Posted inଜାତୀୟ

ପଞ୍ଚାୟତ ନିର୍ବାଚନରେ ଟିଏମ୍‌ସିର ବାଜିମାତ୍‌ ପରେ ଜନସାଧାରଣଙ୍କୁ ଧନ୍ୟବାଦ ଦେଲେ ମମତା, କହିଲେ ଲୋକଙ୍କ ହୃଦୟରେ ଟିଏମ୍‌ସି

କୋଲକାତା,୧୨।୭: ପଶ୍ଚିମବଙ୍ଗରେ ପଞ୍ଚାୟତ ନିର୍ବାଚନ ପାଇଁ ଗଣନା ଚାଲିଛି। ମଙ୍ଗଳବାର ପଞ୍ଚାୟତ ନିର୍ବାଚନରେ ଟିଏମ୍‌ସି ବଡ଼ ବିଜୟ ହାସଲ କରିବାକୁ ଯାଉଛି। ଯାହାକୁ ନେଇ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପଶ୍ଚିମବଙ୍ଗବାସୀଙ୍କୁ ଧନ୍ୟବାଦ ଜଣାଇଛନ୍ତି।

ନିର୍ବାଚନର ଫଳାଫଳ ପାଇଁ ଜୁଲାଇ ୧୧ ସକାଳ ୮ଟାରୁ ଭୋଟ ଗଣନା ଆରମ୍ଭ ହୋଇଥିଲା, ଯାହା ଏବେବି ଜାରି ରହିଛ। ମଙ୍ଗଳବାର ରାତି ୧୧.୩୦ପର୍ଯ୍ୟନ୍ତ ଗ୍ରାମ ପଞ୍ଚାୟତର ୬୩,୨୨୯ଟି ସିଟ୍‌ ମଧ୍ୟରୁ ଟିଏମ୍‌ସି ୩୦,୩୯୧ଟି ସିଟ ସୁରକ୍ଷିତ କରିଛି। ଯେଉଁଠାରେ ଭାଜପା କେବଳ ୮,୨୩୯ଟି ଆସନ ହାସଲ କରିଛି। ଟିଏମ୍‌ସି ୧,୭୬୭ଟି ଆସନରେ ଆଗୁଆ ଥିବାବେଳେ ଭାଜପା ମାତ୍ର ୪୪୭ଟି ଆସନରେ ଆଗରେ ରହିଛି। ସିପିଆଇ (ଏମ) ଏ ପର୍ଯ୍ୟନ୍ତ ମାତ୍ର ୨୫୩୪ସିଟ ଜିତିବାରେ ସକ୍ଷମ ହୋଇଛି ଏବଂ କଂଗ୍ରେସ ମାତ୍ର ୨,୧୫୮ ଟି ସିଟ ଜିତିବାରେ ସକ୍ଷମ ହୋଇଛି। ସିପିଆଇ (ଏମ) ୨୩୭ଟି ଆସନରେ ଆଗୁଆ ଥିବାବେଳେ କଂଗ୍ରେସ କେବଳ ୧୫୧ ଟି ଆସନରେ ଆଗୁଆ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

୨୪ ତାରିଖ ଯାଏଁ ଓଡ଼ିଶାରେ ପ୍ରବଳବର୍ଷା

ଭୁବନେଶ୍ୱର,୨୨।୮ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଓଡ଼ିଶାରେ ପୁଣି ବଢ଼ିବ ବର୍ଷାର ପରିମାଣ। ଭାରତୀୟ ପାଣିପାଗ ବିଭାଗର…

ପାରାଦୀପରୁ ବାହାରିଥିଲା, ଚୀନରେ ପହଞ୍ଚିବା ପୂର୍ବରୁ ନିଖୋଜ; ମଝି ସମୁଦ୍ରରେ ବୁଡିଗଲା ଜାହାଜ

ଭୁବନେଶ୍ୱର,୨୩ା୮: ଗଭୀର ସମୁଦ୍ରରେ ବିଦେଶୀ ଜାହାଜ ନିଖୋଜ। ପାରାଦୀପରୁ ଲୁହାପଥର ନେଇ ଚୀନ ଅଭିମୁଖେ ଯାଉଥିବା ଏକ ବିଦେଶୀ ମାଲବାହୀ ଜାହାଜ ଗଭୀର ସମୁଦ୍ରରେ ନିଖୋଜ ହୋଇଯାଇଛି।…

ଗୋବରୀ ନଦୀ ପାଇଁ ଜମ୍ବୁବାସୀଙ୍କ ଚିନ୍ତା: ଫାଇଲରେ ରହିଗଲା ଯୋଜନା, ବିପଦସଙ୍କୁଳ ଅବସ୍ଥାରେ ନଦୀ ପାର୍‌ ହେଉଛନ୍ତି ଛାତ୍ରୀଛାତ୍ର

ମହାକାଳପଡ଼ା,୨୩।୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ନଦୀ, ନାଳ ଘେରା ଜମ୍ବୁ ପଞ୍ଚାୟତକୁ ଦୀର୍ଘ ବର୍ଷଧରି ଡଙ୍ଗାରେ ଲୋକମାନେ ଯାତାୟାତ କରୁଥିବା…

ମଙ୍ଗଳଙ୍କ ଗୋଚରରେ ରାଜଯୋଗ; ବଢିବ ୫ରାଶିର ଇନକମ୍‌, ହୁ ହୁ ହୋଇ ବଢିବ ଧନ!

ଦ୍ରିକ୍ ପଞ୍ଚାଙ୍ଗ ଅନୁସାରେ, ୧୮ ସେପ୍ଟେମ୍ବର ୨୦୨୬ ତାରିଖ ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ. ଏହି ଦିନ ମଙ୍ଗଳ ଗ୍ରହ ନିଜର ନୀଚ ରାଶି କର୍କଟରେ…

ପୁଣି ଡରାଇଲାଣି ଲଘୁଚାପ, ଏସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷିବ! ଆଲର୍ଟ ଜାରି

ଭୁବନେଶ୍ୱର,୨୩ା୮(ବନ୍ଦନା ସେଠୀ): ବଙ୍ଗୋପସାଗରରେ ପୁଣି ଲଘୁଚାପ ସୃଷ୍ଟି ହେବ। ଶୁକ୍ରବାର ମ୍ୟାନ୍‌ମାର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ ଶନିବାର ଉତ୍ତର ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ…

ଧର୍ମାନ୍ତରୀକରଣ

ଚଳିତ ସପ୍ତାହରେ ପ୍ରକାଶ ପାଇଥିବା ଏକ ଖବରର ଶୀର୍ଷକ ହେଉଛି ‘ଧର୍ମାନ୍ତରୀକରଣ ଆଇନ ଏପର୍ଯ୍ୟନ୍ତ ଲାଗୁ ହୋଇ ନ ଥିବା ଜାଣିବା ପରେ ପୁଣେ ପୋଲିସ ସେହି…

ନିମ୍ନମାନର କାମ ଧୋଇନେଲା ବନ୍ଧ ହିଡ଼: ୧.୭୫ ଲକ୍ଷ ଟଙ୍କାର କାମକୁ ନେଇ ଉଠିଲା ପ୍ରଶ୍ନ

ଅମରପାଲି, ୨୩।୮ (ପୀତାମ୍ବର ସାହୁ): ବର୍ଷା ଆସିବାର କିଛି ଦିନ ମଧ୍ୟରେ ଧୋଇଗଲା ବନ୍ଧ ହିଡ଼। ନିମ୍ନମାନର କାମ ଯୋଗୁ ବନ୍ଧ ଭାଙ୍ଗି ପୋଖରୀର ପାଣି ଗାଁ…

ଚାଇନା ଅନୁପ୍ରବେଶ ଚିନ୍ତାଜନକ: ଅରୁଣାଚଳ ଏମ୍‌ପି

ଇଟାନଗର, ୨୩।୮ (ପି.ଟି.): ଅରୁଣାଚଳ ପ୍ରଦେଶର ବହୁ ଅଞ୍ଚଳ ଚାଇନା ଅକ୍ତିଆର କରିଥିବା ନେଇ ବାରମ୍ୱାର ରିପୋର୍ଟମାନ ପ୍ରକାଶ ପାଉଛି। କିନ୍ତୁ ଭାରତୀୟ ସେନା ଏହି ବିଷୟକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri