ହାଇକୋର୍ଟ ଗଲା ମମିତା ମେହେର ହତ୍ୟା ମାମଲା

କଟକ ଅଫିସ,୨୧ା୧୦: ହାଇକୋର୍ଟରେ ପହଞ୍ଚିଛି ଶିକ୍ଷୟିତ୍ରୀ ମମିତା ମେହେର ହତ୍ୟା ମାମଲା। ଏହି ମାମଲାର ସିବିଆଇ ତଦନ୍ତ ଦାବି ନେଇ ହାଇକୋର୍ଟରେ ଜନସ୍ବାର୍ଥ ମାମଲା ଦାୟର ହୋଇଛି। ଭାରତୀୟ ବିକାଶ ପରିଷଦ ପକ୍ଷରୁ ଦାୟର୍‌ ହୋଇଛି ଏହି ମାମଲା । ପୀଡ଼ିତାଙ୍କ ପରିବାରକୁ ୫୦ ଲକ୍ଷ କ୍ଷତିପୂରଣ ଓ ସିବିଆଇ ତଦନ୍ତ ଦାବି କରାଯାଇଛି । ମାମଲାରେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗକୁ ପକ୍ଷଭୁକ୍ତ କରାଯାଇଛି।

ଅନ୍ୟପକ୍ଷରେ ଘଟଣାସ୍ଥଳରେ ଉତ୍ତରାଞ୍ଚଳ ଡିଆଇଜି ଦୀପକ କୁମାର ଓ ବଲାଙ୍ଗୀର ଏସପି ପହଞ୍ଚିଛନ୍ତି । ଯେଉଁଠାରୁ ମୃତଦେହ ମିଳିଥିଲା ସେହି ସ୍ଥାନରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜାଲ ବିଛାଉଛନ୍ତି ଡିଜିଟାଲ ସୁନ୍ଦରୀ

ଭୁବନେଶ୍ୱର,୭।୩(ବ୍ୟୁରୋ): ପ୍ରତିଦନ ସାଇବର ଠକମାନେ ନୂଆ ନୂଆ ପନ୍ଥା ଆପଣାଇ ଟଙ୍କା ଲୁଟୁଛନ୍ତି। ବିଶେଷ କରି ସୋସିଆଲ ମିଡ଼ିଆରେ ଡିଜିଟାଲ ସୁନ୍ଦରୀମାନେ ମାତିଛନ୍ତି। ସେମାନେ ଜାଲ...

ମାନ୍ୟତା ପାଇଁ ମୂଲ୍ୟାଙ୍କନ

ଢେଙ୍କାନାଳ ଅଫିସ, ୮।୨ – ବଦଳିବ କପିଳାସ ଜୁ’ର ମାଷ୍ଟର ପ୍ଲାନ। ଏଥିପାଇଁ ସ୍ବତନ୍ତ୍ର ଭାବେ ପ୍ରସ୍ତୁତ କରାଯିବ ଲେ-ଆଉଟ୍‌। ଥିମ୍‌ ଅନୁଯାୟୀ ରହିବେ ଜଙ୍ଗଲୀ...

କରୋନା ଯୁଦ୍ଧରେ ଉଦାହରଣ ସାଜିଲେ ଜେରୁସ: କର୍ତ୍ତବ୍ୟ ସହ ତୁଲାଉଛନ୍ତି ପରିବାରର ଦାୟିତ୍ୱ, ପ୍ରଶଂସା କଲେ ପୁରୀ ଏସ୍‌ପି

ସାକ୍ଷୀଗୋପାଳ,୨୬।୪(ଡି.ଏନ.ଏ.): କରୋନା ମୁକାବିଲାକୁ ନେଇ ସମ୍ପ୍ରତି ଲକ୍‌ଡାଉନ୍‌ କଟକଣା ଜାରି ରହିଛି। ଏହାକୁ କଡ଼ାକଡ଼ି ଭାବେ ଲାଗୁ କରିବାକୁ ନେଇ ପ୍ରମୁଖ ଭୂମିକା ଗ୍ରହଣ କରିଛି...

ବିଭିନ୍ନ ଜୁଆ ଆଡ୍ଡାରେ ଚଢ଼ାଉ: ୧୬ ଗିରଫ, ଲକ୍ଷାଧିକ ଟଙ୍କା ଜବତ

କୋରାପୁଟ,୧୪।୧୦(ସ୍ବ.ପ୍ର.): କୋରାପୁଟ ସଦର ଓ ଟାଉନ ଥାନା ପୋଲିସ ପକ୍ଷରୁ ରବିବାର ବିଳମ୍ବିତ ରାତ୍ରରେ ସହରର ସୁନାପୁର ଓ ସଦର ଥାନା ଅନ୍ତର୍ଗତ ଅପରକୋଲାବ ଅଞ୍ଚଳରେ...

ଆଗେଇପାରୁନି ଆଚାର୍ଯ୍ୟ ବିହାର-ବାରଙ୍ଗ ସମାନ୍ତରାଳ ରାସ୍ତା

ଭୁବନେଶ୍ୱର,୨୨ା୮(ବ୍ୟୁରୋ): ହୁ ହୁ ବଢୁଛି ରାଜଧାନୀର ଜନସଂଖ୍ୟା। ପରିବ୍ୟାପ୍ତ ହୋଇଚାଲିଛି ସହରର ଆକାର। ସ୍ମାର୍ଟସିଟି ହେବାପରଠାରୁ ଭୁବନେଶ୍ୱରରେ ରହିବାକୁ ରାଜ୍ୟ ତଥା ବାହାରୁ ଲୋକଙ୍କ ସୁଅ...

ବିଦ୍ୟୁତ୍‌ ସଂସ୍ପର୍ଶରେ ଯୁବକଙ୍କ ପ୍ରାଣ ଗଲା

ବାଲେଶ୍ୱର ଅଫିସ, ୨୭।୯: ବାଲେଶ୍ୱର ଚାନ୍ଦିପୁର ଥାନା ବଡ଼କିଆ ଗ୍ରାମର ବସନ୍ତ ସାମଲ (୩୫) ଶୁକ୍ରବାର ପୂର୍ବାହ୍ନରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ପ୍ରାଣ ହରାଇଛନ୍ତି। ବସନ୍ତ...

ମାଳଦା କ୍ୱାରାଣ୍ଟାଇନ ସେଣ୍ଟରରେ ଡାକ୍ତର ଟିମ୍‌

ଭଣ୍ଡାରିପୋଖରୀ,୯ା୫(ଡି.ଏନ.ଏ.)-ଭଣ୍ଡାରିପୋଖରୀ ବ୍ଲକ ମାଳଦା ପଞ୍ଚାୟତସ୍ଥିତ ମାଳଦା ହାଇସ୍କୁଲ କ୍ୱାରାଣ୍ଟାଇନ ସେଣ୍ଟରରେ ଥିବା ପ୍ରବାସୀ ଓଡ଼ିଆଙ୍କ ସ୍ବାସ୍ଥ୍ୟାବସ୍ଥା ତଦାରଖ ପାଇଁ ଶୁକ୍ରବାର ଡାକ୍ତରୀ ଟିମ୍‌ ପହଞ୍ଚିଥିଲେ। ଏଥିରେ...

କନ୍ଧମାଳରେ ବିଜେଡିର ବାଜିମାତ୍‌

ଫୁଲବାଣୀ ଅଫିସ/ଜି.ଉଦୟଗିରି, ୨୪ା୫(ଡି.ଏନ.ଏ.) -ନ୍ଧମାଳ ଜିଲାରେ ବିଜେଡି ବହୁ ଭୋଟ ବ୍ୟବଧାନରେ ୩ ବିଧାନସଭା ଓ ଗୋଟିଏ ଲୋକ ସଭା ଆସନ ଅକ୍ତିଆର କରିଛି। ଲୋକ...

Advertisement
Archives

Model This Week