ମମତାଙ୍କ କୁଶପୁତ୍ତଳିକା ଦାହ

କେନ୍ଦୁଝର, ୩।୧୧(ସ୍ବ.ପ୍ର.): ପଶ୍ଚିମବଙ୍ଗରେ ଭାରତୀୟ ମଜଦ୍ଦୁର ସଂଘର କାର୍ଯ୍ୟକର୍ତ୍ତାଙ୍କୁ ତୃଣମୂଳ କଂଗ୍ରେସର ଗୁଣ୍ଡାଙ୍କ ଆକ୍ରମଣ ପ୍ରତିବାଦରେ କେନ୍ଦୁଝରରେ ମଙ୍ଗଳବାର ଏକ ରାଲି ଅନୁଷ୍ଠିତ ହୋଇଯାଇଛି। ସଂଘର ଜିଲା ମୁଖ୍ୟ ଡାକ୍ତର ମହାନ୍ତଙ୍କ ନେତୃତ୍ୱରେ ଆୟୋଜିତ ଏହି ରାଲିରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ କୁଶପୁତ୍ତଳିକା ଧରି ସହର ପରିକ୍ରମା କରି ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଏକଜୁଟ ହୋଇଥିଲେ। ପଶ୍ଚିମବଙ୍ଗ ସରକାରଙ୍କ ବିରୋଧରେ ସ୍ଲୋଗାନ ଦେଇ ମମତାଙ୍କ କୁଶପୁତ୍ତଳିକା ଦାହ କରାଯାଇଛି। ଏହି ରାଲିରେ ବିଏମ୍‌ଏସର ବହୁ କାର୍ଯ୍ୟକର୍ତ୍ତା ସାମିଲ ହୋଇଥିଲେ।
ମେଦିନିପୁର ଜିଲା ନନ୍ଦି ଗ୍ରାମରେ ସଂଘର ବରିଷ୍ଠ ପ୍ରଚାରକ ତଥା ପଶ୍ଚିମବଙ୍ଗ ପ୍ରଭାରୀ ଓଡ଼ିଶାର ଗଣେଶ ମିଶ୍ର ଓ ଅନ୍ୟ ବିଏମ୍‌ଏସ କର୍ମୀମାନଙ୍କୁ ଆକ୍ରମଣ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….

ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…

ବସରୁ ଜବତ ହେଲା ୭ କାର୍ଟୁନ ଗୁଟଖା, ଅଡ଼ବା ପୋଲିସ…

ମୋହନା,୨୩।୮(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ପୋଲିସ ପକ୍ଷରୁ ଅବୈଧ ଭାବେ ଗୁଟଖା ଚାଲାଣ ବିରୋଧରେ ଚଢ଼ାଉ କରାଯାଇ ୭ ଗୋଟି ଗୁଟଖା କାର୍ଟୁନ ଜବତ କରିଛି…

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

ଲଗାଣ ବର୍ଷାରେ ପାପଡ଼ାହାଣ୍ଡିରେ ବନ୍ୟା, ଭାଙ୍ଗିଲା ୩୮ ଘର, ୧୦୦ଜଣଙ୍କୁ ସ୍ଥାନାନ୍ତର

ପାପଡ଼ାହାଣ୍ଡି, ୨୩।୮(ସ୍ବପ୍ନଜିତ ପଟ୍ଟନାୟକ): ଗତ ୨ ଦିନ ଧରି ଲାଗି ରହିଥିବା ଲଗାଣ ବର୍ଷାରେ ରବିବାର ପାପଡ଼ାହାଣ୍ଡି ବ୍ଲକରେ ବନ୍ୟା ପରିସ୍ଥିତି ଉପୁଜିଛି। ପାପଡ଼ାହାଣ୍ଡି ସଦର ସମେତ…

‘ମୁଁ ଏଠାକାର ଖେଳାଳି’, ନଦୀରେ ଡେଇଁ ଭିଡିଓ ପୋଷ୍ଟ କଲେ କିରେନ ରିଜିଜୁ, ରାହୁଲ ଗାନ୍ଧୀଙ୍କ ସହ ତୁଳନାରେ ଦେଲେ ଏମିତି ଜବାବ

ନୂଆଦିଲ୍ଲୀ,୨୩।୮: ଅରୁଣାଚଳ ପ୍ରଦେଶର ଏମପି ତଥା କେନ୍ଦ୍ରମନ୍ତ୍ରୀ କିରେନ ରିଜିଜୁ ସୋସିଆଲ ମିଡିଆରେ ନିଜର ଏକ ଭିଡିଓକୁ ନେଇ ଚର୍ଚ୍ଚାରେ ଅଛନ୍ତି । ନଦୀରେ ଡେଇଁ ତୀବ୍ର…

ଦୋକାନ ଭିତରୁ ମିଳିଲା ମାଲିକାଣୀଙ୍କ ରକ୍ତାକ୍ତ ମୃତଦେହ, ଭାଇ ଆଣିଲେ ହତ୍ୟା ଅଭିଯୋଗ

କେନ୍ଦୁଝର,୨୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ଘୁଟୁରୁରେ ଥିବା ଏକ ଶୋରୁମ ଭିତରୁ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତାଙ୍କ ନାମ…

ରନ୍ଧନ ଗ୍ୟାସକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିୟମ: ଏହା ଥିଲେ ବନ୍ଦ ହେବ LPG ସିଲିଣ୍ଡର

ନୂଆଦିଲ୍ଲୀ,୨୩।୮: ଦେଶର ଘରୋଇ ରୋଷେଇ ଗ୍ୟାସ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବା ଦିଗରେ କେନ୍ଦ୍ର ସରକାର ପଦକ୍ଷେପ ନେଉଛନ୍ତି । ଯେଉଁ ଅଞ୍ଚଳରେ ପୂର୍ବରୁ PNG (Piped…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri