗୁରୁବାର ଏହି ସୂଚନା ମିଳିଛି। ଏହି ସଭାରେ ରାଜ୍ୟ ମୁଖ୍ୟ ଶାସନ ସଚିବ ଆଲାପାନ ବନ୍ଦୋପାଧ୍ୟାୟ ଉପସ୍ଥିତ ରହିବେ ଜଣାପଡିଛି। ସେ କହିଛନ୍ତି ଯେ ମମତା ବାନାର୍ଜୀ ରାଜ୍ୟରେ ଚାଲିଥିବା ବିଧାନସଭା ନିର୍ବାଚନ ପାଇଁ ପ୍ରଚାର କରିବାରେ ବ୍ୟସ୍ତ ଅଛନ୍ତି।

ଦୂଚନାଯୋଗ୍ୟ, ପ୍ରଧାନମନ୍ତ୍ରୀ ଗୁରୁବାର ସନ୍ଧ୍ୟା ୬.୩୦ରେ ଏକ ବୈଠକ ଡାକି କରୋନା ସ୍ଥିତିକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିଛନ୍ତି। କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ ଗୋଟିଏ ଦିନରେ ଦେଶରେ କରୋନା ୧,୨୬,୭୮୯ଟି ନୂଆ ମାମଲା ରିପୋର୍ଟ ହେବା ପରେ ମୋଟ ସଂକ୍ରମଣ ସଂଖ୍ୟା ୧,୨୯,୨୮,୫୭୪କୁ ବୃଦ୍ଧି ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଫ୍ରି କଶ୍ମୀର’ ପୋଷ୍ଟରକୁ ନେଇ ଆରମ୍ଭ ହେଲା ରାଜନୀତି

ମୁମ୍ବାଇ,୭।୧: ଜବାହରଲାଲ ନେହେରୁ ୟୁନିଭର୍ସିଟିରେ ଦେଖାଯାଇଥିବା ଛାତ୍ର ଅଶାନ୍ତିକୁ ନେଇ ମୁମ୍ବାଇର ଗେଟ୍‌ ଓ୍ବେ ଅଫ୍‌ ଇଣ୍ଡିଆରେ ସୋମବାର ବିରୋଧ ପ୍ରଦର୍ଶନ କରାଯାଇଥିଲା। ମଙ୍ଗଳବାର ସେଠାରେ...

୧୫୦ ଭାରତୀୟ ବିମାନ ଯାତ୍ରୀଙ୍କୁ ବଞ୍ଚାଇଲେ ପାକିସ୍ତାନ ଏୟାର ଟ୍ରାଫିକ୍‌ କଣ୍ଟ୍ରୋଲର

ଜୟପୁର,୧୬।୧୧: ପାକିସ୍ତାନର ଜଣେ ଏୟାର ଟ୍ରାଫିକ୍‌ କଣ୍ଟ୍ରୋଲର ୧୫୦ ଭାରତୀୟ ବିମାନ ଯାତ୍ରୀଙ୍କୁ ବଞ୍ଚାଇଛନ୍ତି। ଏହା ସହିତ ସେ ବିମାନକୁ ସୁରକ୍ଷିତ ଭାବେ ଯାତ୍ରା କରିବାରେ...

୩୭୦ ଉଚ୍ଛେଦକୁ ଚ୍ୟାଲେଞ୍ଜ

ନୂଆଦିଲ୍ଲୀ,୧୮ା୮: ଜମ୍ମୁ-କଶ୍ମୀରକୁ ସ୍ବତନ୍ତ୍ର ମାନ୍ୟତା ପ୍ରଦାନ କରୁଥିବା ସମ୍ବିଧାନର ଅନୁଚ୍ଛେଦ ୩୭୦କୁ ରାଷ୍ଟ୍ରପତିଙ୍କ ନିର୍ଦ୍ଦେଶନାମା ବଳରେ ଉଚ୍ଛେଦ କରାଯାଇଥିବାରୁ ଏହାକୁ ସୁପ୍ରିମକୋର୍ଟରେ ଚ୍ୟାଲେଞ୍ଜ କରାଯାଇଛି। କେତେଜଣ...

ସିଏଏ ବିରୋଧରେ ସୁପ୍ରିମକୋର୍ଟ ଯିବ ପଞ୍ଜାବ

ଚଣ୍ଡିଗଡ଼,୧୭ା୧(ପି.ଟି.)-ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ) ବିରୋଧରେ ପଞ୍ଜାବ ବିଧାନସଭାରେ ଶୁକ୍ରବାର ସଂକଳ୍ପ ଗୃହୀତ ହୋଇଛି। ଏଭଳି ସଂକଳ୍ପ ଗୃହୀତ କରାଇବାରେ କେରଳ ପରେ ପଞ୍ଜାବ ଦ୍ୱିତୀୟ...

ବାପାଙ୍କ ମୃତଦେହ ଦେଖିବାକୁ ୫୧ ହଜାର

କୋଲକାତା, ୧୧ା୮: ପଶ୍ଚିମବଙ୍ଗର ଏକ ଘରୋଇ ହସ୍ପିଟାଲରେ କରୋନାରେ ପ୍ରାଣ ହରାଇଥିବା ଜଣେ ବ୍ୟକ୍ତିଙ୍କ ମରଶରୀର ଦେଖିବା ପାଇଁ ତାଙ୍କ ପୁଅଙ୍କଠାରୁ କର୍ତ୍ତୃପକ୍ଷ ୫୧ ହଜାର...

ଦାନା ବାନ୍ଧୁଛି ସାମୁଦ୍ରିକ ଝଡ଼ ନିସର୍ଗ: ଜୁନ୍‌ ୩ ସନ୍ଧ୍ୟାରୁ ମହାରାଷ୍ଟ୍ର-ଗୁଜରାଟରେ ପ୍ରବଳ ବର୍ଷା ସମ୍ଭାବନା

ନୂଆଦିଲ୍ଲୀ,୧।୬: ଅମ୍ଫନ ପରେ ଏବେ ଦକ୍ଷିଣ-ପଶ୍ଚିମ ଆରବ ସାଗରରେ ସାମୁଦ୍ରିକ ଝଡ଼ ନିସର୍ଗ ଦାନା ବାନ୍ଧୁଛି। ଧୀରେଧୀରେ ଏହା ଘନିଭୂତ ହେବାରେ ଲାଗିଛି। ଜୁନ୍‌ ୩...

ଶିବସେନାକୁ ସମର୍ଥନ କଲେ ଆଉ ୨ ବିଧାୟକ

ମୁମ୍ବାଇ,୨୭।୧୦: ମହାରାଷ୍ଟ୍ରରେ ସରକାର ଗଠନ କରିବା ପୂର୍ବରୁ ଶିବସେନାକୁ ଆଉ ୨ ବିଧାୟକଙ୍କ ସମର୍ଥନ ମିଳିଛି। ପ୍ରହାର ଜନଶକ୍ତି ପାର୍ଟିର ଏହି ୨ ବିଧାୟକ ସମର୍ଥନ...

୨ ଟଙ୍କା ପାଇଁ ହତ୍ୟା

ସୁଭରନାରାଜୁ,୧୧ା୧୧: ଆନ୍ଧ୍ରପ୍ରଦେଶର ପୂର୍ବ ଗୋଦାବରୀ ଜିଲାରେ ୨ ଟଙ୍କା ପାଇଁ ବଚସାରୁ ଜଣେ ଯୁବକଙ୍କୁ ହତ୍ୟା କରାଯାଇଛି। କାକିନାଡା ବ୍ଲକ୍‌ ବଲସାପକଲା ଗ୍ରାମର ନିର୍ମାଣ ଶ୍ରମିକ...

Advertisement

BGU

Archives

Model This Week

Why Dharitri