ବିରାଟଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ମମତା

କୋଲକାତା,୫ା୧୧: ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଭାରତୀୟ କ୍ରିକେଟର ବିରାଟ କୋହଲିଙ୍କୁ ତାଙ୍କର ୩୫ତମ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି। ଏହି କିମ୍ବଦନ୍ତୀ ଭାରତୀୟ ବ୍ୟାଟ୍ସମ୍ୟାନ କୋଲକାତାରେ ଖେଳିବେ।

ମମତା ତାଙ୍କ ସୋସିଆଲ ମିଡିଆ ‘X’ ରେ ଲେଖିଛନ୍ତି, ‘ଖୁସି ଯେ କି କିମ୍ବଦନ୍ତୀ ଭାରତୀୟ ବ୍ୟାଟ୍ସମ୍ୟାନ ବିରାଟ କୋହଲି ତାଙ୍କ ଜନ୍ମଦିନରେ ଆମ ଦେଶ ପାଇଁ ଏକ ଐତିହାସିକ ମ୍ୟାଚ୍‌ ଖେଳିବା ପାଇଁ କୋଲକାତାରେ ଅଛନ୍ତି। ମୁଁ ତାଙ୍କୁ ଏବଂ ତାଙ୍କ ପରିବାରର ସଫଳତା କାମନା କରୁଛି।’ ଏହି ପୋଷ୍ଟ ସହିତ ମମତା ‘X’ରେ ବିରାଟଙ୍କ ଏକ ଫଟୋ ମଧ୍ୟ ଶେୟାର କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ବ୍ରିକ୍ସ ସମ୍ମିଳନୀ: ଦିଲ୍ଲୀରେ ପହଞ୍ଚିଲେ ବିଶ୍ୱ ନେତା

ନୂଆଦିଲ୍ଲୀ,୧୨ା୯ (ପି.ଟି.):ନୂଆଦିଲ୍ଲୀର ପ୍ରଗତି ମଇଦାନସ୍ଥିତ ଭାରତ ମଣ୍ଡପମ୍‌ଠାରେ ଶନିବାରଠାରୁ ୨ ଦିନ ଧରି ୧୮ତମ ବ୍ରିକ୍ସ ସମ୍ମିଳନୀ ଅନୁଷ୍ଠିତ ହେବାକୁ ଯାଉଛି। ଏଥିପାଇଁ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର…

ରୋଗ ଯନ୍ତ୍ରଣାଠୁ ବଳିଯାଉଛି ଧାଡ଼ି ଯନ୍ତ୍ରଣା: ଡାକ୍ତରଖାନାରେ ବିକଳ ଚିତ୍ର

ପଦ୍ମପୁର,୧୨ା୯(ପ୍ରଦୀପ୍ତ ଦାଶ):କିଏ କାଖେଇ ଧରିଛି, କିଏ ଆଣ୍ଠେଇ ପଡ଼ିଛି, ଆଉ କିଏ ଯନ୍ତ୍ରଣାରେ ଭୂଇଁରେ ଲୋଟୁଛି। ବୃଦ୍ଧାବୃଦ୍ଧମାନେ ବାଡ଼ି ସାହାଯ୍ୟରେ ଘଣ୍ଟା ଘଣ୍ଟା ଧରି ଡାକ୍ତରଙ୍କୁ ଅପେକ୍ଷା…

ମହିଳାଙ୍କୁ ସ୍ବାବଲମ୍ବୀ ହେବାର ବାଟ ଦେଖାଇଛି ଖଲିଦନା: ଜଣେ ମହିଳା ମାସକୁ ରୋଜଗାର କରୁଛନ୍ତି…

ନୂଆପଡ଼ା,୧୨ା୯ (ମକାରୁ ବେମାଲ):ବହୁଳ ପ୍ଲାଷ୍ଟିକ ବ୍ୟବହାର ଯୋଗୁ ପରିବେଶ ପ୍ରଦୂଷଣ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ରୋକିବା ପାଇଁ ନୂଆପଡ଼ା ଜିଲା ପ୍ରଶାସନ ପକ୍ଷରୁ ଏକକ ବ୍ୟବହାର…

୨ ଦିନ ହେଲାଣି ଘରୁ ବାହାରି ଯାଇ ଜଙ୍ଗଲରେ ରହୁଥିଲେ ପ୍ରେମୀଯୁଗଳ, ତା’ପରେ କଲେ ଏମିତି କାମ…

ନୂଆପଡ଼ା,୧୨/୯(ମକାରୁ ବେମାଲ):ନୂଆପଡ଼ା ଜିଲା ସିନାପାଲି ଥାନା ଅଞ୍ଚଳରେ କୌଣସି କାରଣରୁ ପ୍ରେମୀଯୁଗଳ ବିଷପାନ କରିବା ପରେ ନାବାଳିକା ପ୍ରେମିକା ଡୋଲେଶ୍ୱରୀ ସା (୧୭)ଙ୍କ ମୃତ୍ୟୁ ଘଟିଛି। ପ୍ରେମିକ…

ସକାଳୁ ସକାଳୁ ଇଣ୍ଡୋନେସିଆରେ ଭୂକମ୍ପ ଝଟ୍‌କା

ଜାକର୍ତ୍ତା,୧୨।୯: ଇଣ୍ଡୋନେସିଆରେ ଲଗାତାର ଦ୍ୱିତୀୟ ଦିନରେ ଭୂକମ୍ପର ଝଟ୍‌କା ଅନୁଭୂତ ହୋଇଛି। ଜାଭା ଦ୍ୱୀପରେ ଶନିବାର ୬.୨ ତୀବ୍ରତାର ଏକ ଶକ୍ତିଶାଳୀ ଭୂକମ୍ପ ହୋଇଛି। ଜର୍ମାନ ରିସର୍ଚ୍ଚ…

ଏବେ ଅଭିଜିତ ଦୀପକେଙ୍କ ମିଶି କ’ଣ କରିବାକୁ ଯାଉଛନ୍ତି ସୋନମ ୱାଙ୍ଗଚୁକ? କଲେ ବଡ଼ ଘୋଷଣା, ସେପ୍ଟେମ୍ବର ୧୯…

ନୂଆଦିଲ୍ଲୀ,୧୨।୯: ଲଦାଖରେ ସେପ୍ଟେମ୍ବର ୧୯ରୁ ହେବାକୁ ଥିବା ସୋନମ ୱାଙ୍ଗଚୁକଙ୍କ ପଦଯାତ୍ରାକୁ ନେଇ ଏବେ ପ୍ରତିକ୍ରିୟା ଆସିଛି। ସୋନମ ୱାଙ୍ଗଚୁକ ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ରେ ଭିଡିଓ…

ବୈଭବଙ୍କୁ ନେଇ ବଡ଼ ଭବିଷ୍ୟବାଣୀ କଲେ ଇଶାନ କିଶନ: କହିଲେ-ଆଗକୁ ସମ୍ଭାଳିବେ…ନିଆଁ ପରି ବ୍ୟାପିଗଲା ଏହି କଥା

ନୂଆଦିଲ୍ଲୀ,୧୨।୯: : ଖୁବ କମ୍‌ ବୟସରେ କ୍ରିକେଟ ଜଗତରେ ନିଜର ଅଲଗା ପରିଚୟ ସୃଷ୍ଟି କରିଥିବା ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏବେ ତାଙ୍କ ବ୍ୟାଟିଂ ସହ କ୍ୟାପ୍ଟେନ୍ସି…

ବଢିଲା ଟିମ ଇଣ୍ଡିଆର ଟେନସନ୍‌: ପଡିଆରେ ଅଭ୍ୟାସ ସମୟରେ ହଠାତ୍‌ ଇଶାନ କିଶନ…

ନୂଆଦିଲ୍ଲୀ,୧୨।୯: ଆଫଗାନିସ୍ତାନ ବିପକ୍ଷ ଟି-୨୦ ସିରିଜ ଆରମ୍ଭ ପୂର୍ବରୁ ଟିମ ଇଣ୍ଡିଆ ପାଇଁ ଆସିଛି ଚିନ୍ତା ବଢ଼ାଇବା ଭଳି ଖବର। ଦିଲ୍ଲୀର ଅରୁଣ ଜେଟଲୀ କ୍ରିକେଟ ଷ୍ଟାଡିୟମରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?