Posted inଜାତୀୟ

ମମତାଙ୍କ ପ୍ରଶ୍ନ: ଭାଜପା ଏମିତି କରିବାକୁ ସାହସ କେମିତି କଲା

କୋଲକାତା,୩୧।୩: ପଶ୍ଚିମବଙ୍ଗରେ ରାମ ନବମୀ ଅବସରରେ ବିଭିନ୍ନ ସ୍ଥାନରେ ପଥର ଫିଙ୍ଗିବା ଏବଂ ଅଗ୍ନିକାଣ୍ଡ ଭଳି ଘଟଣା ଘଟିଛି। ପଶ୍ଚିମବଙ୍ଗର ହାଓ୍ବଡାରେ ହୋଇଥିବା ହିଂସାକୁ ନେଇ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପରୋକ୍ଷରେ ଭାଜପା ଉପରେ ବର୍ଷିଛନ୍ତି।
ହାଓ୍ବଡାରେ ‘ରାମ ନବମୀ ଶୋଭାଯାତ୍ରା’ ସମୟରେ ହିଂସା ସୃଷ୍ଟି ହୋଇଥିଲା। ହିଂସା ଯୋଗୁ ଅନେକ ଗାଡିରେ ନିଆଁ ଲାଗିଯାଇଥିଲା। ଏହି ଘଟଣା ପରେ ମମତା କହିଛନ୍ତି, ସାମ୍ପ୍ରଦାୟିକ ଦଙ୍ଗା ପରିଚାଳନା ପାଇଁ ସେମାନେ (ଭାଜପା) ରାଜ୍ୟ ବାହାରୁ ଗୁଣ୍ଡା ଡାକନ୍ତି। କେହି ସେମାନଙ୍କ ଶୋଭାଯାତ୍ରା ବନ୍ଦ କରି ନ ଥିଲେ କିନ୍ତୁ ଖଣ୍ଡା ଏବଂ ବୁଲଡୋଜର ସହିତ ସେମାନଙ୍କର ପଦଯାତ୍ରା କରିବାର ଅଧିକାର ନାହିଁ। ସେମାନେ ହାୱାଡାରେ ଏହା କରିବାକୁ କିପରି ସାହସ କଲେ? ଅନୁମତି ନ ଦେଇ ଏକ ସମ୍ପ୍ରଦାୟକୁ ନିର୍ଦ୍ଦିଷ୍ଟ ଭାବରେ ଟାର୍ଗେଟ କରିବାକୁ ସେମାନେ କାହିଁକି ମାର୍ଗ ବଦଳାଇଲେ। ଜନସାଧାରଣ ଦିନେ ସେମାନଙ୍କୁ ପ୍ରତ୍ୟାଖ୍ୟାନ କରିବେ।
ଏଥର ପଶ୍ଚିମବଙ୍ଗରେ ରାମ ନବମୀ ପାଇଁ ଭାଜପା ବଡ ପ୍ରସ୍ତୁତି କରିଥିଲା। ପଶ୍ଚିମବଙ୍ଗର ରାସ୍ତାରେ ଲକ୍ଷ ଲକ୍ଷ ରାମ ଭକ୍ତ ବାହାରକୁ ଆସିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାର ନୂଆ ଟିମରୁ ଅମିତ ମାଲବ୍ୟ ବାଦ୍‌, ସୋସିଆଲ ମିଡିଆରେ ଲେଖିଲେ ଏଭଳି କଥା

ନୂଆଦିଲ୍ଲୀ, ୧୭।୮: ଭାରତୀୟ ଜନତା ପାର୍ଟି (BJP)ର ଜାତୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ନୂଆ ଟିମରେ ଅମିତ ମାଲବ୍ୟଙ୍କୁ ସ୍ଥାନ ମିଳିନାହିଁ। ତାଙ୍କ ସ୍ଥାନରେ ଛତିଶଗଡ଼ର ଦୀପକ…

୨୦୨୭ ବିଜୟର ସ୍କ୍ରିପ୍ଟ ପ୍ରସ୍ତୁତ କଲାଣି ଭାଜପା: ଚକ୍ରବ୍ୟୁହରେ ଫସିବେ ବିରୋଧୀ

ନୂଆଦିଲ୍ଲୀ,୧୭।୮: ଭାରତୀୟ ଜନତା ପାର୍ଟି (ଭାଜପା) ସୋମବାର ନୂଆ ଟିମ୍‌ ଘୋଷଣା କରିଛି। ଏଥିରେ ଉତ୍ତର ପ୍ରଦେଶର ୮ ଜଣ ନେତା ପଦବୀ ପାଇଛନ୍ତି। ଏହା ମାଧ୍ୟମରେ…

ଡବ୍ଲ୍ୟୁସିଏଲ୍‌ ପାଇଁ ବଡ଼ ଘୋଷଣା, ସିଜନ-୩ରେ ଖେଳିବେ ଏହି ଷ୍ଟାର ଖେଳାଳି, ଜାଣନ୍ତୁ…

ନୂଆଦିଲ୍ଲୀ,୧୭ା: ଅକ୍ଟୋବର ୩ରୁ ଆରମ୍ଭ ହେବଓ୍ବାଲର୍‌ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ(ଡବ୍ଲ୍ୟୁସିଏଲ୍‌)। ଏଥିରେ ଯୁବରାଜ ସିଂ, ଡ୍ବେନ ବ୍ରାଭୋ ଓ ଏବି ଡି’ଭିଲର୍ସଙ୍କ ଭଳି ପୂର୍ବତନ ଷ୍ଟାର ଖେଳାଳିଙ୍କ…

ରାହୁ ନକ୍ଷତ୍ରରେ ମଙ୍ଗଳଙ୍କ ପ୍ରବେଶ: ମେଷ ସମେତ ୪ ରାଶିଙ୍କ ଉପରେ ମାଡ଼ି ଆସୁଛି ଭୟଙ୍କର ସଙ୍କଟ! ସତର୍କ ନ ରହିଲେ…

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କ ରାଶି ପରିବର୍ତ୍ତନ ସହିତ ସେମାନଙ୍କର ନକ୍ଷତ୍ର ପରିବର୍ତ୍ତନକୁ ମଧ୍ୟ ବେଶ ପ୍ରଭାବଶାଳୀ ବୋଲି ମନେ କରାଯାଏ। ମଙ୍ଗଳଙ୍କୁ ସାହସ, ଶକ୍ତି, ଆତ୍ମବିଶ୍ୱାସ ଏବଂ…

ପଲିଥିନ୍ ତଳେ ଜୀବନ କଟୁଛି ଜୀବନ: ଜିଲା ପ୍ରଶାସନର ଦୃଷ୍ଟି ଦେବାକୁ ଦାବି

କେସିଙ୍ଗା, ୧୭।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ଗ୍ରାମ ପଞ୍ଚାୟତ ଅଧୀନ କୁର୍ଲୁପଡ଼ା ଗ୍ରାମ ନିକଟରେ ଥିବା କଲେକ୍ଟରପଡ଼ାରେ ବସବାସ କରୁଥିବା ପରମେଶ୍ୱର…

ଝିଅର ଚିକିତ୍ସାକୁ ନେଇ ବଚସା, ସ୍ତ୍ରୀଙ୍କୁ ହତ୍ୟା

ପାରଳାଖେମୁଣ୍ଡି,୧୭ା୮(ଗିରିଧାରୀ ପରିଛା): ଝିଅର ଚିକିତ୍ସାକୁ ନେଇ ସ୍ତ୍ରୀଙ୍କ ସହ ବଚସା ପରେ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ବାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି। ଗଜପତି ଜିଲା ସେସନ୍ସ…

ବଚ୍ଚନ ପରିବାରର ଭିତିରି କଥା କହିଦେଲେ ଅମିତାଭ: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ମେଗାଷ୍ଟାର ଅମିତାଭ ବଚ୍ଚନ ଆଜିକାଲି ‘କୌନ ବନେଗା କରୋଡ଼ପତି ସିଜିନ ୧୮’ କୁଇଜ ଶୋ’ ମାଧ୍ୟମରେ ଦର୍ଶକଙ୍କୁ ମନୋରଞ୍ଜନ କରୁଛନ୍ତି। ଶୋ’ରେ ଅଭିନେତା ପ୍ରାୟତଃ ତାଙ୍କ ବ୍ୟକ୍ତିଗତ…

‘ଯାହାଙ୍କ ପାଖରେ ଆଧାରକାର୍ଡ ଅଛି, ତାଙ୍କୁ ମିଳିବ ସୁନା’, ଘୋଷଣା କଲେ PM ମୋଦି? ଜାଣନ୍ତୁ ଭାଇରାଲ ଦାବି ପଛର ସତ୍ୟ

ନୂଆଦିଲ୍ଲୀ, ୧୭।୮: ସୋସିଆଲ ମିଡିଆରେ ପ୍ରତିଦିନ ସରକାରଙ୍କ ସହ ଜଡ଼ିତ ଅନେକ ଯୋଜନା ବିଷୟରେ ସୂଚନା ଦିଆଯାଉଛି। କେତେବେଳେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଭିଡିଓ ଭାଇରାଲ ହେଉଛି, ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri