Posted inଫୁରସତ

୩୧୯ ଓ୍ବାଇନ୍‌ ଗ୍ଲାସ ମୁଣ୍ଡ ଉପରେ ରଖି ଗିନିଜ ୱାଲର୍‌ଡ ରେକର୍ଡ କଲେ ବ୍ୟକ୍ତି, ଭିଡିଓ ହେଉଛି ଭାଇରାଲ

ଦୁନିଆର ଲୋକମାନେ ଚର୍ଚ୍ଚାକୁ ଆସିବାକୁ ଏପରି କାର୍ଯ୍ୟ କରନ୍ତି ଯାହା କଳ୍ପନା ମଧ୍ୟ କରିହୁଏ ନାହିଁ। ଜଣେ ବ୍ୟକ୍ତି ଏକ ନିଆରା କୀର୍ତ୍ତିମାନ କରି ଗିନିଜ ୱାଲର୍‌ଡ ରେକର୍ଡ କରିଛନ୍ତି। ଏହି ବ୍ୟକ୍ତିଙ୍କ ଭିଡିଓ ବର୍ତ୍ତମାନ ସୋସିଆଲ ମିଡିଆରେ ଅଧିକ ଭାଇରାଲ ହେବାରେ ଲାଗିଛି। ବାସ୍ତବରେ, ଏହି ଭିଡିଓରେ ବ୍ୟକ୍ତି ଜଣଙ୍କ ତାଙ୍କ ମୁଣ୍ଡରେ ୩୧୯ ଓ୍ବାଇନ୍‌ ଗ୍ଲାସ ନେଇ ନାଚୁଛନ୍ତି। ସେ ନିଜକୁ ଏପରି ସନ୍ତୁଳିତ କରିଛନ୍ତି ଯେ ଲୋକମାନେ ଆଶ୍ଚର୍ଯ୍ୟ ହେଇଯାଇଛନ୍ତି। ଏହି ଭିଡିଓକୁ ଏ ପର୍ଯ୍ୟନ୍ତ ଚାରି ଲକ୍ଷରୁ ଅଧିକ ଲୋକ ଦେଖିଛନ୍ତି। ଏଥି ସହିତ, ୨୫ ହଜାରରୁ ଅଧିକ ଲୋକ ଏହାକୁ ପସନ୍ଦ କରିଛନ୍ତି।

ଗିନିଜ ବୁକ୍‌ ଏହି ଭିଡିଓ ଶେୟାର କରିଛି। ଭିଡିଓରେ ଏହା ଦେଖିବାକୁ ମିଳୁଛି ଯେ ପ୍ରଥମ ଟେବୁଲରେ ଠିଆ ହୋଇଥିବା ବ୍ୟକ୍ତି ତାଙ୍କ ମୁଣ୍ଡରେ ଗୋଟିଏ ପରେ ଗୋଟିଏ ଓ୍ବାଇନ୍‌ ଗ୍ଲାସ ରଖୁଛନ୍ତି। ବ୍ୟକ୍ତି ବ୍ୟକ୍ତି ଜଣଙ୍କ ନିଜର ସନ୍ତୁଳନ ନ ହରାଇ ସବୁତକ ୩୧୯ ଗ୍ଲାସକୁ ମୁଣ୍ଡ ଉପରେ ରଖି ନାଚୁଥିବା ମଧ୍ୟ ଦେଖିବାକୁ ମିଳିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଗୋଡ଼ାଇ ଗୋଡ଼ାଇ ଯୁବକଙ୍କୁ ହତ୍ୟା କଲେ ଖଣି ମାଫିଆ, ଶରୀରର ଅନେକ ସ୍ଥାନରେ ରହିଛି…

ନୟାଗଡ଼,୧୧ା୫(ଲୋକନାଥ ମିଶ୍ର): ମାଙ୍କଡ଼ାପଥର ଚୋରାଚାଲାଣକୁ ବିରୋଧ କରିବାରୁ ରବିବାର ବିଳମ୍ବିତ ରାତିରେ ଓଡ଼ଗାଁ ବିଜୟ ମଣ୍ଡପସାହିର ଅଜିତ ସାହୁ(୩୫)ଙ୍କୁ ଗୋଡ଼ାଇ ଗୋଡ଼ାଇ ହତ୍ୟା କରିଛନ୍ତି ମାଫିଆ। ଏହି…

ଆମେରିକାକୁ କଡ଼ା ଜବାବ ଦେଲା ଇରାନ!

ତେହରାନ,୧୧।୫: ଆମେରିକା ଏବଂ ଇରାନ ମଧ୍ୟରେ ଉତ୍ତେଜନା ପୁଣି ଥରେ ବୃଦ୍ଧି ପାଉଥିବା ପରି ମନେ ହେଉଛି। ଗୋଟିଏ ପଟେ, ଆମେରିକା ସମାଧାନ ପାଇଁ ଚାପ ପ୍ରୟୋଗ…

ରାହୁଲଙ୍କୁ ମହଙ୍ଗା ପଡ଼ିଲା ଥାଲାପତିଙ୍କ ସହ ଇନଷ୍ଟା ରିଲ ଶେୟାର କରିବା

ନୂଆଦିଲ୍ଲୀ,୧୧।୫: ତାମିଲନାଡୁରେ ବିଜୟ ଥାଲାପତିଙ୍କ ଶପଥ ଗ୍ରହଣ ସମାରୋହ ସମୟରେ, ଟିଭିକେ ମୁଖ୍ୟ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ସହ ମଞ୍ଚ ଉପରେ ଏକ ରିଲ…

ସ୍ତ୍ରୀଙ୍କ ହାତ ଗୋଡ଼ ବାନ୍ଧି ମାରିବା ପାଇଁ ସ୍ବାମୀଙ୍କ ଉଦ୍ୟମ, ଜ୍ୱାଇଁଙ୍କୁ ମାଡ଼ ମାରି ଶ୍ୱଶୁର ଘର ଲୋକେ…

ମହାକାଳପଡ଼ା,୧୧ା୫ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ସାମୁଦ୍ରିକ ଥାନା ଅଧୀନ ସ୍ଥାନୀୟ ଖରିନାଶୀ ଗ୍ରାମର ମନୋରଞ୍ଜନ ଗିରି ୧୪ ବର୍ଷ ପୂର୍ବେ…

ଦେବାଳିଆ ମଧ୍ୟସ୍ଥ

ପାକିସ୍ତାନକୁ ଆଉ ସାହା ହେଉନାହାନ୍ତି ଆତଙ୍କବାଦୀ କି ଆମେରିକା। ଦେବାଳିଆ ପାକିସ୍ତାନର ଆର୍ଥିକ ମେରୁଦଣ୍ଡ ଭାଙ୍ଗିପଡ଼ିଛି। ଦେଶବାସୀଙ୍କୁ ଦୁଇଓଳି ଖାଇବା ଯୋଗାଇବାକୁ ପାକିସ୍ତାନ ପାଖରେ ସମ୍ବଳ ନାହିଁ।…

ଦୀର୍ଘସୂତ୍ରୀର ବିନାଶ ଘଟେ

ସମସ୍ତଙ୍କର ଏକ ସାଧାରଣ ଅଭିଯୋଗ ‘ସମୟ ନାହିଁ’ା ବାସ୍ତବରେ ସମୟ ଅଛି, ଆମେ ଠିକ୍‌ ସମୟରେ କାର୍ଯ୍ୟଟି କରିବାକୁ ନିଜେ ସୁଲଭ ନାହୁଁ। ସମୟ ପାଖରେ ଆମେ…

ପ୍ରବଳ ଝଡ଼ତୋଫାନ ସହ ବର୍ଷା: ଭାଙ୍ଗିଲା ଯାତ୍ରା ତୋରଣ,ବ୍ୟାପକ କ୍ଷୟକ୍ଷତି

ଭଞ୍ଜନଗର,୧୧ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଅଞ୍ଚଳରେ ରବିବାର ରାତି ୧୦ଟାରୁ ୧୧ଟା ପର୍ଯ୍ୟନ୍ତ ପ୍ରବଳ ଝଡ଼ତୋଫାନ ସହ ବର୍ଷା ହୋଇଥିଲା। ଏହାର କିଛି ସମୟ ପରେ…

୭ ଦିନ ପାଇଁ ଇଡି ହାଜତକୁ ଗଲେ ପଞ୍ଜାବ ମନ୍ତ୍ରୀ ଆରୋରା

ଗୁରୁଗ୍ରାମ,୧୧ା୫(ପି.ଟି.): ମନିଲଣ୍ଡରିଂ ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଦ୍ୱାରା ଗିରଫ ହୋଇଥିବା ପଞ୍ଜାବ ଶିଳ୍ପମନ୍ତ୍ରୀ ସଞ୍ଜୀବ ଆରୋରାଙ୍କୁ ଗୁରୁଗ୍ରାମର ଏକ ସ୍ବତନ୍ତ୍ର ପିଏମ୍‌ଏଲ୍‌ଏ କୋର୍ଟ ୭ ଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri