୨୦ରୁ ଅଧିକ କୁକୁରଙ୍କୁ ବିଷ ଦେଇ ମାରିଥିଲେ; ଜଳଖିଆ ଦୋକାନୀଙ୍କୁ ବାନ୍ଧିଲା ପୋଲିସ

ଟାଙ୍ଗୀ,୨୩।୯(ଡି.ଏନ୍‌.ଏ.): କଟକ ଜିଲା ଚୌଦ୍ୱାର ଥାନା ଅନ୍ତର୍ଗତ ଶଙ୍କରପୁର ଗ୍ରାମରେ ଖାଦ୍ୟରେ ବିଷ ଦେଇ ୨୦ରୁ ଅଧିକ କୁକୁରଙ୍କୁ ମାରିଥିବା ଅଭିଯୋଗ ହୋଇଥିଲା। ଏହି ଘଟଣାରେ ଗୁରୁବାର ପୋଲିସ ଜଳଖିଆ ଦୋକାନୀ ଅଜୟ କୁମାର ସାହୁଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି।

ପ୍ରକାଶ ଯେ, ଶଙ୍କରପୁର ଗ୍ରାମରେ ଗତ ୩ ଦିନ ମଧ୍ୟରେ ୧୨ଟି କୁକୁରଙ୍କ ମୃତ୍ୟୁ ଘଟିଥିଲା। ଏହାକୁ ନେଇ ଚୌଦ୍ୱାର ଥାନାରେ ଗ୍ରାମବାସୀମାନେ ଉକ୍ତ ଜଳଖିଆ ଦୋକାନୀଙ୍କ ନାମରେ ଲିଖିତ ଅଭିଯୋଗ କରିଛନ୍ତି। ଏନେଇ ପୋଲିସ ସମ୍ପୃକ୍ତ ଦୋକାନୀ ଅଟକ ରଖି ପଚରାଉଚରା ଚଳାଇଛି। ତେଣୁ ଦୋକାନୀଜଣଙ୍କ ଖାଦ୍ୟରେ ବିଷ ଦେଇ କୁକୁରମାନଙ୍କୁ ମାରି ଦେଇଥିବା ଗ୍ରାମବାସୀ ସନ୍ଦେହ କରିଥିଲେ। ଗ୍ରାମବାସୀଙ୍କ ଅଭିଯୋଗକ୍ରମେ ସମ୍ପୃକ୍ତ ଦୋକାନୀଙ୍କୁ ଅଟକ ରଖାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପାଇକ ବିଦ୍ରୋହକୁ ପ୍ରଥମ ସ୍ବାଧୀନତା ଆନ୍ଦୋଳନ ମାନ୍ୟତା ନ ମିଳିବା ପ୍ରସଙ୍ଗ: ପୁନର୍ବିଚାର ଦାବି

ଖୋର୍ଦ୍ଧା ଅଫିସ,୫ା୧୨: ପାଇକ ବିଦ୍ରୋହ ଦେଶର ପ୍ରଥମ ସ୍ବାଧୀନତା ସଂଗ୍ରାମ ନୁହେଁ ବୋଲି ଗୁରୁବାର କେନ୍ଦ୍ର ସଂସ୍କୃତି ମନ୍ତ୍ରୀ ଜି.କିଷାନ ରେଡ୍ଡି ରାଜ୍ୟ ସଭାରେ କହିଛନ୍ତି।ଭାରତୀୟ...

କାର୍ଯ୍ୟାନୁଷ୍ଠାନ ଗ୍ରହଣ କଲାନି ପୋଲିସ: ଜୀବନ ହାରିଲେ ନିର୍ଯାତିତା ନାବାଳିକା !

ଢେଙ୍କାନାଳ ଅଫିସ/ଭାପୁର(ଡି.ଏନ.ଏ.), ୩୦ା୭-ରାସ୍ତାରେ ଚଲାଇ ଦେଉ ନ ଥିଲେ। ମା’ବାପା ନ ଥିବା ବେଳେ ଘରେ ପଶି ଦୁର୍ବ୍ୟବହାର ପ୍ରଦର୍ଶନ କରୁଥିଲେ। ଲିଖିତ ଏତଲା ଦେବା...

ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରୁ ହଟାଯାଉନି ହୋର୍ଡିଂ

ଭଣ୍ଡାରିପୋଖରୀ,୩୧।୧(ଡି.ଏନ.ଏ) ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ଗ୍ରାମାଞ୍ଚଳରେ ତିନି ପ୍ରମୁଖ ଦଳ ପକ୍ଷରୁ ଲୋକଙ୍କୁ ଭେଟି ଭୋଟ୍‌ ଭିକ୍ଷା ଆରମ୍ଭ କରାଯାଇଛି। ଗ୍ରାମାଞ୍ଚଳରେ ସରକାରଙ୍କ ଯୋଜନା...

ଆଜି ବିର୍ସା ମୁଣ୍ଡା ହକି ଷ୍ଟାଡିୟମ ଉଦ୍‌ଘାଟନ

ରାଉରକେଲା ଅଫିସ୍‌, ୫ା୧:ଷ୍ଟିଲସିଟି ରାଉରକେଲାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ଗସ୍ତ କରୁଛନ୍ତି। ରାଉରକେଲାରେ ପ୍ରଥମ ଥର କରି ପୁରୁଷ ହକି ବିଶ୍ୱକପ୍‌ ମ୍ୟାଚ ଖେଳା...

୩ ରଥରେ ବିଜେ ହେଲା ଆଜ୍ଞାମାନ

ପୁରୀ ଅଫିସ, ୨୨।୬: ମଙ୍ଗଳବାର ରଥଯାତ୍ରା। ଗୋଟିଏପଟେ ସୁପ୍ରିମକୋର୍ଟରେ ରଥଯାତ୍ରାକୁ ନେଇ ଜଣିକିଆ ଖଣ୍ଡପୀଠରେ ଶୁଣାଣି ଚାଲିଥିବା ବେଳେ ଅନ୍ୟପଟେ ତିନି ରଥକୁ ଆଜ୍ଞାମାଳ ବିଜେ...

ବିଧାୟକ ବିଷ୍ଣୁ ଦାସ ଅସୁସ୍ଥ

ଭୁବନେଶ୍ୱର,୧୨।୭(ବ୍ୟୁରୋ): ବରିଷ୍ଠ ବିଜେଡି ନେତା ତଥା ତିର୍ତ୍ତୋଲ ବିଧାୟକ ବିଷ୍ଣୁ ଦାସ ଅସୁସ୍ଥ। ସେ ନିମୋନିଆରେ ପୀଡ଼ିତ ଥିବା ଜଣାପଡ଼ିଛି। ତାଙ୍କୁ ଭୁବନେଶ୍ୱରସ୍ଥିତ ଏକ ଘରୋଇ...

ପୋଲିସକୁ ଚକ୍‌ମା ଦେଇ ଚମ୍ପଟ ମାରିଲେ ବଳାତ୍କାର ଅଭିଯୁକ୍ତ

ବଡ଼ବିଲ,୨୯ା୪(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅଞ୍ଚଳରେ ଏକ ବଳାତ୍କାର ଘଟଣାରେ ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରି ଡାକ୍ତରୀ ମାଇନା ନିମନ୍ତେ ନେଇଥିଲା ବେଳେ...

ପାଣିକୋଇଲିରେ ଡବଲ ମର୍ଡର

ଯାଜପୁର ଅଫିସ/ ପାଣିକୋଇଲି(ଡି.ଏନ.ଏ.),୪।୯: ଯାଜପୁର ଜିଲା ପାଣିକୋଇଲ ଅଞ୍ଚଳରେ ଘଟିଛି ଡବଲ ମର୍ଡର। ଶୁକ୍ରବାର ସକାଳେ ୧୬ ନମ୍ବର ଜାତୀୟ ରାଜପଥର ସାନସୋତି ଗ୍ରାମ ନିକଟ...

Advertisement
Archives

Model This Week