Posted inରାଜ୍ୟ

ପରୀକ୍ଷା ଦେଇ ଫେରୁଥିବାବେଳେ ଯୁକ୍ତ ଦୁଇ ଛାତ୍ରୀଙ୍କ ଗଳା କାଟିଲେ ଯୁବକ

ଭୁବନେଶ୍ୱର,୨।୩(ବ୍ୟୁରୋ): ପରୀକ୍ଷା ଦେଇ ଫେରୁଥିବାବେଳେ ଜଣେ ଯୁକ୍ତ ଦୁଇ ଛାତ୍ରୀଙ୍କ ଗଳା କାଟିଲେ ଯୁବକ। ଏଭଳି ଘଟଣା ରାୟଗଡା ଜିଲା ଗୁଣୁପୁର ଅଞ୍ଚଳରେ ଘଟିଛି। ତେବେ ଛାତ୍ରୀଙ୍କୁ ଉଦ୍ଧାର କରି ପଦ୍ମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନିଆଯାଇଥିବା ବେଳେ ଅବସ୍ଥା ଗୁରୁତର ହେବାରୁ ପରେ ବ୍ରହ୍ମପୁର ବଡ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ଅନ୍ୟପଟେ, ଅଭିଯୁକ୍ତଙ୍କୁ ପୋଲିସ ଅଟକ ରଖିଛି।

ସୂଚନାଯୋଗ୍ୟ, ରାୟଗଡା ଜିଲା ଛାତ୍ରୀ ଜଣଙ୍କ ଗୁମୁଡାସ୍ଥିତ ଦ୍ରୌପଦୀ କଲେଜରେ ଯୁକ୍ତ ଦୁଇ କଳାରେ ପଢନ୍ତି। ଆଜିଠୁ ଯୁକ୍ତ ଦୁଇ କଳା ପରୀକ୍ଷା ଆରମ୍ଭ ହୋଇଥିବା ବେଳେ ସେ ମଧ୍ୟ ପରୀକ୍ଷା ଦେବାକୁ ଯାଇଥିଲେ। ପରୀକ୍ଷା ଦେଇ ଫେରିବା ବେଳେ କଲେଜ ନିକଟରେ ଜଣେ ଯୁବକ ହଠାତ୍‌ ତାଙ୍କୁ ଛୁରୀରେ ଆକ୍ରମଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜଙ୍ଗଲ ଓ ପରିବେଶ ମନ୍ତ୍ରୀଙ୍କ ବଡ଼ ବୟାନ, ରାଜ୍ୟରେ ହାତୀ ସଂଖ୍ୟା ବଢ଼ିବା…

ଭୁବନେଶ୍ବର,୧୧।୨: ଦିନକୁ ଦିନ ହାତୀ ଆକ୍ରମଣରେ ମନୁଷ୍ୟଙ୍କ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି । ଯାହାକି ଏକ ପ୍ରକାର ଚିନ୍ତାର କାରଣ ସାଜିଛି । ତେବେ ଆଜି…

ଦ୍ୱିତୀୟ ମହଲାରେ ହଠାତ୍‌ ଲାଗିଲା ନିଆଁ, ଆଉ ତା’ ପରେ…

ଗୁଣପୁର,୧୧ା୨(ସଙ୍କେତ ପାତ୍ର): ରାୟଗଡ଼ା ଜିଲା ଗୁଣପୁର ସହରର ବଳରାମ ନଗର ଅଞ୍ଚଳର ଶ୍ରୀରାମନଗରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ସ୍ଥାନୀୟ ନିବାସୀ ପ୍ରଫୁଲ୍ଲ ସେନାପତିଙ୍କ ଦ୍ୱିତୀୟ ମହଲାରେ…

ୟୁ ଟର୍ନ ପାର୍ଟ ୨! ବିଶ୍ୱକପରୁ ବାହାରି ଯିବାକୁ ନେଇ ବାଂଲାଦେଶ ଦେଲା ବଡ଼ ବୟାନ, ଖେଳାଳିଙ୍କ ଉପରେ ଲଗାଇଲା ‘ଅଭିଯୋଗ’

ନୂଆଦିଲ୍ଲୀ,୧୧।୨: ୨୦୨୬ ଟି୨୦ ବିଶ୍ୱକପରୁ ବାଂଲାଦେଶର ଓହରିଯିବା ପ୍ରସଙ୍ଗ ଏବେ କେବଳ କ୍ରୀଡା ପର୍ଯ୍ୟନ୍ତ ସୀମିତ ନୁହେଁ, ବରଂ ରାଜନୈତିକ ବୟାନବାଜିର ରୂପ ନେଇଛି। ସଦ୍ୟତମ ଘଟଣାକ୍ରମରେ,…

ବାଂଲାଦେଶ ନିର୍ବାଚନରେ ପୁରୁଣା ହୋଇଗଲା ‘ବ୍ୟାଟେଲ ଅଫ ବେଗମ୍ସ’, ଏବେ ରହମାନଙ୍କ ମଧ୍ୟରେ ସିଧା ଟକ୍କର

ଢାକା,୧୧।୨: ବାଂଲାଦେଶରେ ଫେବୃଆରୀ ୧୨, ୨୦୨୬ ରେ ସାଧାରଣ ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି। ଏଥର, ପାରମ୍ପରିକ ‘ଦୋ ବେଗମ’ ରାଜନୀତି ପରିବର୍ତ୍ତେ, ଦୁଇ ରହମାନଙ୍କ ମଧ୍ୟରେ…

କେଉଁଦିନ ହେବ ମହାବିନାଶକାରୀ ରାତି? ଜଣାପଡିଲା ପ୍ରଳୟର ତାରିଖ!

ବିଶ୍ୱାସ, ଇତିହାସ ଏବଂ ରାଜନୀତି ଉପରେ ହେଉଥିବା ବିତର୍କରେ ପ୍ରାୟତଃ ବିନାଶକାରୀ ରାତିର ଉଲ୍ଲେଖ କରାଯାଏ। ସମ୍ପ୍ରତି, ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ କହିଛନ୍ତି ଯେ…

ବର ସାଜିବେ ସଚିନ ତେନ୍ଦୁଲକରଙ୍କ ପୁଅ: ଜାଣନ୍ତୁ ଅର୍ଜନୁଙ୍କ ମୋଟ ସମ୍ପତ୍ତି କେତେ

ନୂଆଦିଲ୍ଲୀ,୧୧।୨:ସଚିନ ତେନ୍ଦୁଲକରଙ୍କ ପୁଅ ଅର୍ଜୁନ ତେନ୍ଦୁଲକର ଖୁବ ଶୀଘ୍ର ବିବାହ କରିବାକୁ ଯାଉଛନ୍ତି। ବିବାହ କାର୍ଡ ବଣ୍ଟାଉଛି। ସଚିନ ରାଷ୍ଟ୍ରପତି ଏବଂ ପ୍ରଧାନମନ୍ତ୍ରୀଙ୍କ ସମେତ ଅନେକ ପ୍ରମୁଖ…

ଟ୍ରେଡ ଡିଲରେ ଆମେରିକା ଚୁପଚାପ କରିଦେଲା ଘୋଟାଲା! କ’ଣ ପରିବର୍ତ୍ତନ ହେଲା? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ଓ୍ବାଶିଂଟନ,୧୧।୨: ଭାରତ ଏବଂ ଆମେରିକା ମଧ୍ୟରେ ସମ୍ପ୍ରତି ଘୋଷିତ ମଧ୍ୟବର୍ତ୍ତୀକାଳୀନ ବାଣିଜ୍ୟ ଚୁକ୍ତିନାମାକୁ ନେଇ ଏକ ନୂଆ ବିବାଦ ସୃଷ୍ଟି ହୋଇଛି। ହ୍ବାଇଟ ହାଉସ ଚୁପ ଚାପ…

ବିଜେଡିରୁ ଇସ୍ତଫା ଦେଲେ ଜିଲା ଉପସଭାପତି, ଏହି କାରଣ ଦର୍ଶାଇ…

ରାୟଗଡା,୧୧।୨(ଆଶିଷ ରଞ୍ଜନ ପଣ୍ଡା): ଜିଲାରେ ବିଜେଡି ପାଇଁ ବଢୁଛି ଅଡ଼ୁଆ। ଜିଲା କମିଟି ଘୋଷଣା ହେବା ପରେ ଦାୟିତ୍ୱ ପାଇଥିବା ଜଣେ ଉପସଭାପତି ତାଙ୍କ ପଦବୀରୁ ଇସ୍ତଫା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri