Posted inଜାତୀୟ

ଟାଓ୍ବାରକୁ ଚଢ଼ି କଏଦୀଙ୍କୁ ମୁକ୍ତ କରିବାକୁ ଅଡ଼ି ବସିଲେ ବୃଦ୍ଧ

ଚଣ୍ଡିଗଡ,୩୦।୪: ପଞ୍ଜାବର ମୋଗାସ୍ଥିତ ରୋଡେ ଗ୍ରାମରେ ବଲଓ୍ବିନ୍ଦର ସିଂ ନାମକ ଜଣେ ବୃଦ୍ଧ ମୋବାଇଲ ଟାଓ୍ବାର ଉପରକୁ ଚଢ଼ି ଶିଖ୍‌ ସମ୍ପ୍ରଦାୟର କଏଦୀଙ୍କ ପାଇଁ ନ୍ୟାୟ ଦାବି କରିଛନ୍ତି।

ଶ୍ରୀ ଗୁରୁ ଗ୍ରନ୍ଥ ସାହିବକୁ ଅପବିତ୍ର କରିବା ଅଭିଯୋଗରେ ଗିରଫ ହୋଇ ଦେଶର ବିଭିନ୍ନ ଜେଲରେ ଥିବା ଶିଖ୍‌ କଏଦୀମାନଙ୍କୁ ମୁକ୍ତ କରାଯାଉ। ଏଥିସହ ପୂର୍ବତନ ମୁଖ୍ୟମନ୍ତ୍ରୀ ବେଅନ୍ତ ସିଂଙ୍କ ହତ୍ୟା ଅଭିଯୋଗରେ ତିହାର ଜେଲରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଖଲିସ୍ତାନୀ କଠୋରପନ୍ଥୀ ଜଗ୍‌ତାର ସିଂ ହଓ୍ବାରାଙ୍କୁ ପଞ୍ଜାବର କୌଣସି ଏକ କାରାଗାରକୁ ସ୍ଥାନାନ୍ତର କରାଯାଉ ବୋଲି ସେ ଅଡ଼ି ବସିଥିଲେ। ଟାଓ୍ବାରକୁ ଚଢ଼ିବା ପୂର୍ବରୁ ସେ ତାଙ୍କ ଦାବିଗୁଡ଼ିକ ଉଲ୍ଲେଖ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉଦ୍ଦେଶ୍ୟରେ ଏକ ପତ୍ର ଲେଖିଥିଲେ। ଗୁରୁ ଗ୍ରନ୍ଥ ସାହିବର ଅପବିତ୍ରକରଣ ରୋକିବା ପାଇଁ କଠୋର ଆଇନ ଅଣାଯାଉ ବୋଲି ସେ ଏଥିରେ ଉଲ୍ଲେଖ କରିଥିଲେ। ଖବର ପାଇ ପୋଲିସ ପହଞ୍ଚି ତାଙ୍କୁ ତଳକୁ ଓହ୍ଲାଇ ଆସିବାକୁ କହି ବୁଝାଶୁଝା କରିଥିଲା। ହେଲେ ସେ ନିଜ ଜିଦ୍‌ରେ ଅଟଳ ରହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି କରୋନା ଗ୍ରାଫ୍‌ ଉପରମୁହାଁ: ଗତ ୨୪ଘଣ୍ଟାରେ ୪୦ହଜାରରୁ ଉର୍ଦ୍ଧ୍ୱ ଆକ୍ରାନ୍ତ ଚିହ୍ନଟ,୩୯୯୮ ମୃତ

ନୂଆଦିଲ୍ଲୀ,୨୧।୭: ଦେଶରେ କରୋନା ସଂକ୍ରମଣ ଧୀରେ ଧୀରେ ନିୟନ୍ତ୍ରଣକୁ ଆସୁଛି। ଦୈନିକ ସଂକ୍ରମଣ ଓ ମୃତ୍ୟୁ ସଂଖ୍ୟା ମଧ୍ୟ ହ୍ରାସ ପାଇବାରେ ଲାଗିିଛି। ଗତ ୧୨୫...

ଏୟାର ଇଣ୍ଡିଆ ଆଗକୁ ଜାତୀୟ ଏୟାରଲାଇନ୍‌ ହୋଇରହିବ କି? ପ୍ରଶ୍ନର ଉତ୍ତରରେ ଏମିତି କହିଲେ ମନ୍ତ୍ରୀ

ନୂଆଦିଲ୍ଲୀ,୨୮।୧: ଏୟାର ଇଣ୍ଡିଆ ୭୦ ବର୍ଷ ପରେ ଟାଟା ଗ୍ରୁପ୍‌ ପାଖକୁ ଫେରି ଯାଇଛି। ଲୁଣରୁ ଷ୍ଟିଲ ପର୍ଯ୍ୟନ୍ତ ନିର୍ମାଣ କରୁଥିବା କମ୍ପାନୀ ଗତବର୍ଷ ଅକ୍ଟୋବରରେ...

ହିଜାବ ବିବାଦ: ତୁରନ୍ତ ଶୁଣାଣି କରିବାକୁ ମନା କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୪।୩: କର୍ନାଟକରେ ହିଜାବ ବିବାଦ ଉପରେ ଦାଖଲ ହୋଇଥିବା ଆବେଦନକୁ ତୁରନ୍ତ ଶୁଣାଣି କରିବାକୁ ସୁପ୍ରିମକୋର୍ଟ ମନା କରି ଦେଇଛନ୍ତି। ଏହି ମାମଲାର ଶୀଘ୍ର ଶୁଣାଣି...

କରୋନା ସଙ୍କଟ ମଧ୍ୟରେ ମୋଦିଙ୍କ ସହ କଥା ହେଲେ ଉଦ୍ଧବ: ମାଗିଲେ ୧୫୦୦ ଏମ୍‌ଟି ଅକ୍ସିଜେନ୍‌

ମୁମ୍ବାଇ,୧୭।୪: କରୋନା ଭାଇରସ୍‌ ସଂକ୍ରମଣ ଯୋଗୁ ଦେଶର ସ୍ଥିତି ବିଗିଡ଼ିବାରେ ଲାଗିଛି। ଏହାର ସବୁଠାରୁ ଅଧିକ ପ୍ରଭାବ ମହାରାଷ୍ଟ୍ରରେ ପଡ଼ିଛି। ଗତ ୨୪ ଘଣ୍ଟାରେ ମହାରାଷ୍ଟ୍ରରେ...

ବଡ଼ଧରଣର ମାଓବାଦୀ ଆକ୍ରମଣ ଷଡ଼ଯନ୍ତ୍ର ପଣ୍ଡ: ୬୪ ଆଇଇଡି ନିଷ୍କ୍ରିୟ

ଚାଇବାସା, ୧୩।୬: ଝାଡ଼ଖଣ୍ଡର ଚାଇବାସା ଜିଲାରେ ବଡ଼ଧରଣର ମାଓବାଦୀ ଆକ୍ରମଣ ଷଡ଼ଯନ୍ତ୍ର ପଣ୍ଡ ହୋଇଛି। ସୁରକ୍ଷାକର୍ମୀଙ୍କ ଉପରେ ଆକ୍ରମଣ ପାଇଁ ମାଓବାଦୀମାନେ କରିଥିବା ଯୋଜନା ଫସର...

ମହିଳାଙ୍କୁ ଏନ୍‌ଡିଏ-ନାଭାଲ ଏକାଡେମୀରେ ସ୍ଥାୟୀ କମିଶନ…

ନୂଆଦିଲ୍ଲୀ,୮।୯: ଏନ୍‌ଡିଏ ଏବଂ ନାଭାଲ ଏକାଡେମୀରେ ମହିଳାମାନଙ୍କୁ ଏବେ ସ୍ଥାୟୀ କମିଶନ ମିଳି ପାରିବ। ଏନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ସୁପ୍ରିମ୍‌କୋର୍ଟରେ ସୂଚନା ପ୍ରଦାନ କରାଯାଇଛି।...

ସୁପ୍ରିମକୋର୍ଟରୁ ବି ସିସୋଡିଆଙ୍କୁ ଝଟ୍‌କା, ମିଳିଲାନି ଜାମିନ

ନୂଆଦିଲ୍ଲୀ,୨୮।୨: ଦିଲ୍ଲୀ ଅବକାରୀ ଦୁର୍ନୀତି ମାମଲାରେ ଗିରଫ ହୋଇ ସିବିଆଇ ରିମାଣ୍ଡରେ ଥିବା ଦିଲ୍ଲୀର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ତଥା ଏଏପି ନେତା ମନୀଷ ସିସୋଡିଆ ଜାମିନ...

ବିଜୟ ପୂର୍ବରୁ ଭାଜପା କାର୍ଯ୍ୟାଳୟରେ ଲଡୁ ପ୍ରସ୍ତୁତ

ମୁମ୍ବାଇ,୨୪।୧୦: ମହାରାଷ୍ଟ୍ର ବିଧାନସଭା ନିର୍ବାଚନର ଗଣତି ପରେ ଉତ୍ସାହିତ ହୋଇ ପଡିଛି ଭାରତୀୟ ଜନତା ପାର୍ଟି(ଭାଜପା)। ବିଜୟକୁ ଦୃଷ୍ଟିରେ ରଖି ଭାଜପା ପକ୍ଷରୁ ବିଜୟ ଉତ୍ସବ...

Advertisement
Archives

Model This Week