ମମିତା ହତ୍ୟା ମାମଲା: ଭାଜପା କର୍ମୀ-ପୋଲିସ ଧସ୍ତାଧସ୍ତି

ଛତ୍ରପୁର,୨୮ା୧୦(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁରରେ ଭାଜପା ସାଙ୍ଗଠନିକ ଘୁମୁସର ଜିଲା ଯୁବମୋର୍ଚ୍ଚା ପକ୍ଷରୁ ବିଶାଳ ରାଲି କରାଯାଇଛି। ମମିତା ପରିବାରକୁ ନ୍ୟାୟ ଦାବିରେ ଗଞ୍ଜାମ ଏସ୍‌ପିଙ୍କ କାର୍ଯ୍ୟାଳୟ ଘେରାଉ କରାଯାଇଛି। ପୋଲିସ କର୍ମଚାରୀ ଓ ଭାଜପା ନେତା ଓ କର୍ମୀଙ୍କ ମଧ୍ୟରେ ଧସ୍ତାଧସ୍ତି ହୋଇଥିଲା ମମିତାଙ୍କ ପରିବାରକୁ ନ୍ୟାୟ ଦେବା ସହ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କୁ ମନ୍ତ୍ରୀ ପଦରୁ ବହିଷ୍କାର ଏବଂ ଗିରଫଦାରୀ ଦାବି କରିଛି ଜିଲା ଭାଜପା ଯୁବ ମୋର୍ଚ୍ଚା। ଏନେଇ ଏକ ଶୋଭାଯାତ୍ରା ଛତ୍ରପୁର ଉପରବସଷ୍ଟାଣ୍ଡରୁ ବାହାରି ଗଞ୍ଜାମ ଏସ୍‌ପି ଅଫିସ ସମ୍ମୁଖରେ ଧାରଣା ଓ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଏନେଇ ପୋଲିସ ପକ୍ଷରୁ ବ୍ୟାପକ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି। ଏଥିରେ ୪ ଅତିରିକ୍ତ ଏସ୍‌ପି, ୬ ଡିଏସ୍‌ପି, ୧୦ ଥାନାର ଅଧିକାରୀ, ୧୫ ଏସ୍‌ଆଇ/ଏଏସ୍‌ଆଇ ଏବଂ ୬ ପ୍ଲାଟୁନ ଫୋର୍ସ ମୁତୟନ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗଛରୁ ପଡ଼ି ଯୁବକଙ୍କ ଜୀବନଗଲା

ଠାକୁରମୁଣ୍ଡା, ୧।୫ (ଡି.ଏନ.ଏ.)-ମୟୂରଭଞ୍ଜ ଜିଲା ମହୁଲଡିହା ଥାନା ଅନ୍ତର୍ଗତ ଜରକ ପଞ୍ଚାୟତର କୁଚେଇଡ଼ିହି ଗ୍ରାମ ଜାମଚୁଆ ସାହିରେ ଶୁକ୍ରବାର ସକାଳେ ଜଣେ ଯୁବକ ଗଛରୁ ପଡିଯିବାରୁ...

ମା’ ବିରଜାଙ୍କ ରଥଯାତ୍ରା: ମନ୍ଦିର ଚତୁଃପାର୍ଶ୍ୱରେ ୧୪୪ ଧାରା

ଯାଜପୁର ଟାଉନ, ୧୬।୧୦ (ଡି.ଏନ୍‌.ଏ.): ଉଚ୍ଚ ନ୍ୟାୟାଳୟଙ୍କ ନିର୍ଦ୍ଦେଶ ଏବଂ ଯାଜପୁର ଜିଲାପାଳଙ୍କ ନିଷ୍ପତ୍ତି ଆଧାରରେ ମା’ ବିରଜାଙ୍କ ଶାରଦୀୟ ଦୁର୍ଗାପୂଜା ଓ ରଥଯାତ୍ରା ରଥଯାତ୍ରା...

ସହରତଳି ଅଞ୍ଚଳକୁ ବିଏମ୍‌ସିରେ ସାମିଲ ପ୍ରସଙ୍ଗ : ଉପଜିଲାପାଳଙ୍କୁ ଭେଟିଲା ମିଳିତ କ୍ରିୟାନୁଷ୍ଠାନ କମିଟି

ବ୍ରହ୍ମପୁର ଅଫିସ,୧ା୬-ବ୍ରହ୍ମପୁର ସନ୍ନିକଟ ତଥା ପାର୍ଶ୍ୱବର୍ତ୍ତୀ ଅଞ୍ଚଳକୁ ବ୍ରହ୍ମପୁର ମହାନଗର ନିଗମ(ବିଏମସି)ରେ ସାମିଲ କରିବା ନେଇ ଏକ ବର୍ଷରୁ ଉର୍ଦ୍ଧ୍ୱ ହେବ ଆନ୍ଦୋଳନ ଜାରି ରହିଛି...

ପୋଲିସର ଆକ୍ରୋଶ: ଖବରଦାତାଙ୍କ ଗୋଡ଼ରେ ବେଡ଼ି

ବାଲେଶ୍ୱର ଅଫିସ/ସଜନାଗଡ଼, ୮ା୪(ଡି.ଏନ.ଏ.): ପୋଲିସ ବର୍ବରତାର ଏକ ଉଦାହରଣ ଦେଖିବାକୁ ମିଳିଛି ବାଲେଶ୍ୱର ଜିଲା ନୀଳଗିରି ଥାନା ଅଞ୍ଚଳରେ। ସାମାନ୍ୟ ଘଟଣାକୁ କେନ୍ଦ୍ର କରି ପୋଲିସ...

ଜଳକ୍ରୀଡ଼ାର ବିକାଶ ଲାଗି ଏମ୍‌ଓୟୁ

ଭୁବନେଶ୍ୱର,୫ା୧୨(ବ୍ୟୁରୋ): ରାଜ୍ୟ ସରକାର ହକିକୁ ପ୍ରୋତ୍ସାହନ ଦେବା ସହ ପ୍ରାୟୋଜକ ହୋଇଛନ୍ତି। ଏପରିକି ଜାତୀୟ ଓ ଅନ୍ତର୍ଜାତୀୟ ହକି ମହାକୁମ୍ଭ ଆୟୋଜନ କରି ବିଶ୍ୱ ଦରବାରରେ...

ଷ୍ଟିମ୍‌ ପାଇପ ଫାଟି ଶ୍ରମିକ ଆହତ ଘଟଣା: କ୍ଷତିପୂରଣ ଦେବାକୁ ଶୁଣୁନି କମ୍ପାନୀ, ଆନ୍ଦୋଳନ ଜାରି

ଗଞ୍ଜାମ,୭ା୧୦(ଡି.ଏନ୍‌.ଏ.): ଗ୍ରାସୀମ ଇଣ୍ଡଷ୍ଟ୍ରିଜରେ ମଙ୍ଗଳବାର ଷ୍ଟିମ୍‌ ପାଇପ ଫାଟି କମ୍ପାନୀ ଇଞ୍ଜିନିୟରଙ୍କ ସମେତ ତିନିଜଣ ଠିକା ଶ୍ରମିକ ଆହତ ହୋଇଥିଲେ। ବର୍ତ୍ତମାନ ଆହତ ଶଙ୍କର ରାଉଳଙ୍କ...

ବ୍ୟାଙ୍କ ମ୍ୟାନେଜର କହି ବୃଦ୍ଧଙ୍କଠାରୁ ଟଙ୍କା ଲୁଟ

ଦିଗପହଣ୍ଡି,୨୫ା୭(ଡି.ଏନ.ଏ.)-ଦିଗପହଣ୍ଡି ଭାରତୀୟ ଷ୍ଟେଟ ବ୍ୟାଙ୍କ ଶାଖା ନିକଟରୁ ବୁଧବାର ସକାଳ ପ୍ରାୟ ସାଢ଼େ ୯ଟାରେ ଲୁଟେରା ଅଭିନବ ଉପାୟରେ ଜଣେ ବୃଦ୍ଧଙ୍କଠାରୁ ଟଙ୍କା ଲୁଟି ଫେରାର୍‌...

ବିଜେଡି ଜିଲା ସଭାପତି ତାଲିକା ଘୋଷଣା: ୧୪ ପୁରୁଣା, ୧୯ ନୂଆମୁହଁଙ୍କୁ ଦାୟିତ୍ୱ; ସବିଶେଷ ଜାଣନ୍ତୁ..

ଭୁବନେଶ୍ୱର,୨୧।୨(ବ୍ୟୁରୋ): ଶୁକ୍ରବାର ବିଜେଡି ଜିଲା ସଭାପତି ତାଲିକା ଘୋଷଣା କରାଯାଇଛି। ମୋଟ ୩୩ଜଣ ସଭାପତିଙ୍କ ମଧ୍ୟରେ ୧୪ଜଣ ପୁରୁଣା ନେତା ଥିବା ବେଳେ ୧୯ଜଣ ନୂଆମୁହଁଙ୍କୁ...

Advertisement
Archives

Model This Week