ମମିତା ହତ୍ୟା ମାମଲା: ଭାଜପା କର୍ମୀ-ପୋଲିସ ଧସ୍ତାଧସ୍ତି

ଛତ୍ରପୁର,୨୮ା୧୦(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁରରେ ଭାଜପା ସାଙ୍ଗଠନିକ ଘୁମୁସର ଜିଲା ଯୁବମୋର୍ଚ୍ଚା ପକ୍ଷରୁ ବିଶାଳ ରାଲି କରାଯାଇଛି। ମମିତା ପରିବାରକୁ ନ୍ୟାୟ ଦାବିରେ ଗଞ୍ଜାମ ଏସ୍‌ପିଙ୍କ କାର୍ଯ୍ୟାଳୟ ଘେରାଉ କରାଯାଇଛି। ପୋଲିସ କର୍ମଚାରୀ ଓ ଭାଜପା ନେତା ଓ କର୍ମୀଙ୍କ ମଧ୍ୟରେ ଧସ୍ତାଧସ୍ତି ହୋଇଥିଲା ମମିତାଙ୍କ ପରିବାରକୁ ନ୍ୟାୟ ଦେବା ସହ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କୁ ମନ୍ତ୍ରୀ ପଦରୁ ବହିଷ୍କାର ଏବଂ ଗିରଫଦାରୀ ଦାବି କରିଛି ଜିଲା ଭାଜପା ଯୁବ ମୋର୍ଚ୍ଚା। ଏନେଇ ଏକ ଶୋଭାଯାତ୍ରା ଛତ୍ରପୁର ଉପରବସଷ୍ଟାଣ୍ଡରୁ ବାହାରି ଗଞ୍ଜାମ ଏସ୍‌ପି ଅଫିସ ସମ୍ମୁଖରେ ଧାରଣା ଓ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଏନେଇ ପୋଲିସ ପକ୍ଷରୁ ବ୍ୟାପକ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି। ଏଥିରେ ୪ ଅତିରିକ୍ତ ଏସ୍‌ପି, ୬ ଡିଏସ୍‌ପି, ୧୦ ଥାନାର ଅଧିକାରୀ, ୧୫ ଏସ୍‌ଆଇ/ଏଏସ୍‌ଆଇ ଏବଂ ୬ ପ୍ଲାଟୁନ ଫୋର୍ସ ମୁତୟନ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରଡ ବାନ୍ଧିବା ବେଳେ ଶ୍ରମିକଙ୍କ ମୃତ୍ୟୁ

କଟକ ରୋଡ,୧୪ା୯(ଡି.ଏନ୍‌.ଏ.): ଲକ୍ଷ୍ମୀସାଗର ଥାନା ଅଞ୍ଚଳରେ ନିର୍ମାଣଧୀନ ଏକ ଘର କାମ ବେଳେ ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ନୟାଗଡ ଜିଲା ରଣପୁର...

ଛାତ୍ରଙ୍କୁ ମାଡ଼ ଘଟଣା ,ସହକାରୀ ଶିକ୍ଷକ ନିଲମ୍ବିତ

ଦିଗପହଣ୍ଡି,୩ା୨(ଡି.ଏନ.ଏ.)-ଦିଗପହଣ୍ଡି ବ୍ଲକ ସିଦ୍ଧେଶ୍ୱର ନୋଡାଲ ପ୍ରାଥମିକ ବିଦ୍ୟାଳୟ ସହକାରୀ ଶିକ୍ଷକ ବିରେଣି କୁମାର ସାହୁଙ୍କୁ ଚାକିରିରୁ ନିଲମ୍ବନ କରାଯାଇଛି। ଦିଗପହଣ୍ଡି ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ...

ହେବନାହିଁ ୯ମ ଶ୍ରେଣୀ ଇତିହାସ-ଭୂଗୋଳ ପରୀକ୍ଷା

ଭୁବନେଶ୍ୱର,୧୦ା୪(ବ୍ୟୁରୋ): କରୋନାର ପ୍ରଭାବ ପଡ଼ିଛି ରାଜ୍ୟର ଶିକ୍ଷା ବ୍ୟବସ୍ଥା ଉପରେ। ଚଳିତ ୧୪ରେ ଶେଷ ହେବାକୁ ଥିବା ଲକ୍‌ଡାଉନ୍‌ ଅବଧି ୩୦କୁ ବୃଦ୍ଧି ପାଇବା ପରେ...

ପ୍ରମାଣ ଦେଲେ ମୁଖ୍ୟମନ୍ତ୍ରୀ ଜେଲରେ ଭର୍ତ୍ତି କରିବେ: ପ୍ରଣବ

ଭୁବନେଶ୍ୱର,୨୦।୧୧(ବ୍ୟୁରୋ): କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମମିତା ମେହେର ହତ୍ୟା ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀଙ୍କୁ ଟାର୍ଗେଟ କରିବା ପରେ ଏହା ଉପରେ ପ୍ରତିକ୍ରିୟା ରଖି ବିଜେଡି ସଙ୍ଗଠନ ସମ୍ପାଦକ...

ପାଟନାଳୀ ପୁନରୁଦ୍ଧାର ନାଁରେ ୧୦ ଲକ୍ଷ ହଡ଼ପ ଉଦ୍ୟମ

ବରୀ, ୩୧।୫ (ସ୍ବ.ପ୍ର.)-ଉପକୂଳ ଜିଲାଗୁଡ଼ିକର ଖାଲୁଆ ଜମିରେ ଉଦ୍‌ବୃତ୍ତ ଜଳ ନିଷ୍କାସନ ହେବାରେ ସମସ୍ୟା ଯୋଗୁ ହଜାର ହଜାର ହେକ୍ଟର ଚାଷଜମିରେ ଫସଲ ନଷ୍ଟ ହେଉଛି।...

କାର୍ଯ୍ୟରେ ଅବହେଳା: ନିଲମ୍ବିତ ହେଲେ କାର୍ଯ୍ୟନିର୍ବାହୀ ଅଧିକାରୀ, କନିଷ୍ଠ ଯନ୍ତ୍ରୀ

ପଦ୍ମପୁର,୫।୧୧(ଡି.ଏନ୍‌.ଏ.): ଭଦ୍ରକ ଜିଲା ବାସୁଦେବପୁର ମ୍ୟୁନିସପାଲିଟିର କାର୍ଯ୍ୟନିର୍ବାହୀ ଅଧିକାରି ତାପସ ରଞ୍ଜନ ଜେନା ଓ କନିଷ୍ଠ ଯନ୍ତ୍ରୀ ଦେବକାନ୍ତ ନାୟକଙ୍କୁ ଶନିବାର କାର୍ଯ୍ୟରୁ ନିଲମ୍ବିତ କରାଯାଇଛି।...

ବରାହ, ନୃସିଂହ ବେଶରେ ଶ୍ରୀଜୀଉ

ନୀଳଗିରି, ୯।୭(ଡି.ଏନ.ଏ.)-ନୀଳଗିରିସ୍ଥିତ ମାଉସୀମା’ ମନ୍ଦିରରେ ବିଜେ ଶ୍ରୀଜୀଉ ମଙ୍ଗଳବାର ବରାହ ଓ ନୃସିଂହ ବେଶରେ ଭକ୍ତଙ୍କୁ ଦର୍ଶନ ଦେଇଛନ୍ତି। ଶ୍ରୀଗୁଣ୍ଡିଚା ଯାତ୍ରାରେ ଭକ୍ତଙ୍କ ଗହଳରେ ରଥରେ...

ବିଦ୍ୟୁତ୍‌ ଆଘାତରେ ମା’,ପୁଅ ମୃତ

ଖଲ୍ଲିକୋଟ,୧୯ା୯(ଡି.ଏନ.ଏ.)- ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ବାକୁଟଗାଁରେ ଗୁରୁବାର ଅପରାହ୍ନରେ ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଛଟପଟ ହେଉଥିବା ପୁଅଙ୍କୁ ଉଦ୍ଧାର...

Advertisement


Archives

Model This Week