Posted inଜାତୀୟ

ନୂଆ ମୁହଁ ଉପରେ ମମତାଙ୍କ ଭରସା: ବ୍ରିଗେଡ୍‌ରେ ୧୮ ନୂଆ, ୨୫ ପୁରୁଣା ସଦସ୍ୟ…

କୋଲକାତା,୧୦।୫: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ବ୍ରିଗେଡ୍‌ ତୃତୀୟ ଥର ପାଇଁ ଶାସନ ଡୋର ଧରିଛନ୍ତି। ଚଳିତ ଥର ମମତା ଦିଦିଙ୍କ ବ୍ରିଗେଡ୍‌ରେ ୪୩ ମନ୍ତ୍ରୀ ସାମିଲ ହୋଇଛନ୍ତି। ସୋମବାର ୧୦ଟା ୪୫ରେ ରାଜଭବନର ଥ୍ରୋନ୍‌ ହଲ୍‌ରେ ୪୦ ନବ ନିର୍ବାଚିତ ବିଧାୟକ ମନ୍ତ୍ରୀଭାବେ ପଦ ଓ ଗୋପନୀୟତାର ଶପଥ ପାଠ କରିଛନ୍ତି। ଅତ୍ୟ ୩ ଜଣ ସଦସ୍ୟ ଭର୍ଚ୍ୟୁଆଲ ମାଧ୍ୟମରେ ଶପଥ ଗ୍ରହଣ କରିଛନ୍ତି। ରାଜ୍ୟପାଳ ଜଗଦୀପ୍‌ ଧାନଖାର ସେମାନଙ୍କୁ ଶପଥ ପାଠ କରାଇଛନ୍ତି। ମମତାଙ୍କ ମନ୍ତ୍ରୀ ମଣ୍ଡଳରେ ୧୮ ଜଣ ନୂଆ ମୁହଁ ସ୍ଥାନ ପାଇଛନ୍ତି। ପୁରୁଣାଙ୍କ ତୁଳନାରେ ନୂଆ ମୁହଁ ଉପରେ ମମତା ଭରସା କରିଥିବା ରାଜନୈତିକ ସମୀକ୍ଷକ ମତ ପୋଷଣ କରିଛନ୍ତି। ସେହିପରି ମନ୍ତ୍ରୀ ମଣ୍ଡଳରେ ୨୫ ଜଣ ଅଭିଜ୍ଞ ବିଶ୍ୱାସୀ ସଦସ୍ୟ ମଧ୍ୟ ରହିଛନ୍ତି। ଗତଥର ମମତାଙ୍କ ମନ୍ତ୍ରୀ ମଣ୍ଡଳରେ ୪୪ ଜଣ ମନ୍ତ୍ରୀ ଥିଲେ। ସେମାନଙ୍କ ମଧ୍ୟରୁ ୨୮ କ୍ୟାବିନେଟ୍‌ ଏବଂ ୧୬ ରାଜ୍ୟ ମନ୍ତ୍ରୀ ଥିଲେ। ଚଳିତ ଥର ୯ ଜଣ ରାଜ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାଠ୍ୟପୁସ୍ତକ ତ୍ରୁଟି ପ୍ରତିବାଦ: ଶୁଖୁଆ ଓ ଝାଲମୁଢି ଧରି ବରଗଡ଼ରେ ବିଜେଡିର ‘ଶିକ୍ଷା ବଞ୍ଚାଅ’ ଆନ୍ଦୋଳନ

ବରଗଡ଼,୧୦।୭(ପ୍ରେମାନନ୍ଦ ଖମାରୀ)- ପାଠ୍ୟପୁସ୍ତକରେ ହୋଇଥିବା ଗୁରୁତର ତ୍ରୁଟିକୁ ନେଇ ବରଗଡ଼ରେ ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ଏକ ଅଭିନବ ପ୍ରତିବାଦ ଦେଖିବାକୁ ମିଳିଛି। ଶୁକ୍ରବାର ଛାତ୍ର…

ସୃଷ୍ଟି ହେଲା ଆଉ ଏକ ଘୂର୍ଣ୍ଣିବଳୟ, ୭ ଦିନ ଯାଏ ପ୍ରବଳ ବର୍ଷା; ଜାରି ହେଲା ଓ୍ବାର୍ନିଂ

ଭୁବନେଶ୍ୱର, ୧୦ା୭ (ବନ୍ଦନା ସେଠୀ) – ଗାଙ୍ଗେଟିକ ୱେଷ୍ଟବେଙ୍ଗଲ ଓ ତା’ ପାଖାପାଖି ବାଂଲାଦେଶ ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ସମୁଦ୍ରପତନଠାରୁ ୪.୫ ରୁ ୫.୮…

ଭାଜପାକୁ ଶକ୍ତ ଧକ୍କା, ନାମାଙ୍କନ ପ୍ରତ୍ୟାହାର କଲେ ଅଭିଷେକ ସିହ୍ନା

ପାଟନା,୧୦।୭: ଭାରତୀୟ ଜନତା ପାର୍ଟି (ଭାଜପା) ପ୍ରାର୍ଥୀ ଅଭିଷେକ ସିହ୍ନା ‘ବଣ୍ଟି’ ନିର୍ବାଚନ ଲଢିବେ ନାହିଁ ବୋଲି ତାଙ୍କର ନାମାଙ୍କନ ପ୍ରତ୍ୟାହାର କରିଛନ୍ତି। ସେ ରାଜ୍ୟ ସଭାପତି…

ଦେଶରେ ମୌସୁମୀ ଆକ୍ଟିଭ: ଆସନ୍ତା ସପ୍ତାହରେ ପ୍ରବଳ ବର୍ଷିବ, ଜାଣନ୍ତୁ କ’ଣ କହୁଛି IMD

ନୂଆଦିଲ୍ଲୀ,୧୦।୭: ଆଗାମୀ କିଛି ଦିନ ମଧ୍ୟରେ ଦେଶର ବିଭିନ୍ନ ରାଜ୍ୟରେ ବର୍ଷା ଜାରି ରହିବ ବୋଲି ଆଶା କରାଯାଉଛି। ଭାରତୀୟ ପାଣିପାଗ ବିଭାଗ (IMD)ର ବରିଷ୍ଠ ବୈଜ୍ଞାନିକ…

ଜୁଆଙ୍ଗ ମୃତ୍ୟୁ ରାଜ୍ୟବାସୀଙ୍କୁ କରିଛି ଲଜ୍ଜିତ, ତୁରନ୍ତ ଆଦିବାସୀ ମନ୍ତ୍ରୀଙ୍କୁ ଘଟଣାସ୍ଥଳକୁ ପଠାଇବା ପାଇଁ ଦାବି

କେନ୍ଦୁଝର,୧୦ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): ସୁଦୂର ତାମିଲନାଡୁରେ ଥିବା ଏକ ଖାଦ୍ୟ ପ୍ରକ୍ରିୟାରଣ ଶିଳ୍ପରେ କେନ୍ଦୁଝର ଜିଲାର ଆଦିମ ଜନଜାତି ଜୁଆଙ୍ଗ ବାଳିକାଙ୍କ ମୃତ୍ୟୁ ଘଟଣାକୁ ନେଇ ରାଜ୍ୟ…

ଅଭିଯୋଗ ପରେ ମିଳୁଛି ଧମକ, ମୋବାଇଲ ଗଲା, ଏବେ ଜୀବନ ପ୍ରତି ରହିଛି ଭୟ

ବାଲିପାଟଣା,୧୦ା୭(ଅଭିମନ୍ୟୁ ନାୟକ): ରାଜଧାନୀ ଉପକଣ୍ଠ ବାଲିଅନ୍ତା ଥାନା ଅଞ୍ଚଳରେ ଘଟିଥିବା ଏକ ମୋବାଇଲ ଛଡ଼ାଇ ନେବା ଘଟଣା ଏବେ ନୂଆମୋଡ଼ ନେଇଛି। ଅଭିଯୋଗ କରିବା ପରେ ପୀଡ଼ିତଙ୍କୁ…

‘ମୋତେ ମାରିଦେଲେ ବି ମୁଁ ବାଂଲାଦେଶ ଫେରିବି’, କାହିଁକି ଏମିତି କହିଲେ ଶେଖ ହାସିନା? ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ/ଢାକା,୧୦।୭: ଏକ ଗୁରୁତ୍ୱପୂର୍ଣ୍ଣ ଘୋଷଣାରେ, ପୂର୍ବତନ ବାଂଲାଦେଶୀ ପ୍ରଧାନମନ୍ତ୍ରୀ ଶେଖ ହାସିନା କହିଛନ୍ତି ଯେ ସେ ଏବଂ ଆୱାମୀ ଲିଗର ଅନ୍ୟ ନିର୍ବାସିତ ନେତାମାନେ ଚଳିତ ବର୍ଷ…

ରାଜଧାନୀରେ ନକଲି ଆଡିଶନାଲ ଏସ୍‌ପି, ପୋଲିସ ଗିରଫ କରି…

ଭୁବନେଶ୍ୱର,୧୦ା୭: କୌଣସି ଉପାନ୍ତ ଅଞ୍ଚଳରେ ନୁହେଁ। ଖୋଦ୍‌ ରାଜଧାନୀ ଭୁବନେଶ୍ୱରରେ ନକଲି ଆଡିଶନାଲ ଏସ୍‌ପି ବା ନକଲି ଅତିରିକ୍ତ ଏସ୍‌ପିଙ୍କୁ ଗିରଫ କରିଛି ପୋଲିସ। ରଜନୀକାନ୍ତ ମହାନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri