୨୦ରୁ ଅଧିକ କୁକୁରଙ୍କୁ ବିଷ ଦେଇ ମାରିଥିଲେ; ଜଳଖିଆ ଦୋକାନୀଙ୍କୁ ବାନ୍ଧିଲା ପୋଲିସ

ଟାଙ୍ଗୀ,୨୩।୯(ଡି.ଏନ୍‌.ଏ.): କଟକ ଜିଲା ଚୌଦ୍ୱାର ଥାନା ଅନ୍ତର୍ଗତ ଶଙ୍କରପୁର ଗ୍ରାମରେ ଖାଦ୍ୟରେ ବିଷ ଦେଇ ୨୦ରୁ ଅଧିକ କୁକୁରଙ୍କୁ ମାରିଥିବା ଅଭିଯୋଗ ହୋଇଥିଲା। ଏହି ଘଟଣାରେ ଗୁରୁବାର ପୋଲିସ ଜଳଖିଆ ଦୋକାନୀ ଅଜୟ କୁମାର ସାହୁଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି।

ପ୍ରକାଶ ଯେ, ଶଙ୍କରପୁର ଗ୍ରାମରେ ଗତ ୩ ଦିନ ମଧ୍ୟରେ ୧୨ଟି କୁକୁରଙ୍କ ମୃତ୍ୟୁ ଘଟିଥିଲା। ଏହାକୁ ନେଇ ଚୌଦ୍ୱାର ଥାନାରେ ଗ୍ରାମବାସୀମାନେ ଉକ୍ତ ଜଳଖିଆ ଦୋକାନୀଙ୍କ ନାମରେ ଲିଖିତ ଅଭିଯୋଗ କରିଛନ୍ତି। ଏନେଇ ପୋଲିସ ସମ୍ପୃକ୍ତ ଦୋକାନୀ ଅଟକ ରଖି ପଚରାଉଚରା ଚଳାଇଛି। ତେଣୁ ଦୋକାନୀଜଣଙ୍କ ଖାଦ୍ୟରେ ବିଷ ଦେଇ କୁକୁରମାନଙ୍କୁ ମାରି ଦେଇଥିବା ଗ୍ରାମବାସୀ ସନ୍ଦେହ କରିଥିଲେ। ଗ୍ରାମବାସୀଙ୍କ ଅଭିଯୋଗକ୍ରମେ ସମ୍ପୃକ୍ତ ଦୋକାନୀଙ୍କୁ ଅଟକ ରଖାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପିପିଲି ଉପନିର୍ବାଚନ: ସରିଲା ନାମାଙ୍କନ

ପୁରୀ ଅଫିସ/ପିପିଲି(ସ୍ବ.ପ୍ର.),୩୧ା୩: ପିପିଲି ଉପନିର୍ବାଚନ ପାଇଁ ନାମାଙ୍କନ ପତ୍ର ଦାଖଲ ମଙ୍ଗଳବାର ଶେଷ ହୋଇଛି। ଶେଷ ଦିନରେ ବିଜେଡି ଓ କଂଗ୍ରେସ ପ୍ରାର୍ଥୀଙ୍କ ସମେତ ୧୨ଜଣ...

ଟିକିରା ନଦୀରେ ବୁଡ଼ି ଜଣେ ମୃତ

କଣିହାଁ, ୧୬ା୪(ଡି.ଏନ.ଏ.)- ଅନୁଗୋଳ ଜିଲା କଣିହାଁ ବ୍ଲକ ଏନଟିପିସି ଟାଉନ ଥାନା ଟୋଲକବେଡା ଗ୍ରାମର ପଞ୍ଚାନନ ସାହୁ(୫୮) ଗୁରୁବାର ଟିକିରା ନଦୀରେ ବୁଡ଼ି ପ୍ରାଣ ହରାଇଛନ୍ତି।...

ଛାତ୍ରୀଛାତ୍ରଙ୍କୁ ନିମ୍ନମାନର ମଧ୍ୟାହ୍ନ ଭୋଜନ ଦିଆଯିବା ଘଟଣା: ଜିଲା ଷ୍ଟାଣ୍ଡିଂ କମିଟି ସୁପାରିସ ପରେ ବି କାର୍ଯ୍ୟାନୁଷ୍ଠାନ ଶୂନ

ଗୋପ, ୨୩।୧୧(ଡ.ଏନ୍‌.ଏ.): ପୁରୀ ଜିଲା ଷ୍ଟାଣ୍ଡିଂ କମିଟି ଗୋପ ବ୍ଲକ୍‌ର କେତେକ ସ୍କୁଲର ଗତ ୧୮ ତାରିଖରେ ଭିିତ୍ତିଭୂମି ଓ ମଧ୍ୟାହ୍ନ ଭୋଜନ ଯାଞ୍ଚ କରୁଥିବାବେଳେ...

ଫାଷ୍ଟ କମ୍‌ ଫାଷ୍ଟ ଲୋଡିଂ ବ୍ୟବସ୍ଥାକୁ ବିରୋଧ:୧୯ ଆନ୍ଦୋଳନକାରୀ ଗିରଫ, ଉତ୍ତେଜନା

ତାଳଚେର,୬ା୧୨(ନି.ପ୍ର.) କୋଇଲା ପରିବହନରେ ସୁବ୍ୟବସ୍ଥା ପାଇଁ ଏମ୍‌ସିଏଲ୍‌ର ବଳରାମ ଖଣିରେ ଗୁରୁବାର ଫାଷ୍ଟ କମ୍‌ ଫାଷ୍ଟ ଲୋଡିଂ ବ୍ୟବସ୍ଥା ଲାଗୁ କରାଯାଇଥିଲେ ହେଁ ଏହାକୁ ନେଇ...

ବେଆଇନ ମାଙ୍କଡ଼ା ପଥର ବୋଝେଇ ଗାଡ଼ି ଓଲଟିଲା

ବେଗୁନିଆ, ୨୩। ୮ (ଡି.ଏନ.ଏ.)- ବେଆଇନ ଭାବେ ପଥର ଖଣିରୁ ଗୁରୁବାର ବିଳମ୍ବିତ ରାତିରେ ମାଙ୍କଡା ପଥର ବୋଝେଇ କରି ପଳାଇ ଯାଉଥିବା ଏକ ମିନି...

ପଞ୍ଚାୟତ ସ୍ତରରେ ଖୋଲିଲା ସଙ୍ଗରୋଧ କେନ୍ଦ୍ର

କେନ୍ଦୁଝର, ୨୯ା୩(ସ୍ବ.ପ୍ର.)- ବାହାର ରାଜ୍ୟରୁ ଆସୁଥିବା ଲୋକଙ୍କ ପାଇଁ କେନ୍ଦୁଝର ଜିଲା ସଦର ବ୍ଲକର ୨୫ ପଞ୍ଚାୟତରେ ସଙ୍ଗରୋଧ କେନ୍ଦ୍ର ଖୋଲାଯାଇଛି। ଏନେଇ ପଦ୍ମପୁର ଗୋଷ୍ଠୀ...

୨ଗାଈ,୪ଛେଳି ଜୀବନ୍ତ ଦଗ୍ଧ

ପଦ୍ମପୁର,୭।୮(ଡି.ଏନ୍‌.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧିନ ଗୋବିନ୍ଦପୁର ଗ୍ରାମପଞ୍ଚାୟତ କଷିମଳାଗୋଠ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଉକ୍ତ ଗାଁର ନରି ଜେନାଙ୍କ ଗୁହାଳ...

ବଳକା ରଥକାଠ ପାଇଁ ଜାଗା ନାହିଁ: ଖରା ବର୍ଷାରେ ନଷ୍ଟ ହେଉଛି ରଥଚକ

ପୁରୀ ଅଫିସ, ୧୫ା୬: ପ୍ରତିବର୍ଷ ମହାପ୍ରଭୁଙ୍କ ରଥଯାତ୍ରା ଲାଗି ତିିନୋଟି ରଥ ନିର୍ମାଣ କରାଯାଉଛି। ଏଥିପାଇଁ ଆବଶ୍ୟକ କାଠ ନୟାଗଡ଼ ଏବଂ ଖୋର୍ଦ୍ଧା ବନମଣ୍ଡଳରୁ ଅଣାଯାଇଥାଏ।...

Advertisement


Archives

Model This Week