Posted inଜାତୀୟ

‘ଇଣ୍ଡିଆ’ କ୍ଷମତାସୀନ ହେଲେ ବାହାରୁ ସମର୍ଥନ ଦେବେ ମମତା

କୋଲ୍‌କାତା,୧୬ା୫:ବିରୋଧୀଙ୍କ ଇଣ୍ଡିଆନ୍‌ ନ୍ୟାଶନାଲ ଡେଭେଲପ୍‌ମେଣ୍ଟ ଇନ୍‌କ୍ଲୁସିଭ୍‌ ଆଲାଏନ୍ସ (ଇଣ୍ଡିଆ) ବ୍ଲକ୍‌ ଲୋକ ସଭା ନିର୍ବାଚନ ପରେ ସରକାର ଗଢ଼ିଲେ ପଶ୍ଚିମବଙ୍ଗର ଶାସକ ତୃଣମୂଳ କଂଗ୍ରେସ (ଟିଏମ୍‌ସି) ଏଥିରେ ସାମିଲ ହେବ ନାହିଁ। ଇଣ୍ଡିଆ ବ୍ଲକ୍‌କୁ ଟିଏମ୍‌ସି ବାହାରୁ ସମର୍ଥନ ଦେବ ବୋଲି ବୁଧବାର ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସ୍ପଷ୍ଟ କରିଛନ୍ତି।

ସୁପ୍ରିମୋ ମମତା କହିଛନ୍ତି, ଆମେ ଇଣ୍ଡିଆ ମେଣ୍ଟକୁ ନେତୃତ୍ୱ ପ୍ରଦାନ କରି ପ୍ରସଙ୍ଗଭିତ୍ତିକ ବାହ୍ୟ ସମର୍ଥନ କରିବୁ। ପଶ୍ଚିମବଙ୍ଗର ମା’ ଓ ଭଉଣୀମାନେ ଯେପରି କୌଣସି ସମସ୍ୟାର ସମ୍ମୁଖୀନ ହେବେ ଏବଂ ଏମ୍‌ଜିଏନ୍‌ଆର୍‌ଇଜିଏରେ ଶ୍ରମିକ ୧୦୦ ଦିନ କାର୍ଯ୍ୟ ପାଇବେ ତାହା ନିଶ୍ଚିତ କରିବୁ। କିନ୍ତୁ ଇଣ୍ଡିଆରେ ସିପିଆଇଏମ୍‌ କିମ୍ବା କଂଗ୍ରେସ ନେତା ଅଧୀର ରଞ୍ଜନ ଚୌଧୁରୀ ସାମିଲ ନ ହେବା କଥା ବୋଲି ମମତା ସର୍ତ୍ତ ବାଢ଼ିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ରୀଛାତ୍ରଙ୍କ ପାଇଁ ବଡ଼ ଖବର: ଓଡ଼ିଶାରେ ବଦଳିଲା ସ୍କୁଲ ଖୋଲିବା ନିୟମ, କେଉଁଠି ଛୁଟି ତ କେଉଁଠି ସକାଳୁଆ କ୍ଲାସ୍…

ଭୁବନେଶ୍ୱର,୧୮।୬: ଓଡ଼ିଶାର ବିଭିନ୍ନ ଜିଲାରେ ଜାରି ରହିଥିବା ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଖରାଛୁଟିକୁ ବୃଦ୍ଧି କରିବାକୁ ଘୋଷଣା କରାଯାଇଛି। କେତେକ ଜିଲା ଗ୍ରୀଷ୍ମକାଳୀନ ଛୁଟି…

୧୪୩ କୋଟିର ସମ୍ପତ୍ତି ସହ କୋଟି କୋଟିର ଋଣ! ଜାଣନ୍ତୁ ଉଦ୍ଧବ ଠାକରେଙ୍କ ନେଟଓ଼୍ବର୍ଥ…

ମୁମ୍ୱାଇ,୧୮।୬: ଉଦ୍ଧବ ଠାକରେ ନିଜ ଦଳରେ ବିଭାଜନକୁ ନେଇ ପୁଣି ଥରେ ଚର୍ଚ୍ଚାରେ ଅଛନ୍ତି। କିନ୍ତୁ ଆପଣ ଜାଣନ୍ତି କି ସେ କେତେ କୋଟି ସମ୍ପତ୍ତିର ମାଲିକ…

ବିଶ୍ୱ ଅଟିଷ୍ଟିକ ପ୍ରାଇଡ୍‌ ଦିବସ, ଅଧିକ ସଚେତନତା ଆବଶ୍ୟକ

ଅଟିଜିମ୍‌ ସମସ୍ୟା ଶିଶୁମାନଙ୍କଠାରେ ଦେଖିବାକୁ ମିଳିଥାଏ। ଏକ ଆକଳନରୁ ଜଣାପଡିଛି ଯେ, ଶତକଡା ତିନି ଭାଗ ଶିଶୁ ଅଟିଜିମ୍‌ର ଶିକାର ହୋଇଥାଆନ୍ତି। ଏ କ୍ଷେତ୍ରରେ ସଚେତନତା ବୃଦ୍ଧି…

୨ ଫାଇଲ ହଜିବା ଘଟଣା, ନବୀନ ଜେରା ହୋଇପାରନ୍ତି କହିଲେ ମନ୍ତ୍ରୀ ପୂଜାରୀ

ଭୁବନେଶ୍ୱର,୧୮।୬(ସୁନିତ୍‌ ମିଶ୍ର):ନିକଟରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ୨ଟି କମିଶନଙ୍କ ରିପୋର୍ଟ ସମ୍ପର୍କିତ ଫାଇଲ୍‌ ହଜିଥିବା ଅଭିଯୋଗ ହୋଇଛି। ଗୃହ ବିଭାଗ ପକ୍ଷରୁ ଏନେଇ କ୍ୟାପିଟାଲ ଥାନାରେ ମଧ୍ୟ ଅଭିଯୋଗ…

ଓଏଏସ୍‌ ଅଧିକାରୀ ସ୍ତରରେ ଅଦଳବଦଳ, ୨ ଦିନ ମଧ୍ୟରେ ପୁରୁଣା ଦାୟିତ୍ୱରୁ ମୁକ୍ତ….

ଭୁବନେଶ୍ୱର,୧୮।୬(ସୁନିତ୍‌ ମିଶ୍ର): ରାଜ୍ୟ ସରକାର ଓଏଏସ୍‌ ଅଫିସର ସ୍ତରରେ ଛୋଟ ଧରଣର ଅଦଳବଦଳ କରିଛନ୍ତି । ଓଏସ୍‌ଡିଏମ୍‌ଏ (ଓସ୍‌ଡମା)ର ମୁଖ୍ୟ ମହାପ୍ରବନ୍ଧକ ଥିବା ସୁବୋଧ ଚନ୍ଦ୍ର ଆଚାର୍ଯ୍ୟଙ୍କୁ…

ବରଗଡ଼ରେ ବଢ଼ିଲା ସ୍କୁଲ-କଲେଜ ଛୁଟି ଅବଧି, ଏହି ଦିନ ଖୋଲିବ

ବରଗଡ଼,୧୮।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ସ୍କୁଲ, କଲେଜର ଗ୍ରୀଷ୍ମ ଅବକାଶ(ଖରାଛୁଟି) ଅବଧିକୁ ଆସନ୍ତା ୨୦ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି । ପାଣିପାଗ ବିଭାଗର ରିପୋର୍ଟକୁ ନେଇ…

ଫିଲ୍ମ ଷ୍ଟାଇଲ୍‌ ଲୁଟ୍‌ ପରେ ପୋଲିସର ଏନ୍‌କାଉଣ୍ଟର, ୨ ସୁନା ଲୁଟେରା ଗୁରୁତର

ଅନୁଗୋଳ,୧୮।୬( ଜ୍ୟୋତି ରଞ୍ଜନ ସାହୁ ): ତାଳଚେରରେ ଏକ ସୁନା ରିଫାଇନେରୀ ଦୋକାନରେ ଫିଲ୍ମ ଷ୍ଟାଇଲରେ ଲୁଟ୍‌ ଘଟଣା ପରେ ଅନୁଗୋଳ ପୋଲିସ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ…

ଆମେରିକା-ଇରାନ ମଧ୍ୟରେ ୧୪ ସୂତ୍ରୀ ବୁଝାମଣାପତ୍ର ସ୍ୱାକ୍ଷରିତ, ଡିଜିଟାଲ୍‌ ସ୍ୱାକ୍ଷର କଲେ…

ଓ୍ବାଶିଂଟନ, ୧୮।୬: ମାସ ମାସ ଧରି ଚାଲିଥିବା ଦୀର୍ଘ ଅଚଳାବସ୍ଥା ପରେ, ଶେଷରେ ଆମେରିକା ଏବଂ ଇରାନ ମଧ୍ୟରେ ଏକ ଚୁକ୍ତି ହୋଇଛି। ଡୋନାଲ୍ଡ ଟ୍ରମ୍ପ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri