Posted inଜାତୀୟ

ବିଗୁଲ ବଜାଇଲେ ମମତା: ନୀତୀଶ-ସୋରେନଙ୍କ ସହ ଲଢ଼ିବେ ୨୦୨୪ ନିର୍ବାଚନ

କୋଲକାତା,୮।୯: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ତଥା ଟିଏମ୍‌ସି ନେତା ମମତା ବାନାର୍ଜୀ ୨୦୨୪ ଲୋକ ସଭା ନିର୍ବାଚନ ପାଇଁ ଏବେଠାରୁ ବିଗୁଲ ବଜାଇଛନ୍ତି। ଆଗାମୀ ଲୋକ ସଭା ନିର୍ବାଚନରେ ବିରୋଧୀ ଏକାଠି ହୋଇ ନିର୍ବାଚନ ଲଢ଼ିବେ। ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର, ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ସମେତ ଅନ୍ୟ ବିରୋଧୀ ନେତାଙ୍କ ସହ ମିଶି ମମତା ଭାଜପା ବିରୋଧରେ ନିର୍ବାଚନ ଲଢ଼ିବେ। ଏଥିସହ ସେ କହିଛନ୍ତି, ରାଜନୀତି ଏକ ଯୁଦ୍ଧ କ୍ଷେତ୍ର ହୋଇଥିବା ବେଳେ ସମସ୍ତ ବିରୋଧୀ ଏକଜୁଟ ହେବୁ। ୩୪ବର୍ଷ ଧରି ଯୁଦ୍ଧ କରିଚାଲିଛୁ ଆଗକୁ ଜାରି ରହିବ ବୋଲି ମମତା କହିଛନ୍ତି। ଏଥିସହ ସେ ଝାଡ଼ଖଣ୍ଡ ରାଜନୈତିକ ସଙ୍କଟ ଉପରେ ମଧ୍ୟ ବୟାନ ରଖିଛନ୍ତି। ସେ କହିଛନ୍ତି, ଭାଜପା ଝାଡ଼ଖଣ୍ଡକୁ ବିକ୍ରି କରିବାକୁ ଚାହଁଥିଲା। କିନ୍ତୁ ଆମେ ଝାଡ଼ଖଣ୍ଡକୁ ବଞ୍ଚାଇ ବିଦ୍ରୋହୀ ବିଧାୟକଙ୍କୁ ଗିରଫ କରାଇଛୁ ବୋଲି ମମତା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗଣବଳାତ୍କାର ଶିକାର ହେଲେ ନାବାଳିକା

ମୁମ୍ବାଇ,୧୫।୧୧: ମହାରାଷ୍ଟର ବିଡ ଅଞ୍ଚଳରେ ଏକ ଅଭାବନୀୟ ଲଜ୍ଜାଜନକ ଘଟଣା ଘଟିଛି। ଜଣେ ନାବାଳିକା ବିବାହିତା ଯୁବତୀଙ୍କୁ ଦୀର୍ଘ ୬ମାସ ଧରି ଗଣବଳାତ୍କାର କରାଯାଇଥିବା ଅଭିଯୋଗ...

ନେତାଜୀଙ୍କ ଜୀବନ ସହ ସମ୍ପର୍କିତ ରହସ୍ୟ ଉପରୁ ହଟିବ ପରଦା: ୭୪ ବର୍ଷ ପୁରୁଣା ଅପ୍ରକାଶିତ ପୁସ୍ତକ ହେବ ପ୍ରକାଶିତ…

ନୂଆଦିଲ୍ଲୀ,୨୩।୧ : ମହାନ ସ୍ବାଧୀନତା ସଂଗ୍ରାମୀ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଜନ୍ମ ବାର୍ଷିକୀ ସୋମବାର ସାରା ଦେଶରେ ପାଳନ କରାଯାଉଛି। ତାଙ୍କ ପ୍ରତିମୂର୍ତ୍ତିକୁ ଶ୍ରଦ୍ଧାଞ୍ଜଳି...

ମନ୍ଦିର ଆସିଥିବା ମହିଳାଙ୍କ ଚୁଟି ଧରି ଚାପୁଡ଼ା ପରେ ଚାପୁଡ଼ା ମାରିଚାଲିଲେ ପୂଜକ, କାରଣ ଜାଣିଲେ…

ପାଟଣା,୭ା୮: ବିହାରର ଦରଭଙ୍ଗାରେ ଜଣେ ପୂଜାରୀ ମନ୍ଦିରକୁ ପୂଜା କରିବା ପାଇଁ ଆସିଥିବା ମହିଳାଙ୍କ ଚୁଟି ଧରି ପିଟିଛନ୍ତି। ଏହି ଘଟଣାର ଭିଡିଓ ଏବେ ସୋସିଆଲ...

ମହାରାଷ୍ଟ୍ରରେ ଜନତା କର୍ଫ୍ୟୁ

ମୁମ୍ବାଇ,୧୪ା୪: ମହାରାଷ୍ଟ୍ରରେ କରୋନା ଭୂତାଣୁର ଉଗ୍ରରୂପକୁ ଦେଖି ‘ଜନତା କର୍ଫ୍ୟୁ’ ଜାରି କରିଛନ୍ତି ଉଦ୍ଧବ ସରକାର। ମଙ୍ଗଳବାର ୬୦,୨୧୨ ସଂକ୍ରମିତ ହୋଇଥିବାବେଳେ ୨୮୧ ଜଣଙ୍କ ମୃତ୍ୟୁ...

ୟୁକ୍ରେନ୍ ଫେରନ୍ତା ମେଡିକାଲ ଛାତ୍ରଙ୍କୁ ଆଶ୍ୱସ୍ତି

ନୂଆଦିଲ୍ଲୀ,୨୯ ।୭: ରୁଷିଆ-ୟୁକ୍ରେନ୍ ଯୁଦ୍ଧରୁ ଜୀବନ ବଞ୍ଚାଇ ସ୍ୱଦେଶ ଫେରି ଆସିଥିବା ପ୍ରାୟ ୨୦ ହଜାର ମେଡିକାଲ୍ର ଷ୍ଟୁଡେଣ୍ଟଙ୍କ ଭବିଷ୍ୟତକୁ ନେଇ ସରକାର ବଡ ଘୋଷଣା...

କାନ୍ଧରେ ଅକ୍ସିଜେନ ସିଲିଣ୍ଡର, ଟ୍ରେରେ ନବଜାତ ଶିଶୁକୁ ଧରି ହସ୍ପିଟାଲରେ ବୁଲିରେ ଦମ୍ପତ୍ତି

ବକ୍ସର, ୨୬।୭: ବିହାରର ବକ୍ସର ଜିଲା ସଦର ହସ୍ପିଟାଲରେ ଆଶ୍ଚର୍ଯ୍ୟ କଲା ଭଳି ଏକ ଘଟଣା ଦେଖିବାକୁ ମିଳିଛି। ଏଠାରେ ଜଣେ ବ୍ୟକ୍ତି କାନ୍ଧରେ ଅକ୍ସିଜେନ...

ଭାରତରେ ଗଲାଣି ୮୨୩ ଜୀବନ

ନୂଆଦିଲ୍ଲୀ,୨୬।୪: ଦେଶରେ କରୋନା ସ୍ଥିତି ଉଦ୍‌ବେଗଜନକ ଭାବେ ବୃଦ୍ଧିପାଇବାରେ ଲାଗିଛି। ଲକ୍‌ଡାଉନ୍‌ ସତ୍ତ୍ୱେ ନୂଆ ରୋଗୀଙ୍କ ସଂଖ୍ୟା ବଢ଼ିଚାଲିଛି। ଶନିବାର ସୁଦ୍ଧା ଦେଶରେ କରୋନା ସଂକ୍ରମିତଙ୍କ...

କଂଗ୍ରେସକୁ ପୂରିଲା ୧୩୫ ବର୍ଷ: ଦେଶବ୍ୟାପି ‘ସମ୍ବିଧାନ ବଚାଓ, ଭାରତ ବଚାଓ’ ରାଲି

ନୂଆଦିଲ୍ଲୀ, ୨୮।୧୨: କଂଗ୍ରେସ ଶନିବାର ୧୩୫ ତମ ପ୍ରତିଷ୍ଠା ଦିବସ ପାଳନ କରୁଛି। ଏହି ଅବସରରେ ଦିଲ୍ଲୀସ୍ଥିତ ଦଳୀୟ କାର୍ଯ୍ୟାଳୟରେ କଂଗ୍ରେସ ପକ୍ଷରୁ ଜାତୀୟ ପତାକା...

Advertisement
Archives

Model This Week