Posted inଫୁରସତ

କଳିଯୁଗର ‘ଶ୍ରବଣ କୁମାର’! ବୃଦ୍ଧ ମା’ବାପାଙ୍କୁ କାନ୍ଧରେ ବସାଇ…

ଆରମ୍ଭ ହୋଇଛି ପବିତ୍ର ଶ୍ରାବଣ ମାସ। ଶିବ ମନ୍ଦିରରେ ପାଣି ଢ଼ାଳିବା ଲାଗି କାଉଡିଆମାନଙ୍କ ପ୍ରବଳ ଭିଡ଼ ଦେଖିବାକୁ ମିଳୁଛି। ଏହି କ୍ରମରେ ଜଣେ ଶିବଭକ୍ତଙ୍କ ଏଭଳି ଭିଡିଓ ଭାଇରାଲ ହେଉଛି, ଯାହା ଲୋକଙ୍କ ହୃଦୟ ଜିତୁଛି। ତାଙ୍କୁ ଅନେକେ କଳିଯୁଗର ‘ଶ୍ରବଣ କୁମାର’ ବୋଲି ମଧ୍ୟ କହୁଛନ୍ତି।

ଭିଡିଓରେ ଶିବଭକ୍ତଜଣଙ୍କ ନିଜର ବୁଢ଼ା ମା’ବାପାଙ୍କୁ କାନ୍ଧରେ ବସାଇ କାଉଡି ଯାତ୍ରାରେ ବାହାରିଥିବା ଦେଖାଯାଇଛି। ସୋସିଆଲ ମିଡିଆରେ ଭିଡିଓ ଭାଇରାଲ ପରେ ଲୋକେ ତାଙ୍କର ପ୍ରଶଂସା କରୁଛନ୍ତି। ଆଇପିଏସ୍‌ ଅଫିସର ଅଶୋକ କୁମାର ନିଜର ଅଫିସିଆଲ ଟୁଇଟର ଆକାଉଣ୍ଟରେ ଏହାକୁ ଶେୟାର କରି , ଆଜିକାଲି ଲୋକେ ନିଜର ବୁଢ଼ା ମା’ବାପାଙ୍କୁ ତିରସ୍କାର କରୁଛନ୍ତି, ତାଙ୍କୁ ଘରୁ ବାହାର କରିଦେଉଛନ୍ତି ନଚେତ ନିଜ ସାଙ୍ଗରେ ରହିବାକୁ ଦେଉନାହାନ୍ତି… ହେଲେ ଏହାର ବିପରୀତ ଦୃଶ୍ୟ ଏଠାରେ ଦେଖିବାକୁ ମିଳିଛି। ଲକ୍ଷ ଲକ୍ଷ ଶିବଭକ୍ତଙ୍କ ମଧ୍ୟରେ ଜଣେ ଶ୍ରବଣ କୁମାର ଅଛନ୍ତି, ଯିଏ ପାଲିଙ୍କିରେ ନିଜ ବୁଢ଼ା ମା’ବାପାଙ୍କୁ ନେଇ କାଉଡି ଯାତ୍ରାରେ ବାହାରିଛନ୍ତି… ମୋର ପ୍ରଣାମ।


Enter your email to get our daily news in your inbox.

All Right Reserved By Dharitri.Com

ଅଫିସରେ ବସି ଲଞ୍ଚ କରୁଥିଲେ ବାପା, ୟୁପିଏସ୍‌ସିରେ କୃତକାର୍ଯ୍ୟ ହୋଇଥିବା ଖବର ଜଣାଇବାକୁ ପହଞ୍ଚିଲେ ପୁଅ, ପରେ ଯାହା ଘଟିଲା…

ନିଜ ସନ୍ତାନର ଖୁସିରେ ନିଜ ଖୁସି ଖୋଜିଥାନ୍ତି ମା’ବାପା। ଯଦି କାହାର ପୁଅ ନଚେତ ଝିଅ ଦେଶର ସବୁଠାରୁ ବଡ଼ ପରୀକ୍ଷା ୟୁପିଏସ୍‌ସି ପାସ୍‌ କରିଦିଏ...

ଡୁଡ୍‌ଲ ପରିବର୍ତ୍ତନ କଲା ଗୁଗ୍‌ଲ

ଗୁଗ୍‌ଲ ଡୁଡ୍‌ଲ ଭାରତରେ ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ଭୋଟ୍‌ ଆରମ୍ଭକୁ ସ୍ମରଣ କରି ଡୁଡ୍‌ଲରେ କାଳି ସହିତ ଏକ ଇଣ୍ଡେକ୍ସ ଆଙ୍ଗୁଠି ଚିତ୍ରଣ...

୨୩ ବର୍ଷର ଯୁବତୀ କ୍ଲିୟର କଲେ ୟୁପିଏସସି ପରୀକ୍ଷା, କାମ କରୁଛି ମାତ୍ର ୨ଟି ଆଙ୍ଗୁଠି

ନୂଆଦିଲ୍ଲୀ,୧୮।୪: ୟୁପିଏସସି ସିଭିଲ ସର୍ଭିସେସ ପରୀକ୍ଷା (UPSC CSE) ୨୦୨୩ ଫଳାଫଳ ପ୍ରକାଶ ପାଇବା ପରେ, ଯେଉଁମାନେ ଏହାକୁ ପାସ କରିଛନ୍ତି ସେମାନଙ୍କ ଅନେକ ସଂଘର୍ଷ...

ସତର୍କତାକୁ ପ୍ରାଥମିକତା

ଆମ ଶରୀରର ଅନ୍ୟତମ ପ୍ରମୁଖ ଅଙ୍ଗ ହେଉଛି ଯକୃତ ବା ଲିଭର। ଏହା ସୁସ୍ଥ ରହିବା ନିହାତି ଦରକାର। ନ ହେଲେ ସମୟକ୍ରମେ ଏହା ଜଟିଳ...

ଭଗବାନ ରାମଙ୍କ ନିଆରା ବ୍ୟାଙ୍କ; ୫ ଲକ୍ଷ ଥର ‘ସୀତାରାମ’ ଲେଖିବା ପରେ ଖୋଲିଥାଏ ଆକାଉଣ୍ଟ

ଅଯୋଧ୍ୟା: ସାରା ଦେଶରେ ରାମ ନବମୀର ପର୍ବ ବେଶ ଧୁମ୍‌ଧାମ୍‌ରେ ପାଳନ କରାଯାଉଛି। ଏହି ଅବସରରେ ଅଯୋଧ୍ୟା ସମ୍ପୂର୍ଣ୍ଣ ଆଲୋକିତ ହୋଇଛି। କାରଣ ରାମଲାଲାଙ୍କ ପ୍ରାଣ...

ଜନ୍ମରୁ ୧ ମାସ ପର୍ଯ୍ୟନ୍ତ ପୁଅକୁ ଦେଉଥିଲେ କେବଳ ସୂର୍ଯ୍ୟକିରଣ, ଶିଶୁର ମୃତ୍ୟୁ ପରେ ପିତାଙ୍କୁ ୮ ବର୍ଷ ଜେଲ

ମସ୍କୋ,୧୭।୪: ରୁଷିଆର ଜଣେ ଇନଫ୍ଲୁଏନ୍ସରଙ୍କ ଏକ ମାସର ପୁଅର ମୃତ୍ୟୁ ହେତୁ ତାଙ୍କୁ କୋର୍ଟ ୮ ବର୍ଷ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ସେ ନିଜ ପୁଅକୁ...

ଅଧିକ ସଚେତନତାର ଆବଶ୍ୟକତା ରହିଛି

ପ୍ରତିବର୍ଷ ଏପ୍ରିଲ ୧୭ ତାରିଖରେ ପାଳିତ ହୋଇଥାଏ ‘ବିଶ୍ୱ ହେମୋଫିଲିଆ ଦିବସ’। ଚଳିତ ବର୍ଷ ଏହି ଦିବସର ପ୍ରସଙ୍ଗ ରହିଛି-‘ସମସ୍ତ ବଂଶାନୁକ୍ରମିକ ବ୍ୟାଧିରେ ଆକ୍ରାନ୍ତ ସବୁ...

୨୭୦ ଥର ଟ୍ରାଫିକ୍‌ ନିୟମ ଉଲ୍ଲଘଂନ, ୧.୩୬ ଲକ୍ଷ ଜରିମାନା

ବେଙ୍ଗାଲୁରୁ: ଟ୍ରାଫିକ ନିୟମ ଉଲ୍ଲଂଘନ ପାଇଁ ସାଧାରଣତଃ କିଛି ହଜାର ଟଙ୍କା ଜରିମାନା ଦେବାକୁ ପଡିଥାଏ। କିନ୍ତୁ ଏବେ ଏପରି ଏକ ମାମଲା ସାମ୍‌ନାକୁ ଆସିଛି,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri