Posted inଜାତୀୟ

ସ୍ତ୍ରୀ’ର କଟାମୁଣ୍ଡ ଧରି ଥାନାରେ ସ୍ବାମୀ

ଲକ୍ଷ୍ନୌ, ୯।୧୦- ପଡ଼ୋଶୀ ସହିତ ପରକୀୟା ପ୍ରୀତିକୁ ନେଇ ଚିନ୍ନର ଯାଦବ ନାମକ ଜଣେ ଯୁବକ ତାଙ୍କ ସ୍ତ୍ରୀ ବିମଳାଙ୍କୁ ହତ୍ୟା କରିଛନ୍ତି। ଏହାପରେ କଟାମୁଣ୍ଡ ଧରି ଚିନ୍ନର ଥାନାରେ ଆତ୍ମସମର୍ପଣ କରିଛନ୍ତି। ଏଭଳି ଘଟଣା ଶୁକ୍ରବାର ଉତ୍ତରପ୍ରଦେଶର ବଣ୍ଡା ଜିଲା ନେତନଗର ଅଞ୍ଚଳରେ ଘଟିଛି। ପୋଲିସ ଅଭିଯୁକ୍ତ ଯାଦବଙ୍କୁ ଗିରଫ କରିଛି। ଏଥିସହିତ ତାଙ୍କ ନିକଟରୁ ମାରଣାସ୍ତ୍ର ଜବତ କରିଛି। ପୋଲିସ ମୃତଦେହ ଜବତ କରି ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସୀମା ବିବାଦର ଲମ୍ବା ତାଲିକାରେ ଚାଇନା

ନୂଆଦିଲ୍ଲୀ, ୨୧ା୬: ଚାଇନାର ସାମ୍ରାଜ୍ୟବାଦୀ ଚିନ୍ତାଧାରା ସମ୍ପର୍କରେ କାହାକୁ ଅଛପା ନାହିଁ। ବିଭିନ୍ନ ଚୁକ୍ତିକୁ ପାଦତଳେ ଚାପି ଷଡ଼ଯନ୍ତ୍ର ସହି ନିଜର ଆଭିମୁଖ୍ୟକୁ ପୂରଣକରିବା ଲାଗି...

ତାଡି ପିଇଲେ ଭଲ ହୋଇଯିବ କ୍ୟାନସର୍‌!

ହାଇଦ୍ରାବାଦ,୨।୯: ତେଲେଙ୍ଗାନା ସରକାରରେ ଜଣେ ମନ୍ତ୍ରୀ କ୍ୟାନ୍‌ସର ରୋଗର ଔଷଧ ବିଷୟରେ ଏକ ଅଜବ ଦାବି କରିଛନ୍ତି। ତେଲେଙ୍ଗାନା ରାଷ୍ଟ୍ରିୟ ସମିତି ସରକାରରେ ଅବକାରୀ ମନ୍ତ୍ରୀ...

ତିସ୍ତାଙ୍କ ବିରୋଧରେ ଚାର୍ଜଶିଟ୍‌

ଅହମଦାବାଦ, ୨୨ା୯: ୨୦୦୨ ଗୁଜରାଟ ଦଙ୍ଗା ମାମଲାରେ ଏକ ସ୍ବତନ୍ତ୍ର ତଦନ୍ତକାରୀ ଟିମ୍‌ (ଏସ୍‌ଆଇଟି) ବୁଧବାର ଆକ୍ଟିଭିଷ୍ଟ ତିସ୍ତା ସିତଲଭାଡ୍‌ଙ୍କ ସମେତ ୩ ଅଭିଯୁକ୍ତଙ୍କ ବିରୋଧର...

ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧ଲକ୍ଷ ଅତିକ୍ରମ କଲା

ନୂଆଦିଲ୍ଲୀ,୧୯।୫: ଗୋଟିଏ ପଟେ କରୋନା ସଂକ୍ରମଣକୁ ରୋକିବାକୁ ଦେଶରେ ଲକ୍‌ଡାଉନ ଜାରି କରାଯାଇଥିବା ବେଳେ ଏହା ଏବେ ୫୬ ଦିନ ପୂରଣ କରିଛି। ହେଲେ ଏବେବି...

ବର୍ଗର ଧରି ପହଞ୍ଚିଲେ ମା’ ଗୌରୀ

ମୁମ୍ବାଇ, ୫ା୧୦: ଡ୍ରଗ୍ସ ପାର୍ଟି ମାମଲାରେ ଏନ୍‌ସିବି ବଲିଉଡ୍‌ କିଙ୍ଗ୍‌ ଖାନ୍‌ ଶାହରୁଖଙ୍କ ପୁଅ ଆର୍ୟନଙ୍କୁ ଗରଫ କରି କୋର୍ଟ ଚାଲାଣ କରିଥିଲା। କୋର୍ଟରେ ଜାମିନ...

ୟୁପିରେ ହାଇଆଲର୍ଟ

ଲକ୍ଷ୍ନୌ,୧୨।୯: ଜ୍ଞାନବାପି ମସ୍‌ଜିଦ ମାମଲାରେ ବାରାଣସୀ ଜିଲା କୋର୍ଟ ସୋମବାର ଅଞ୍ଜୁମନ ଇଣ୍ଟେଜେମିଆ ମସ୍‌ଜିଦ କମିଟିର ଆବେଦନକୁ ଖାରଜ କରିଦେବା ପରେ ଉତ୍ତରପ୍ରଦେଶରେ ହାଇଆଲର୍ଟ ଜାରି...

ସଂସଦ ଭବନ ଆକ୍ରମଣକୁ ପୂରିଲା ୧୯ ବର୍ଷ; ମାଷ୍ଟରମାଇଣ୍ଡ ଆଝାର ପାକିସ୍ତାନରେ

ନୂଆଦିଲ୍ଲୀ,୧୩।୧୨: ସଂସଦ ଭବନ ଉପରେ ହୋଇଥିବା ଆତଙ୍କବାଦୀ ଆକ୍ରମଣକୁ ରବିବାର ୧୯ ବର୍ଷ ପୂରିଛି । ୨୦୦୧ ଡିସେମ୍ବର ୧୩ ପୂର୍ବାହ୍ନ ୧୧ଟା ୨୮ରେ ୫...

ଉଦଘାଟନୀ ଉତ୍ସବରେ ଶାସକ ଦଳର ରାଜନୀତି, ଆଗଧାଡ଼ିରେ ଦେବଗୌଡ଼ା-ଜଗନମୋହନ…

ନୂଆଦିଲ୍ଲୀ,୨୮।୫ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ସଂସଦର ନୂତନ ଭବନକୁ ଉଦଘାଟନ କରିଛନ୍ତି। ଯଦିଓ ଏହିଐତିହାସିକ କାର୍ଯ୍ୟକ୍ରମ ପାର୍ଟି ରାଜନୀତିରୁ ରକ୍ଷା ପାଇପାରି ନାହିଁ...

Advertisement
Archives

Model This Week