Posted inଜାତୀୟ

ଡିସେମ୍ବର ସୁଦ୍ଧା ଭାଙ୍ଗିବ ମମତାଙ୍କ ସରକାର, ଶୁଭେନ୍ଦୁଙ୍କ ଦାବି…

କୋଲକାତା, ୧୮।୮ : ପଶ୍ଚିମବଙ୍ଗର ଭେଟେରାନ ଭାଜପା ନେତା ଶୁଭେନ୍ଦୁ ଅଧିକାରୀ ଏକ ବଡ ଦାବି କରିଛନ୍ତି। ସେ ଦାବି କରିଛନ୍ତି ଯେ ଡିସେମ୍ବର ମାସ ବେଳକୁ ରାଜ୍ୟରେ ତୃଣମୂଳ କଂଗ୍ରେସ ସରକାରଙ୍କ ଶେଷ ସମୟ ସୀମା ହେବ। ଡିସେମ୍ବର ସୁଦ୍ଧା ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ସରକାର ଭାଙ୍ଗିଯିବ। ରାଜ୍ୟରେ ମହାରାଷ୍ଟ୍ର ଭଳି ସ୍ଥିତି ହେବ ବୋଲି ତାଙ୍କର ଏହି ମନ୍ତବ୍ୟ ନେଇ ଏବେ ରାଜ୍ୟ ରାଜନୀତିରେ ଚର୍ଚ୍ଚା ଆରମ୍ଭ ହୋଇଛି।

ଶୁଭେନ୍ଦୁ କହିଛନ୍ତି ଇଡି ଏବଂ ସିବିଆଇ ସେମାନଙ୍କ କାର୍ଯ୍ୟ କରୁଛନ୍ତି। ତୃଣମୂଳ କଂଗ୍ରେସର ନାମ ନ ନେଇ ସେ କହିଛନ୍ତି ଏହି ଦଳର ସରକାର ରାଜ୍ୟରେ ୬ମାସରୁ ଅଧିକ ସମୟ ଧରି ଚାଲି ପାରିବ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ପୁରୀ ଅନ୍ତର୍ଜାତୀୟ ବିମାନବନ୍ଦର ପାଇଁ ମିଳିଲା ଜଙ୍ଗଲ ଜମି ଅନୁମତି

ପୁରୀ,୪ା୪: ପୁରୀ ଅନ୍ତର୍ଜାତୀୟ ବିମାନବନ୍ଦର ପାଇଁ ମିଳିଛି ଜଙ୍ଗଲ ଜମି ଅନୁମତି। ଶ୍ରୀଜଗନ୍ନାଥ ବିମାନବନ୍ଦର ପାଇଁ କେନ୍ଦ୍ର ସରକାର ଷ୍ଟେଜ୍‌-୧ ଅନୁମୋଦନ କରିଛନ୍ତି। ପ୍ରକଳ୍ପକୁ ବାସ୍ତବରେ ରୂପାୟନ…

ଖଡ଼ିଛୁଆଁ, ପ୍ରବେଶ ଉତ୍ସବର ଶୁଭାରମ୍ଭ କଲେ ପାଟଣା ବିଧାୟକ

ପାଟଣା,୪ା୪(ବୀରକିଶୋର ଦାଶ): ରାଜ୍ୟରେ ଓଡ଼ିଆ ପକ୍ଷ ପାଳନ ହେଉଛି। ଏହି ଅବସରରେ ଶନିବାର କେନ୍ଦୁଝର ଜିଲା ପାଟଣା ବ୍ଲକସ୍ତରୀୟ ଖଡ଼ିଛୁଆଁ ଓ ପ୍ରବେଶ ଉତ୍ସବ ପାଟଣା ମୁଖ୍ୟାଳୟ…

କଂଗ୍ରେସ ନେତା ଶଶି ଥରୁରଙ୍କ କନଭଏ ଉପରେ ଆକ୍ରମଣ, ବନ୍ଧୁକଧାରୀ ସହ ଡ୍ରାଇଭର ଆହତ

ଥିରୁଭାନନ୍ତପୁରମ,୪।୪: କଂଗ୍ରେସ ଏମପି ଶଶି ଥରୁରଙ୍କ ବନ୍ଧୁକଧାରୀ ଏବଂ ଡ୍ରାଇଭରଙ୍କ ଉପରେ ଆକ୍ରମଣ ସମ୍ପର୍କିତ ଏକ ଘଟଣା ସାମ୍ନାକୁ ଆସିଛି। ଏହି ଘଟଣା କେରଳର ୱାଣ୍ଡୁର ଅଞ୍ଚଳରେ…

ଦରକାର ଥିଲା ପୁଅ, ସ୍ତ୍ରୀ ପେଟରେ ଝିଅ ଥିବା ଜାଣି ଏମିତି କାଣ୍ଡ ଘଟାଇଲେ ସ୍ବାମୀ

ହାଇଦ୍ରାବାଦ,୪।୪: ତେଲେଙ୍ଗାନାର ହନମକୋଣ୍ଡାରେ ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି । ଆଝାରୁଦ୍ଦିନ ନାମକ ଜଣେ ବ୍ୟକ୍ତି ତାଙ୍କ ଗର୍ଭବତୀ ପତ୍ନୀ ଏବଂ ଦୁଇ ଝିଅଙ୍କୁ…

କେନାଲରୁ ମିଳିଲା ଶୁଭଲକ୍ଷ୍ମୀଙ୍କ ମୃତଦେହ, ହତ୍ୟା ସନ୍ଦେହ, ପଡ଼ୋଶୀ ଘରକୁ ପଶିଲା ସନ୍ଧାନୀ କୁକୁର

ରାଜନଗର, ୪ା୪(ଭାସ୍କର ରାଉତରାୟ): ନିଖୋଜ ଥିବା ଶୁଭଲକ୍ଷ୍ମୀଙ୍କ ମୃତଦେହ ଶୁକ୍ରବାର କେନାଲରୁ ମିଳିଛି। ଗାଁ ନିକଟ କେନାଲରେ ଖୋଜାଖୋଜି ପୂର୍ବରୁ ମୃତଦେହ ଭାସି ଆସିଥିବା ଦେଖିବାକୁ ମିଳିଥିଲା।…

ଶେଷ ହେବ ନାହିଁ ଯୁଦ୍ଧ? ଚିନ୍ତାରେ ପଡ଼ିଲାଣି ଆମେରିକା, ବଢାଇପାରେ ଡିଫେନ୍ସ ବଜେଟ

ଓ୍ବାଶିଂଟନ,୪।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ୩୬ ତମ ଦିନରେ ପହଞ୍ଚିଛି। ନିରନ୍ତର ଆକ୍ରମଣ ଏବଂ ପ୍ରତିଶୋଧମୂଳକ ଆକ୍ରମଣ ମଧ୍ୟରେ, ପରିସ୍ଥିତି କ୍ରମଶଃ…

ଗଛ କାଟୁଥିବା ବେଳେ ଉପରେ ପଡିଗଲା ଡାଳ; ୨୦ ଫୁଟ ଉପରେ ଝୁଲି ରହିଲେ ଯୁବକ, ତାପରେ…

ଉଦଳା,୪।୪(ସନ୍ତୋଷ କୁମାର ବାଛିନୀ): କପ୍ତିପଦା ଥାନା କଟୁରିଆ ଗ୍ରାମରେ ଅଭାବନୀୟ ଘଟଣା । ଗଛ ଉପରେ ଚଢ଼ି ଡାଳ କାଟୁଥିବା ବେଳେ ଉପରେ ପଡିଗଲା ଆଉ ଏକ…

ଇରାନକୁ ଫାଇନାଲ୍‌ ଅଲ୍ଟିମେଟମ: ହର୍ମୁଜ ନ ଖୋଲିଲେ…

ଓ୍ବାଶିଂଟନ୍‌,୪।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣିଥରେ ଇରାନକୁ ଅଲ୍ଟିମେଟମ ଦେଇଛନ୍ତି। ସେ କହିଛନ୍ତି, ଇରାନ ଯଦି ହର୍ମୁଜ ଷ୍ଟ୍ରେଟ୍‌ ନ ଖୋଲେ, ତେବେ ଆମେରିକା ପାଓ୍ବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri