Posted inଜାତୀୟ

୨୦୨୬ରେ ପୁଣି କ୍ଷମତାକୁ ଫେରିବେ ମମତା: ଅଭିଷେକ ବାନାର୍ଜୀ…

କୋଲକାତା,୩୦।୪ : ତୃଣମୂଳ କଂଗ୍ରେସ (ଟିଏମସି) ଜାତୀୟ ମହାସଚିବ ତଥା ଏମପି ଅଭିଷେକ ବାନାର୍ଜୀ ଦାବି କରିଛନ୍ତି, ୨୦୨୬ ବିଧାନସଭା ନିର୍ବାଚନରେଟିଏମସି ୨୯୪ ଆସନ ମଧ୍ୟରୁ ୨୪୦ ଟି ଆସନ ଜିତିବ ଏବଂ ମମତା ବାନାର୍ଜୀଙ୍କ ସରକାର ପୁଣି ଥରେ ଗଠନ ହେବ। ମମତା ବାନାର୍ଜୀଙ୍କ ଭଣଜା ଅଭିଷେକ ବାନାର୍ଜୀ ଉତ୍ତର ଦିନାଜପୁରରେ ଏକ ସଭାରେ ସମ୍ବୋଧିତ କରିବାବେଳେ ଏହି କଥା କହିଛନ୍ତି। ମମତା ୨୦୨୬ ମସିହାରେ ମଧ୍ୟ ମୁଖ୍ୟମନ୍ତ୍ରୀ ହେବେ।
ଉତ୍ତର ଦିନାଜପୁରବାସୀଙ୍କୁ ଧନ୍ୟବାଦ। ଆପଣମାନେ ଭାଜପାର ମିଥ୍ୟା ଜାଲରେ ପଡ଼ି ନାହାନ୍ତି। ଆପଣ ମମତାଙ୍କ ସରକାର ଗଠନରେ ସାହାଯ୍ୟ କରିଛନ୍ତି। ଚାରି ବର୍ଷ ମଧ୍ୟରେ ଭାଜପା ଏମ୍‌ପି ଉତ୍ତର ଦିନାଜପୁର ଜିଲା ପାଇଁ କିଛି କରିଛନ୍ତି କି? ସେ ଜଣେ ମନ୍ତ୍ରୀ। କିନ୍ତୁ, କିଛି କରିନାହାନ୍ତି । ୨୦୧୯ ଲୋକସଭା ନିର୍ବାଚନର ଫଳାଫଳକୁ ନେଇ ଅସନ୍ତୋଷ ବ୍ୟକ୍ତ କରି ଅଭିଷେକ ବାନାର୍ଜୀ କହିଛନ୍ତି, ୨୦୧୯ରେ ଭାଜପା ଧର୍ମ ଆଧାରରେ ବିଭାଜନ କରି ଭୋଟ ପାଇଛି। ଭାଜପା ଭୁଲ ପ୍ରଚାର କରି ଏକ ଅଲଗା ରାଜ୍ୟ ବିଷୟରେ କଥାବାର୍ତ୍ତା କରିଥିଲା। ଲୋକମାନେ ଅନୁଭବ କଲେ, ଯଦି ଅଲଗା ରାଜ୍ୟ ହୋଇଥାନ୍ତା ତେବେ ଅନେକ ସୁଯୋଗ ମିଳିଥାନ୍ତା। ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି ଜିଲାକୁ ଆସି ଏକ ଅଲଗା ରାଜ୍ୟ ଗଠନ କରିବେ ବୋଲି କହିଥିଲେ।

ଭାଜପା ମିଛ କହୁଛି। ଉତ୍ତର ବଙ୍ଗ ଏକ ଅଲଗା ରାଜ୍ୟ ହେବ। ସେମାନେ ଲୋକଙ୍କୁ ଭାଗ ଭାଗ କରିବାକୁ ଚାହୁଁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୁଇ ମୋଟରସାଇକେଲ ମୁହାଁମୁହିଁ, ଶିକ୍ଷକ ଗୁରୁତର ହୋଇ…

ପଟ୍ଟାଙ୍ଗି,୧୯ା୯(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ପଡାଲଗୁଡ଼ା ଛକ ନିକଟରେ ଦୁଇ ମୋଟରସାଇକେଲ ମୁହାଁମୁହିଁ ଧକ୍କା ହେବା ଫଳରେ ବିଦ୍ୟାଳୟକୁ ଯାଉଥିବା ଶିକ୍ଷକ…

ଅକ୍ଟୋବର ୧୫ରୁ ବଦଳିଯିବ UPI ପେମେଣ୍ଟ କରିବାର ପଦ୍ଧତି; ଗ୍ୟାସ ସିଲିଣ୍ଡର ପାଇଁ ନଗଦ ଟଙ୍କା ଦେବାକୁ ପଡ଼ିବ ନା ନାହିଁ? ଜାଣନ୍ତୁ…

ନୂଆଦିଲ୍ଲୀ,୧୯।୯: ସାରା ଦେଶରେ LPG ସିଲିଣ୍ଡରର ବହୁଳ ବ୍ୟବହାର ହୋଇଥାଏ; ତେଣୁ, ଯଦି ଆପଣ ମଧ୍ୟ ଘରେ LPG ସିଲିଣ୍ଡର ବ୍ୟବହାର କରନ୍ତି, ତେବେ ଏହି ସୂଚନା…

ଘରେ ଶୋଇଥିଲେ ମହିଳା, ଚୋଟ ମାରିଲା ସାପ, ଆଉ ତା’ ପରେ…

ପୁରୁଷୋତ୍ତମପୁର,୧୯ା୯(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ କେଏନପୁର ଗ୍ରାମରେ ଶନିବାର ସାପ କାମୁଡ଼ି ଜଣେ ମହିଳାଙ୍କର ମୃତ୍ୟୁ ଘଟିଛି। ସେ ହେଲେ ଭାସି ବେହେରା…

ଚର୍ଚ୍ଚାରେ ନୀତା ଅମ୍ବାନୀଙ୍କ ହାର, ତିଆରି କରିବାକୁ ଲାଗିଥିଲା ୩ ବର୍ଷ, ଗଢ଼ିଛନ୍ତି ୧୪ କାରିଗର, ଦାମ୍‌ ଜାଣିଲେ…

ମୁମ୍ବାଇ,୧୯ା୯: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌ ମାଲିକ ମୁକେଶ ଅମ୍ବାନୀଙ୍କ ସ୍ତ୍ରୀ ନୀତା ଅମ୍ବାନୀଙ୍କୁ କୌଣସି ପରିଚୟର ଆବଶ୍ୟକତା ନାହିଁ। ୬୦ ବର୍ଷ ବୟସରେ ନୀତା ଅମ୍ବାନୀ ତାଙ୍କର ପ୍ରତ୍ୟେକ…

ମଧ୍ୟପ୍ରଦେଶ ବୁଲିବାକୁ ଯାଇ ୭ ଓଡ଼ିଆ ମୃତ, ଦୁଃଖ ପ୍ରକାଶ କରି ନବୀନ କହିଲେ…

ଭୁବନେଶ୍ୱର,୧୯ା୯: ମଧ୍ୟପ୍ରଦେଶ ବୁଲିବାକୁ ଯାଇ ୭ ଓଡ଼ିଆଙ୍କ ମୃତ୍ୟୁ ଘଟିଥିବା ନେଇ ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ଦୁଃଖ ପ୍ରକାଶ କରିଛନ୍ତି। ନବୀନ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ…

ମଧ୍ୟପ୍ରଦେଶରେ ୭ ଓଡ଼ିଆଙ୍କ ମୃତ୍ୟୁ, ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୯ା୯: ମଧ୍ୟପ୍ରଦେଶରେ ୭ ଓଡ଼ିଆ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିଛି। ଏନେଇ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇ…

୨୦୦୦ରୁ ଅଧିକ UPI ପେମେଣ୍ଟ ବନ୍ଦ? ପେଟ୍ରୋଲ ପମ୍ପ ଆଗରେ ଝୁଲିଲା ନୋଟିସ, ବଢ଼ିଲା ହଟଚମଟ!

ନୂଆଦିଲ୍ଲୀ,୧୯।୯: ଯଦି ଆପଣଙ୍କ ପକେଟରେ ମଧ୍ୟ କ୍ୟାସ (ନଗଦ ଟଙ୍କା) ରହୁନାହିଁ ଏବଂ ଆପଣ ୫ ଟଙ୍କାର ଚା’ଠାରୁ ଆରମ୍ଭ କରି ୫୦୦୦ ଟଙ୍କାର ସପିଂ କିମ୍ୱା…

‘ସଚେତନତା ବଢ଼ିଲେ ରୋକି ହେବ ଏଡ୍‌ସ ମହାମାରୀ’

ଭଞ୍ଜନଗର,୧୯ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ଶନିବାର ଏଡ୍‌ସ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଜାତୀୟ ସେବା ଯୋଜନା (ଏନ୍‌ଏସ୍‌ଏସ୍‌)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?