Posted inଜାତୀୟ

ମୋଦିଙ୍କ ସହ ଏକାଠି ମଞ୍ଚରେ ବସିବେ ନାହିଁ ମମତା, କାହିଁକି ଏତେବଡ଼ ନିଷ୍ପତ୍ତି ନେଲେ ମୁଖ୍ୟମନ୍ତ୍ରୀ? ଜାଣନ୍ତୁ ଭିତିରି କଥା

ନୂଆଦିଲ୍ଲୀ,୧୯।୮: ୨୨ ଅଗଷ୍ଟରେ କୋଲକାତାରେ ତିନୋଟି ମେଟ୍ରୋ ପ୍ରକଳ୍ପର ଉଦଘାଟନ ଉତ୍ସବରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଉପସ୍ଥିତ ରହିବେ ନାହିଁ। ଏହି ପ୍ରକଳ୍ପଗୁଡ଼ିକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଦଘାଟନ କରିବାକୁ ଯାଉଛନ୍ତି।
ରାଜ୍ୟ ସରକାରଙ୍କ ଜଣେ ଉଚ୍ଚପଦସ୍ଥ ଅଧିକାରୀ ସୋମବାର ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ ଭାଜପା ଶାସିତ ରାଜ୍ୟଗୁଡ଼ିକରେ ପଶ୍ଚିମବଙ୍ଗର ଜନସାଧାରଣଙ୍କୁ ଯେପରି ହଇରାଣ କରାଯାଉଛ ତାକୁ ଦୃଷ୍ଟିରେ ରଖି ମେଟ୍ରୋ ପ୍ରକଳ୍ପର ଉଦଘାଟନରେ ଯୋଗ ନଦେବା ନିଷ୍ପତ୍ତି ନିଆଯାଇଛି।
ଉଚ୍ଚ ଅମଲା କହିଛନ୍ତି ଯେ ଏବେ ମୁଖ୍ୟମନ୍ତ୍ରୀ କେନ୍ଦ୍ର ସରକାରଙ୍କ ଅଧିକାରୀଙ୍କ ସହିତ ମଞ୍ଚ ଶେୟାର କରିବାକୁ ଚାହାଁନ୍ତି ନାହିଁ। ୧୪ ଅଗଷ୍ଟରେ ଲେଖାଯାଇଥିବା ଏକ ଚିଠିରେ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଆସନ୍ତା ଶୁକ୍ରବାରରେ ତିନୋଟି ମେଟ୍ରୋ ପ୍ରକଳ୍ପ ଉଦଘାଟନ କରିବାକୁ ମମତାଙ୍କୁ ନିମନ୍ତ୍ରଣ କରିଥିଲେ।
ଅଧିକାରୀ ଦାବି କରିଛନ୍ତି ଯେ ଏହି ରେଳ ପ୍ରକଳ୍ପଗୁଡ଼ିକ ମୂଳତଃ ମମତା ବାନାର୍ଜୀଙ୍କ ଦ୍ୱାରା ଯୋଜନା ଏବଂ ଆର୍ଥିକ ସହାୟତା କରାଯାଇଥିଲା ଯେତେବେଳେ ସେ ରେଳମନ୍ତ୍ରୀ ଥିଲେ। ବର୍ଷ ବର୍ଷ ଧରି ଧୀର ପ୍ରଗତି ପରେ, ଭାଜପା ଏବେ ନିର୍ବାଚନ ପୂର୍ବରୁ ସେଗୁଡ଼ିକୁ ଉଦଘାଟନ କରି ଶ୍ରେୟ ନେବାକୁ ଚେଷ୍ଟା କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଅନାଥ ସାଜିଲେ ୬ ନିଷ୍ପାପ ଶିଶୁ, ସାହାଯ୍ୟର ହାତ ବଢାଇଲେ ବିଧାୟକ

ଥୁଆମୂଳ ରାମପୁର,୨୧।୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଦୁର୍ଗମ କେରପାଇ ଗ୍ରାମପଞ୍ଚାୟତର ମେଲରଫା ଗ୍ରାମରୁ ଏକ ହୃଦୟ ବିଦାରକ ଦୃଶ୍ୟ...

ପିକଅପ୍ ଧକ୍କାରେ ଚାହା କେବିନ୍ ସହ ୨ ବାଇକ୍ ଚୁରମାର, ଠାକୁର ପୂଜା କରୁଥିବା ବେଳେ…

ଦିଗପହଣ୍ଡି,୨୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଚିକିଟି ମୁଖ୍ୟରାସ୍ତାର ଦେଓଖାଳି ଛକରେ ସଡ଼କ ଦୁର୍ଘଟଣା । ସକାଳ ପ୍ରାୟ ସାଢ଼େ ୬ ଟାରେ...

ସୁସ୍ଥ ପରିବେଶ ଗଠନ ପାଇଁ ସଚେତନତା, ନୂଆ କମିଟି ଚୟନ….

ରାୟଗଡ଼ା,୨୧।୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ବ୍ଲକ ହାଲୁଆ ଗ୍ରାମ ନିକଟସ୍ଥ ସେବା ସମାଜ ଗୃହ ଠାରେ ପ୍ରେସ କ୍ଲବର ବନ୍ଧୁ ମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି...

ମନର ଧାରଣା ନା ସତରେ ଦ୍ରୁତ ବେଗରେ ବାଇକ୍‌ ଚଳାଇଲେ ଅଧିକ ଇନ୍ଧନ ଖର୍ଚ୍ଚ ହୁଏ? ମନରେ ଦ୍ୱନ୍ଦ୍ୱ ଥିଲେ କରନ୍ତୁ ଦୂର…

ନୂଆଦିଲ୍ଲୀ,୨୧।୧: ପ୍ରତ୍ୟେକ ବାଇକ୍‌ ଆରୋହୀଙ୍କ ମନରେ ସାଧାରଣ ପ୍ରଶ୍ନ ଆସେ ଯେ ବାସ୍ତବରେ କ’ଣ ଦ୍ରୁତ ବେଗରେ ଗାଡ଼ି ଚଳାଇଲେ ଅଧିକ ପେଟ୍ରୋଲ ଖର୍ଚ୍ଚ ହୁଏ...

ଭାରତର ୭ ବଡ଼ ବ୍ୟବସାୟୀ ଟ୍ରମ୍ପଙ୍କ ସହ କରିବେ ଡିନର୍‌, ଶକ୍ତି ପ୍ରଦର୍ଶନ କରିବ ଭାରତ

ନୂଆଦିଲ୍ଲୀ,୨୧।୧: ଡାଭୋସରେ ଚାଲିଥିବା ବିଶ୍ୱ ଅର୍ଥନୈତିକ ଫୋରମ (WEF) ସମୟରେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଅନେକ ବଡ଼ ଭାରତୀୟ ବ୍ୟବସାୟୀଙ୍କୁ ଭେଟିବେ। NDTV ଅନୁଯାୟୀ,...

ଇତିହାସ ରଚିଲା ‘ଭେରୋନିକା’: ବିଶ୍ୱର ପ୍ରଥମ ଗାଈ ଭାବେ କଲା ଏପରି କାରନାମା

ପଶୁ ଜଗତର ବୁଦ୍ଧିମତାକୁ ନେଇ ଏକ ଆଶ୍ଚର୍ଯ୍ୟଜନକ ତଥ୍ୟ ସାମ୍ନାକୁ ଆସିଛି। ଅଷ୍ଟ୍ରିଆର ‘ଭେରୋନିକା’ ନାମକ ଏକ ଗାଈ ନିଜର ଚତୁରତା ପାଇଁ ଏବେ ସାରା...

ଅରବିନ୍ଦ ମହାପାତ୍ରଙ୍କ ନିଲମ୍ବନ ନେଇ ମୁହଁ ଖୋଲିଲେ ନବୀନ, ନୂଆ ମୁଖିଆ….

ଭୁବନେଶ୍ୱର,୨୧।୧:  ଅରବିନ୍ଦ ମହାପାତ୍ରଙ୍କ ନିଲମ୍ବନ ଉପରେ ମୁହଁ ଖୋଲିଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ତେବେ କାହିଁକି ବିଜୁ ଜନତା ଦଳରୁ ଅରବିନ୍ଦଙ୍କୁ ନିଲମ୍ବନ...

୧୮ରୁ ୫୫ ବର୍ଷୀୟ ଏହି ମହିଳାମାନଙ୍କୁ ସରକାର ଦେବେ ୫୦୦୦ ଟଙ୍କା, ଯୋଜନାର ଲାଭ କିପରି ନେବେ ଜାଣି ରଖନ୍ତୁ…

ନୂଆଦିଲ୍ଲୀ,୨୧।୧: ଭାରତ ସରକାର ଦେଶର ନାଗରିକଙ୍କ ପାଇଁ ଅନେକ କଲ୍ୟାଣକାରୀ ଯୋଜନା ଚଳାଇଛନ୍ତି। ଏହି ଯୋଜନାଗୁଡ଼ିକ ମଧ୍ୟରୁ ଏକ ଗୁରୁତ୍ୱପୂର୍ଣ୍ଣ ଯୋଜନା ହେଉଛି ପ୍ରଧାନମନ୍ତ୍ରୀ ମାତୃ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri