ହାଇକୋର୍ଟ ଗଲା ମମିତା ମେହେର ହତ୍ୟା ମାମଲା

କଟକ ଅଫିସ,୨୧ା୧୦: ହାଇକୋର୍ଟରେ ପହଞ୍ଚିଛି ଶିକ୍ଷୟିତ୍ରୀ ମମିତା ମେହେର ହତ୍ୟା ମାମଲା। ଏହି ମାମଲାର ସିବିଆଇ ତଦନ୍ତ ଦାବି ନେଇ ହାଇକୋର୍ଟରେ ଜନସ୍ବାର୍ଥ ମାମଲା ଦାୟର ହୋଇଛି। ଭାରତୀୟ ବିକାଶ ପରିଷଦ ପକ୍ଷରୁ ଦାୟର୍‌ ହୋଇଛି ଏହି ମାମଲା । ପୀଡ଼ିତାଙ୍କ ପରିବାରକୁ ୫୦ ଲକ୍ଷ କ୍ଷତିପୂରଣ ଓ ସିବିଆଇ ତଦନ୍ତ ଦାବି କରାଯାଇଛି । ମାମଲାରେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗକୁ ପକ୍ଷଭୁକ୍ତ କରାଯାଇଛି।

ଅନ୍ୟପକ୍ଷରେ ଘଟଣାସ୍ଥଳରେ ଉତ୍ତରାଞ୍ଚଳ ଡିଆଇଜି ଦୀପକ କୁମାର ଓ ବଲାଙ୍ଗୀର ଏସପି ପହଞ୍ଚିଛନ୍ତି । ଯେଉଁଠାରୁ ମୃତଦେହ ମିଳିଥିଲା ସେହି ସ୍ଥାନରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡ଼ିକୁ ପରିଚୟ ଦେଇଛି କଫି ବଗିଚା

ଦାରିଙ୍ଗବାଡ଼ି,୨।୧(ଡି.ଏନ୍‌.ଏ.):ଓଡ଼ିଶାର କଶ୍ମୀର କୁହାଯାଉଥିବା କନ୍ଧମାଳ ଜିଲାର ଦାରିଙ୍ଗବାଡ଼ିକୁ ପ୍ରଥମେ ପରିଚୟ ଦେଇଥିଲା କଫି ବଗିଚା ା ପର୍ଯ୍ୟଟକମାନେ କଫି ବଗିଚା ଦେଖିବା ପାଇଁ ଦାରିଙ୍ଗବାଡ଼ି ଆସୁଥିଲେ।...

୩୩୦୮.୬୯ କୋଟି କୋଭିଡ୍‌ ଋଣ ମଞ୍ଜୁର

ଭୁବନେଶ୍ୱର,୩।୪(ବ୍ୟୁରୋ): କୋଭିଡ୍‌ ମହାମାରୀ ସମୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ଅଣୁ, କ୍ଷୁଦ୍ର ଏବଂ ମଧ୍ୟମ (ଏମ୍‌ଏସ୍‌ଏମ୍‌ଇ) ଉଦ୍ୟୋଗକୁ ଚଳଚଞ୍ଚଳ କରିବାକୁ ନିଆଯାଇଥିବା ପଦକ୍ଷେପ ସ୍ବରୂପ...

୨୦୧୪ରୁ ଓଡ଼ିଶାରେ ପର୍ଯ୍ୟଟକଙ୍କ ସଂଖ୍ୟା ବଢ଼ୁଛି

ଭୁବନେଶ୍ୱର,୧୫ା୧୧(ବ୍ୟୁରୋ) : ୨୦୧୪ରୁ ଓଡିଶାକୁ ଆସୁଥିବା ପର୍ଯ୍ୟଟକଙ୍କ ସଂଖ୍ୟାରେ କୌଣସି ହ୍ରାସ ଘଟିନାହିଁ। ମାତ୍ର ୨୦୧୪ଠାରୁ ୨୦୧୮ ମଧ୍ୟରେ ଗୋଟିଏ ବର୍ଷ ବିଦେଶୀ ପର୍ଯ୍ୟଟକଙ୍କ ସଂଖ୍ୟା...

କିଡ୍‌ନୀ ରୋଗୀଙ୍କ ଚିକିତ୍ସା ବ୍ୟବସ୍ଥା ପାଇଁ ଜିଲାପାଳଙ୍କ ନିକଟରେ ଦାବି

ବୌଦ୍ଧ ,୬ା୬(ସ୍ବ.ପ୍ର.)- ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ଅଧୀନ ୧୧ଟି ପଞ୍ଚାୟତର ୨୪ ଗୋଟି ଗ୍ରାମରେ କିଡ୍‌ନୀ ରୋଗ ମହାମାରୀ ରୂପ ଧାରଣ କରିଛି ା...

ସିସିଡି ପ୍ରତିଷ୍ଠାତାଙ୍କ ଓଡ଼ିଶା ଲିଙ୍କ୍‌: ଏମ୍‌ସିଏଲ୍‌ର ୨ ଖଣିରେ କାମ କରୁଛି ଲଜିଷ୍ଟିକ୍‌ କମ୍ପାନୀ

ଭୁବନେଶ୍ୱର,୧ା୮ (ବ୍ୟୁରୋ): ଋଣ ଚାପରେ ଆତ୍ମହତ୍ୟା କରିଥିବା କ୍ୟାଫେ କଫି ଡେ (ସିସିଡି) ମାଲିକ ଭି.ଜି.ସିଦ୍ଧାର୍ଥଙ୍କ ଓଡିଶା ଲିଙ୍କ୍‌ ରହିଛି। ତାଙ୍କର ସିକାଲ ଲଜିଷ୍ଟିକ କମ୍ପାନୀ...

ସ୍ବାମୀ, ସ୍ତ୍ରୀଙ୍କୁ କାଟି ଫିଙ୍ଗି ଦେଲେ

କାଲିମେଳା,୨୪ା୯(ଡି.ଏନ.ଏ.): ମାଲକାନଗିରି ଜିଲା କାଲିମେଳା ଥାନା ଅନ୍ତର୍ଗତ ଏମ୍‌ଭି-୬୯ ଗ୍ରାମ ପଛପଟେ ଥିବା ଏକ ଚାଷଜମିରୁ ଶୁକ୍ରବାର ଦମ୍ପତିଙ୍କ ଗଳିତ ମୃତଦେହ ଉଦ୍ଧାର କରାଯାଇଛି। ଉଭୟେ...

ଲକ୍‌ଡାଉନ୍‌ ପରେ ହଷ୍ଟେଲ୍‌ ଛାଡୁଛନ୍ତି ଛାତ୍ରୀଛାତ୍ର, ଗାଡ଼ିମୋଟର ନ ଥିବାରୁ ସମସ୍ୟା ଭୋଗୁଛନ୍ତି ଅଭିଭାବକ

ରାଇକିଆ,୨୫।୩(ଡି.ଏନ୍‌.ଏ.): ସାରା ଦେଶରେ ଲକ୍‌ଡାଉନ୍‌ ଲାଗୁ ହେବା ପରେ ଏହାର ପ୍ରଭାବ ଦେଖିବାକୁ ମିଳିଛି କନ୍ଧମାଳ ଜିଲା ରାଇକିଆ ଅଞ୍ଚଳରେ। ଦୋକାନ ବଜାର ବନ୍ଦ ରହିବା...

କୋଣାର୍କରେ ପ୍ରଥମଥର ୪ ପଜିଟିଭ୍‌

କୋଣାର୍କ,୨୫ା୬(ଡି.ଏନ୍‌.ଏ): କୋଣାର୍କରେ ପ୍ରଥମଥର ୪ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛି। କୋଣାର୍କ ଏନଏସିରେ ୩ଜଣ ଓ ଏହି ଥାନା ଅନ୍ତର୍ଗତ ବନାଖଣ୍ଡି ପଞ୍ଚାୟତ ମାଙ୍କରଗୋରଡି ଗ୍ରାମର...

Advertisement
Archives

Model This Week