ମୃତ ସ୍ତ୍ରୀଙ୍କ ଫଟୋ ସହ ସେଲ୍‌ଫି ନେଇ ଲାଇଭ୍‌ ଭିଡିଓ କରି ଜୀବନ ହାରିଲେ ଏହି ବ୍ୟକ୍ତି, କାରଣ …

ପାଟଣା,୮।୧: ବିହାରର ହାଜିପୁରରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେଉଁଠାରେ ଜଣେ ବ୍ୟକ୍ତି ନିଜର ସମସ୍ତ ଆତ୍ମହତ୍ୟା ଘଟଣାକୁ ଲାଇଭ୍‌ ଭିଡିଓରେ ରେକର୍ଡ କରି ଆତ୍ମହତ୍ୟା କରିଛନ୍ତି।

ଏହି ବ୍ୟକ୍ତିଙ୍କ ନାମ ଅମରେଶ। ସେ ତାଙ୍କ ମୃତ ସ୍ତ୍ରୀଙ୍କ ଫଟୋ ସହିତ ସେଲ୍‌ଫି ନେଇଥିଲେ। ପରେ ଏକ ଲାଇଭ୍‌ ଭିଡିଓ ପ୍ରସ୍ତୁତ କରିଥିଲେ। ଗ୍ରାମବାସୀ କୁହନ୍ତି, ୩ ବର୍ଷ ପୂର୍ବେ ଅମରେଶଙ୍କ ସ୍ତ୍ରୀଙ୍କର ମୃତ୍ୟୁ ଘଟିଥିଲା। ସ୍ତ୍ରୀଙ୍କ ମୃତ୍ୟୁ ପରେ ସେ ଏକପ୍ରକାର ଭାଙ୍ଗି ପଡ଼ିଥିଲେ। ଗ୍ରାମବାସୀଙ୍କ କହିବାନୁସାରେ, ଅମରେଶଙ୍କର ତାଙ୍କ ଶାଳୀଙ୍କ ସହ ବି ପ୍ରେମସମ୍ପର୍କ ଥିଲା। ପରେ ଉଭୟଙ୍କ ମଧ୍ୟରେ କୌଣସି କଥାକୁ ନେଇ ମନାନ୍ତର ଘଟିଥିଲା। ଏହି କାରଣରୁ ସେ ଏମିତି କରିଥାଇ ପାରନ୍ତି ବୋଲି ଅନୁମାନ କରାଯାଉଛି।

ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୋବାଇଲ ଜବତ କରିବା ସହ ମୃତଦେହ ହାଜିପୁର ସଦର ଡାକ୍ତରଖାନାକୁ ବ୍ୟବଚ୍ଛେଦ ପାଇଁ ପଠାଇ ଘଟଣାର ତଦନ୍ତ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁର ପୋଲିସର କାର୍ଯ୍ୟାନୁଷ୍ଠାନ, ୩ଟି ବାଲି ବୋଝେଇ ହାଇୱା ଜବତ

ଥୁଆମୂଳ ରାମପୁର, ୧୫ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ପୋଲିସ ପକ୍ଷରୁ ବେଆଇନ ବାଲି ଚୋରା ଚାଲାଣ ବିରୋଧରେ ଏକ ବଡ଼ ଧରଣର…

ସବୁଠାରୁ କମ୍ ବୟସର ଅଙ୍ଗଦାନକାରୀ: ୫ ଜଣଙ୍କୁ ନୂଆ ଜୀବନ ଦେଲା ୧୦ ମାସର ଶିଶୁ

ଥିରୁଅନନ୍ତପୁରମ୍,୧୫।୨: ଜଣେ ୧୦ ମାସର ଶିଶୁ କନ୍ୟାର ନିଷ୍ପାପ ଅଙ୍ଗ ବଞ୍ଚାଇବ ପାଞ୍ଚ ଜଣଙ୍କ ଜୀବନ। କେରଳର ପଠାନମତିଟ୍ଟା ଜିଲା ମାଲାପ୍ପଲ୍ଲୀର ୧୦ ମାସର ଶିଶୁ ଆଲିନ୍…

ଜାଗରରେ ବିଭତ୍ସ ହତ୍ୟା, ବଡ଼ ଭାଇକୁ କଟୁରୀରେ ହାଣିଲେ ସାନ ଭାଇ

ପାଲଲହଡା,୧୫ା୨(ଦିବ୍ୟଜ୍ୟୋତି ଦାଶ): ବଡ଼ ଭାଇକୁ ହତ୍ୟା କଲେ ସାନ ଭାଇ । କଟୁରୀରେ ବେକ କାଟି ହତ୍ୟା କଲେ ସାନ ଭାଇ। ମୃତକ ଜଣକ ହେଲେ ଲିପୁ…

IND VS PAK: ଭାରତ-ପାକ୍‌ ମ୍ୟାଚ୍‌ ପୂର୍ବରୁ ପ୍ରେମଦାସା ଷ୍ଟାଡିୟମରେ ସାପ ଆତଙ୍କ; ପାକିସ୍ତାନ ଡଗ୍‌ଆଉଟ୍‌ରେ…

କଲମ୍ବୋ,୧୫।୨: କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ହେବାକୁ ଥିବା ମହାନ ମୁକାବିଲା ପୂର୍ବରୁ ଏକ ଅଭାବନୀୟ ଚିତ୍ର ସାମ୍ନାକୁ ଆସିଛି। କ୍ରିକେଟର…

ପ୍ରତିଦିନ ଖାଆନ୍ତୁ ଦୁଇ ପାଖୁଡା ରସୁଣ, ରକ୍ତଚାପ ନିୟନ୍ତ୍ରଣ ସହିତ ଭଲ ରହିବ…

ରସୁଣରେ ଆଲିସିନ୍, ମାଙ୍ଗାନିଜ୍, ଭିଟାମିନ୍ ବି୬, ଭିଟାମିନ୍ ସି, ସେଲେନିୟମ୍, ଫାଇବର, କ୍ୟାଲସିୟମ୍, ପୋଟାସିୟମ୍, ଆଇରନ୍ ଏବଂ କପର ସମେତ ଅନେକ ପୁଷ୍ଟିକର ତତ୍ତ୍ୱ ଯଥେଷ୍ଟ ପରିମାଣରେ…

PM Kisan:  ଆସିଲା ବଡ଼ ଅପଡେଟ୍‌: ଏହି ଦିନ ଚାଷୀଙ୍କ ଖାତାକୁ ଆସିବ ୨୦୦୦ ଟଙ୍କା… 

ନୂଆଦିଲ୍ଲୀ,୧୫।୨: ଦେଶର କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କୁ ଆର୍ଥିକ ସହାୟତା ଯୋଗାଇବା ପାଇଁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଦ୍ୱାରା ଆରମ୍ଭ କରାଯାଇଥିବା ପିଏମ-କିଷାନ ଯୋଜନାର ପରବର୍ତ୍ତୀ କିସ୍ତି ଖୁବ୍‌ଶୀଘ୍ର…

ପୁରୀ ସମୁଦ୍ର କୂଳରେ ଅଘଟଣ, ସ୍ନାନ ବେଳେ ୫ ପର୍ଯ୍ୟଟକ ବୁଡ଼ି…..

ପୁରୀ,୧୫ା୨(ଅଜିତ୍ କୁମାର ମହାନ୍ତି):  ପୁଣି ପୁରୀ ସମୁଦ୍ରରେ ସ୍ନାନ ବେଳେ ଅଘଟଣ । ସମୁଦ୍ର କୂଳର ସେକ୍ଟର ୨ ଓ ସେକ୍ଟର୧୦ରେ ବୁଡୁବୁଡୁ ପର୍ଯ୍ୟଟକମାନେ ବଞ୍ଚିଯାଇଛନ୍ତି ।…

ଆଖଣ୍ଡଳମଣି ପୀଠରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ଭିଡ଼

ଧୂଷୁରୀ,୧୫ା୨(ଦୀପ୍ତି ରଞ୍ଜନ ନାୟକ): ପବିତ୍ର ମହାଶିବରାତ୍ରିରେ ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡ଼ି ହୋଇ ଉଠିଛି ଚଳଚଞ୍ଚଳ। ଭୋର୍‌ ୪ଟାରେ ମନ୍ଦିର ପହୁଡ଼ ଖୋଲିବା ପରେ ମଙ୍ଗଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri