Posted inଜାତୀୟ

ଏଆଇ ପ୍ରସ୍ତୁତ ମୋଦିଙ୍କ ଆପତ୍ତିଜନକ ଫଟୋ ଶେୟାର କରିଥିବା ଯୁବକ ଗିରଫ

ନୂଆଦିଲ୍ଲୀ,୨୧ା୩: ଆର୍ଟିଫିସିଆଲ୍‌ ଇଣ୍ଟେଲିଜେନ୍ସ (ଏଆଇ) ସହାୟତାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆପତ୍ତିଜନକ ଫଟୋ ପ୍ରସ୍ତୁତ କରି ସୋସିଆଲ୍‌ ମିଡିଆରେ ଶେୟାର କରିଥିବା ଅଭିଯୋଗରେ ବିହାରର ସିଦ୍ଧନାଥ କୁମାରଙ୍କୁ ଦିଲ୍ଲୀ ପୋଲିସ ଗିରଫ କରିଛି। ବିହାରର ଅର୍‌ଓ୍ବାଲ ଜିଲାରୁ ଗିରଫ ହୋଇଥିବା ସିଦ୍ଧନାଥଙ୍କ ନାମରେ ପୋଲିସ ମାମଲା ରୁଜୁ କରିବା ସହ ଜେରା ପାଇଁ ଦିଲ୍ଲୀ ଆଣିଛି। ଅଭିଯୁକ୍ତ ଜଣକ ପୂର୍ବରୁ ଭାଜପାର ଜଣେ ବିଧାୟିକା ଏବଂ ଜଣେ ବିଦେଶୀ ମହିଳା ନେତ୍ରୀଙ୍କ ପରିବର୍ତ୍ତିତ ଫଟୋ ଶେୟାର କରିଥିଲେ ବୋଲି ପୋଲିସ କହିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଭାରତକୁ ନାଲିଆଖି ଦେଖାଇଲେ ନେପାଳ ସରକାର, ଧମକ ଦେଇ କହିଲେ କାଠମାଣ୍ଡୁର ସମ୍ମତି ବିନା…

କାଠମାଣ୍ଡୁ,୬ା୫: ନେପାଳର ବାଲେନ ସରକାର ଭାରତକୁ ନାଲିଆଖି ଦେଖାଇଛନ୍ତି। ନେପାଳ ସରକାର ମାନସରୋବର ଯାତ୍ରାର ପଥକୁ କଡ଼ା ବିରୋଧ କରିଛନ୍ତି। ଏହା ଭାରତ ଏବଂ ନେପାଳ ମଧ୍ୟରେ…

ତାମିଲନାଡୁରେ ଲାଗିବ ରାଷ୍ଟ୍ରପତି ଶାସନ? ବିଜୟଙ୍କ ବଢିଲା ଟେନଶନ

ଚେନ୍ନାଇ,୬।୫: ତାମିଲନାଡୁର ସମଗ୍ର ରାଜନୈତିକ ଦୃଶ୍ୟପଟ ପରିବର୍ତ୍ତନ ହୋଇଛି। ଥାଲାପଥି ବିଜୟଙ୍କ ଦଳ, ଟିଭିକେର ବିଜୟ ପ୍ରାୟ ଛଅ ଦଶନ୍ଧି ଧରି ରାଜ୍ୟରେ ରହିଥିବା ରାଜନୈତିକ ସମୀକରଣକୁ…

ତାମିଲନାଡୁରେ ବିଜୟଙ୍କ ଦଖଲ ପରେ ପବନ କଲ୍ୟାଣଙ୍କ ବଡ଼ ବୟାନ, ମାଟିରେ ମିଶିଯିବ…ରାଜନୀତିରେ ଝଡ

ଚେନ୍ନାଇ,୬।୫: ତାମିଲନାଡୁର ରାଜନୈତିକ ଦୃଶ୍ୟପଟରେ, ବିଧାନସଭା ନିର୍ୱାଚନର ଫଳାଫଳ ପରେ ବୟାନବାଜିର ଏକ ଝଡ଼ ତୀବ୍ର ହୋଇଛି। ଏହି ପରିପ୍ରେକ୍ଷୀରେ, ଆନ୍ଧ୍ର ପ୍ରଦେଶର ଉପମୁଖ୍ୟମନ୍ତ୍ରୀ ଏବଂ ଜନସେନା…

ଇସ୍ତଫା ନ ଦେବା ଉପରେ ଗିରଫ ହେବେ ମମତା ବାନାର୍ଜୀ, କ’ଣ କହୁଛି ଭାରତର ନିୟମ…

କୋଲକାତା,୬।୫: ପଶ୍ଚିମବଙ୍ଗ ରାଜନୀତି ଏପରି ଏକ ମୋଡ଼ ନେଇଛି ଯାହା ବହୁତ କମ ଲୋକ କଳ୍ପନା କରିପାରନ୍ତି। ୨୦୨୬ ନିର୍ବାଚନ ଫଳାଫଳ ରାଜ୍ୟର କ୍ଷମତା ଦୃଶ୍ୟପଟକୁ ସ୍ପଷ୍ଟ…

ଏହି ଦିନ ତାମିଲନାଡୁର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ବିଜୟ! ସାମ୍‌ନାକୁ ଆସିଲା ତାରିଖ

ଚେନ୍ନାଇ,୬।୫: ତାମିଲନାଡୁ ନିର୍ବାଚନରେ ବିପୁଳ ବିଜୟ ପରେ ଥଲାପଥି ବିଜୟ ମୁଖ୍ୟମନ୍ତ୍ରୀ ହେବାର ସମ୍ଭାବନା ଅଛି। ନବନିର୍ବାଚିତ ଟିଭିକେ ଦଳର ବିଧାୟକମାନେ ମଙ୍ଗଳବାର ଦିନ ବୈଠକ କରିଥିଲେ…

ତାମିଲନାଡୁରେ ଭାଙ୍ଗିଲା କଂଗ୍ରେସ-ଡିଏମକେ ମେଣ୍ଟ, ନୂତନ ସରକାର ଗଠନ ପାଇଁ ବିଜୟଙ୍କ ସହ ହାତ ମିଳାଇଲେ ରାହୁଲ

ଚେନ୍ନାଇ,୬।୫: ତାମିଲନାଡୁରେ ନୂତନ ସରକାର ଗଠନ ପାଇଁ ବିଜୟଙ୍କ ଟିଭିକେକୁ ସମର୍ଥନ ଜଣାଇ କଂଗ୍ରେସ ବୁଧବାର ରାଜ୍ୟରେ ଡିଏମକେ ସହିତ ଦୀର୍ଘକାଳୀନ ମେଣ୍ଟ ଭାଙ୍ଗି ଦେଇଛି। କଂଗ୍ରେସ…

ବିଜୟଙ୍କ ଗୋଟି ଚାଳନା! ସରକାର ଆସିବା ପୂର୍ୱରୁ ରାଜନୀତିରେ ଖେଳିଲେ ବଡ଼ ଗେମ୍‌

ଚେନ୍ନାଇ,୬।୫: ତାମିଲନାଡୁରେ କଂଗ୍ରେସ ଏବଂ ଡିଏମକେ ମଧ୍ୟରେ ମେଣ୍ଟ ଭାଙ୍ଗିବାକୁ ବସିଛି। କଂଗ୍ରେସ ଅଭିନେତା ବିଜୟଙ୍କ ଦଳ ଟିଭିକେକୁ ସମର୍ଥନ ଦେବାକୁ ସଙ୍କେତ ଦେଇଛି। କଂଗ୍ରେସ ମହାସଚିବ…

ବାପାଙ୍କ ହାତ ଛାଡ଼ିଦେଲେ ଥଲାପତି ବିଜୟଙ୍କ ପୁଅ! ବଢୁଛି ଚର୍ଚ୍ଚା

ନୂଆଦିଲ୍ଲୀ,୬।୫: ଚଳଚ୍ଚିତ୍ର ଶିଳ୍ପରୁ ରାଜନୀତିରେ ପ୍ରବେଶ କରିଥିବା ଅଭିନେତା ଥଲାପତି ବିଜୟ ତାଙ୍କର ପ୍ରଥମ ନିର୍ବାଚନରେ ଏକ ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ତାମିଲନାଡୁ ବିଧାନସଭା ନିର୍ବାଚନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri