ବିଦ୍ୟୁତ୍‌ ମରାମତି କରୁଥିବାବେଳେ ଜଳିଗଲେ, ଖୁଣ୍ଟରେ ଲାଖି ରହିଛି ମୃତଦେହ

ଦେବଗଡ଼,୨୭ା୩(ଶଶାଙ୍କ ଶେଖର ଝାଙ୍କର): ବିଦ୍ୟୁତ୍‌ ମରାମତି କରୁଥିବାବେଳେ ୧୧ କେଭି ତାରରେ ଲାଗି ଜଣଙ୍କର ଜୀବନ ଚାଲିଯାଇଛି। ବିଦ୍ୟୁତ୍‌ ଖୁଣ୍ଟ ଉପରେ ଲାଖି ରହିଛି ମୃତଦେହ। ଏମିତି ଏକ ଦୁଃଖଦ ଘଟଣା ଦେଖିବାକୁ ମିଳିଛି ଦେବଗଡ଼ ଥାନା ପୁରୁକୁଣ୍ଡା ଗ୍ରାମରେ। ମୃତକ  ଜଣକ ଶୁକ୍ରବାର ମରାମତି କାମ କରୁଥିବା ବେଳେ ଏହି ଅଘଟଣ ଘଟିଛି। ମୃତକ ଖଜୁରୀବାହାଲ ଗ୍ରାମର ଘନଶ୍ୟାମ ନାୟକ। ଘଟଣାସ୍ଥଳରେ ଦେବଗଡ଼ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ରଥଯାତ୍ରା ପାଇଁ କାଠ ଚିରା ଆରମ୍ଭ

କଟକ,୨୭।୩: ଶୁକ୍ରବାର ପବିତ୍ର ଶ୍ରୀରାମ ନବମୀ। ଗାଁଠୁ ସହର ସବୁଠି ଚଳଚଞ୍ଚଳ। ଏହି ପରିପ୍ରେକ୍ଷୀରେ ମହାପ୍ରଭୁଙ୍କ ରଥ ନିର୍ମାଣ ପାଇଁ ରଥ କାଠ ଚିରଟ ଆରମ୍ଭ ହୋଇଛି।…

ସାମାଜିକ କର୍ମୀ ଲିଙ୍ଗରାଜ ଆଜାଦ ଗିରଫ: ଏହି କାରଣ ପାଇଁ…

ଭବାନୀପାଟଣା,୨୭।୩(ଉତ୍ତମ କୁମାର ଦାଶ): ବିଶିଷ୍ଟ ସାମାଜିକ କର୍ମୀ ଲିଙ୍ଗରାଜ ଆଜାଦ ଗିରଫ ହୋଇଛନ୍ତି। କଳାହାଣ୍ଡି ଜିଲା କର୍ଲାପାଟ ପୋଲିସ ଦ୍ବାରା ଲିଙ୍ଗରାଜ ଆଜାଦଙ୍କୁ ଗତ ୨୫ ତାରିଖରୁ…

ପୋତି ହୋଇଯାଉଛି ବିରୂପା ନଦୀଶଯ୍ୟା, ଜଳପଥ ନିର୍ମାଣ ପ୍ରସ୍ତାବ ସନ୍ଦୀହାନ

ଚଣ୍ଡିଖୋଲ,୨୭ା୩(ପ୍ରଦୀପ୍ତ କୁମାର ପୃଷ୍ଟି): ମହାନଦୀର ଶାଖା ନଦୀ ହେଉଛି ବିରୂପା ଓ ଗେଙ୍ଗୁଟି। ଦୀର୍ଘ ବର୍ଷ ହେବ ଏହି ନଦୀଖନନ ନ ହେବା ଦ୍ବାରା ନଦୀ ଶଯ୍ୟା…

ବଦଳିଲେ ବିଧାୟକ ରାମଚନ୍ଦ୍ର କାଡାମଙ୍କ ପ୍ରତିନିଧି, ଏହି ବ୍ୟକ୍ତିଙ୍କୁ ମିଳିଲା ଦାୟିତ୍ୱ, ଚାରିଆଡୁ ଛୁଟୁଛି ଶୁଭେଚ୍ଛା

ପଟ୍ଟାଙ୍ଗି,୨୭।୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ନିମନ୍ତେ ବିଧାୟକ ରାମଚନ୍ଦ୍ର କାଡାମଙ୍କ ପ୍ରତିନିଧି ଭାବେ ଗୁପ୍ତ ଶଙ୍କର ପଟ୍ଟନାୟକଙ୍କୁ ବିଧାୟକ କାଡାମ ମନୋନୀତ କରିଛନ୍ତି।…

ସରପଞ୍ଚ, ସମିତି ସଭ୍ୟଙ୍କ ପ୍ରତିନିଧିଙ୍କୁ ଅଟକ ପ୍ରତିବାଦ: ଧାରଣାରେ ବସିଲେ ପୂର୍ବତନ ଏମପି

ଲୋଇସିଂହା,୨୭।୩(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଅନ୍ତର୍ଗତ ରାମପୁର ଗ୍ରାମରେ ରାମନବମୀ ଉପଲକ୍ଷେ ଅନୁଷ୍ଠିତ ଷୋହଳ ପ୍ରହର ନାମ ଯଜ୍ଞରେ ଶୁକ୍ରବାର ସ୍ବାସ୍ଥ୍ୟ ମନ୍ତ୍ରୀ ଯୋଗଦାନ…

ମୁନିସିପେଣ୍ଠ ସ୍ବାସ୍ଥ୍ୟ କେନ୍ଦ୍ର ପରିଦର୍ଶନ କଲେ ଆନ୍ଧ୍ରର ୩୦ ବିଡ଼ିଓ

ଛତ୍ରପୁର,୨୭।୩(ଦିଲ୍ଲୀପ ସାମଲ): ଛତ୍ରପୁର ବ୍ଲକ ମୁନିସିପେଣ୍ଠ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ଆନ୍ଧ୍ରପ୍ରଦେଶ ରାଜ୍ୟରୁ ୩୦ ଜଣିଆ ଗୋଷ୍ଠୀ ଉନ୍ନୟନ ଅଧିକାରୀ ପରିଦର୍ଶନ କରିଛନ୍ତି। ଉପସ୍ଥିତ ଥିବା ଅତିଥିଙ୍କ…

ଏହି ମାସରେ ମଦ ଦୋକାନ ପାଇଁ ହେବ ଲଟେରୀ, ସୂଚନା ଦେଇ ଅବକାରୀ ମନ୍ତ୍ରୀ କହିଲେ…

ଭୁବନେଶ୍ୱର,୨୭।୩: ଜିଲାପାଳଙ୍କ ଉପସ୍ଥିତିରେ ଏପ୍ରିଲରେ ମଦ ଦୋକାନ ପାଇଁ ଲଟେରୀ ହେବ। ଏନେଇ ଶୁକ୍ରବାର ସୂଚନା ଦେଉଛନ୍ତି ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ମନ୍ତ୍ରୀ କହିଛନ୍ତି, ଆବଶ୍ୟକ…

ରାମନବମୀରେ ନନ୍ଦପୁର ଚଳଚଞ୍ଚଳ: ରାମ-ସୀତାଙ୍କ ବିବାହ ନୀତି ପରେ…

ନନ୍ଦପୁର,୨୭ା୩(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳ ରାମନବମୀ ପାଳନ ପାଇଁ ଚଳଚଞ୍ଚଳ ହୋଇପଡ଼ିଛି। ନନ୍ଦପୁର ଗଉଡ଼ ସାହି ସ୍ଥିତ ଐତିହାସିକ ରାମମନ୍ଦିର ଓ ରାମଲୀଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri