ମମିତା ମୃତ୍ୟୁ ମାମଲା: ଷ୍ଟାଟସ୍‌ ରିପୋର୍ଟ ମାଗିଲେ ହାଇକୋର୍ଟ

କଟକ ଅଫିସ,୧୮ା୧୧: ଶିକ୍ଷୟିତ୍ରୀ ମମିତା ମେହେର ହତ୍ୟାକାଣ୍ଡ ମାମଲାରେ ତଦନ୍ତ ନେଇ ସରକାରଙ୍କୁ ଷ୍ଟାଟସ ରିପୋର୍ଟ ମାଗିଛନ୍ତି ହାଇକୋର୍ଟ। ତଦନ୍ତ କେତେ ଦୂର ଆଗେଇଛି ସେନେଇ ଏହି ରିପୋର୍ଟ ମାଗିଛନ୍ତି କୋର୍ଟ। ଆସନ୍ତା ୩ ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣି ପାଇଁ ତାରିଖ ଧାର୍ଯ୍ୟ ହୋଇଛି।

ଝିଅକୁ ନ୍ୟାୟ ପାଇଁ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ ମମିତାଙ୍କ ପରିବାର ଲୋକେ। ନିର୍ଦ୍ଦିଷ୍ଟ ସମୟ ଭିତରେ ତଦନ୍ତ ଶେଷ କରିବାକୁ ଏଥିରେ ଆବେଦନ କରାଯାଇଥିଲା। ଗୃହ ସଚିବ, ଡିଜିପି, ବଲାଙ୍ଗୀର ଜିଲାପାଳ ଓ ଏସ୍‌ପିଙ୍କୁ ପକ୍ଷଭୁକ୍ତ ପାଇଁ ଆବେଦନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଶିକ୍ଷାରେ ସବଳ ହେବେ ଦୁର୍ବଳ ଛାତ୍ରୀଛାତ୍ର

ଅନୁଗୋଳ ଅଫିସ, ୩ା୩ – କରୋନା କାରଣରୁ ଶିକ୍ଷା କ୍ଷେତ୍ରରେ ସୃଷ୍ଟି ହୋଇଥିବା ସଙ୍କଟ ଦୂର ପାଇଁ ସରକାରଙ୍କ ପକ୍ଷରୁ ଯଥାସମ୍ଭବ ଚେଷ୍ଟା କରାଯାଉଛି। ବିଶେଷକରି...

ନିୟମ କଡ଼ାକଡ଼ି ହେବା ପୂର୍ବରୁ ଧରାପଡ଼ି ଗିରଫ ହେଲେ ମଦ୍ୟପ ଗାଡ଼ିଚାଳକ, ଦେବେ ୧୦ ହଜାର ଜରିମାନା

କଟକ ଅଫିସ,୩୦।୧୧: ରବିବାରଠାରୁ କଡ଼ାକଡ଼ି ହେବାକୁ ଯାଉଛି ନୂଆ ମୋଟର ଯାନ ଆଇନ। ଏହା ପୂର୍ବରୁ କଟକ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ ପକ୍ଷରୁ ବାଙ୍କୀସ୍ଥିତ ଜାତ...

ରାସ୍ତାକଡ଼ରୁ ମିଳିଲା ମୃତଦେହ: ତଣ୍ଟିଚିପି ହତ୍ୟା ସନ୍ଦେହ

ଚାନ୍ଦବାଲି,୪।୨(ଡି.ଏନ୍‌.ଏ.): ଭଦ୍ରକ ଜିଲା ଚାନ୍ଦବାଲି ଥାନା ଅଧୀନ ଭଦ୍ରକ-ଚାନ୍ଦବାଲି ମୁଖ୍ୟ ରାସ୍ତା ମହୁଲିଆ ଛକ ନିକଟରୁ ଶନିବାର ଜଣେ ବ୍ୟକ୍ତିଙ୍କ ମୃତଦେହ ପୋଲିସ ଜବତ କରିଛି।...

ଶ୍ରାବଣ ପ୍ରଥମ ସୋମବାରରେ ଜଳଲାଗି କଲେ ହଜାର ହଜାର କାଉଡ଼ିଆ

କୋରାପୁଟ,୨୨।୭(ସ୍ବ.ପ୍ର.) : ଶ୍ରାବଣ ମାସର ପ୍ରଥମ ସୋମବାରରେ ଜଳଲାଗି କରିବା ପାଇଁ ଦୂରଦୂରାନ୍ତରୁ ହଜାର ହଜାର କାଉଡ଼ିଆ କୋରାପୁଟ ଆଗମନ କରିଥିବା ଦେଖାଯାଇଛି। କଟକ, ଜଗତିସଂହପୁର,...

ସାଇକେଲ ଚଲାନ୍ତୁ, ସୁସ୍ଥ ରୁହନ୍ତୁ

ପୁରୀ ଅଫିସ,୧୯ା୧: ସତ୍ୟବାଦୀ ଏଜୁକେଶନାଲ ଚାରିଟେବୁଲ ଟ୍ରଷ୍ଟ ଏବଂ ନେହେରୁ ଯୁବକେନ୍ଦ୍ର ମିଳିତ ଆନୁକୂଲ୍ୟରେ ଏକ ସାଇକେଲ ଶୋଭାଯାତ୍ରା ଶନିବାର ଅନୁଷ୍ଠିତ ହୋଇଯାଇଛି। ସାମନ୍ତ ଚନ୍ଦ୍ରଶେଖର...

୫୦ଟଙ୍କା ପାଇଁ ନାବାଳକଙ୍କ ଆତ୍ମହତ୍ୟା

ଟେନ୍‌ସା,୧୧।୮(ଡି.ଏନ୍‌.ଏ.): ମା’ଙ୍କୁ ମାଗିଲେ ୫୦ଟଙ୍କା ଦିଅ। ମିଟିଂରୁ ଫେରେ ତତେ ଟଙ୍କା ଦେବି କହି ମା’ ଗ୍ରାମକୁ ଗ୍ରୁପ ମିଟିଂ କରିବାକୁ ଚାଲି ଯାଇଥିଲେ। ଏତିକିରେ...

ଶେଷ ହେଲା ମାସାନ୍ତମେରୁ

ବ୍ରହ୍ମପୁର ଅଫିସ,୧୪।୪: ଗଞ୍ଜାମ ପାରମ୍ପାରିକ ଦଣ୍ଡଯାତ୍ରାର ଶେଷଦିନ ବୁଧବାର ହୋଇଥିବା ବେଳେ ଗୁରୁବାର ମହାବିଷୁବ ସଂକ୍ରାନ୍ତି ଅବସରରେ ଦଣ୍ଡଯାତ୍ରା ଉଦ୍‌ଯାପିତ ହେବ। ଏହି ଦିନ ମହାବୀର ହନୁମାନଙ୍କ...

ଭିନ୍ନକ୍ଷମଙ୍କୁ ମିଳୁନି ଆବାସ ଯୋଜନାରେ ଘର

ଯାଜପୁର ଅଫିସ/କାଏମା(ଡି.ଏନ୍‌.ଏ.), ୮ା୧୧:ଯାଜପୁର ଜିଲାରେ କେତେକ ଥିଲାବାଲାଙ୍କୁ ପ୍ରଧାନମନ୍ତ୍ରୀ ଆବାସ, ମୋ କୁଡିଆ ଓ ବିଜୁ ପକ୍କାଘର ଯୋଜନାରେ ସାମିଲ କରାଯାଉଥିବା ଅଭିଯୋଗ ହୋଇଆସୁଛି। କିନ୍ତୁ...

Advertisement
Archives

Model This Week