Posted inଜାତୀୟ

ପରିବାରର ୫ ଜଣଙ୍କୁ ହତ୍ୟା କରି ଜୀବନ ହାରିଲେ କଲେ ଯୁବକ

ଅମ୍ବାଲା,୨୬।୮: ହରିୟାଣାର ଅମ୍ବାଲା ସହରରେ ଶୁକ୍ରବାର ସକାଳେ ଏକ ଅଭାବନୀୟ ଘଟଣା ଘଟିଛି। ଗୋଟିଏ ପରିବାରର ୫ ଜଣଙ୍କୁ ହତ୍ୟା କରି ନିଜେ ଆତ୍ମହତ୍ୟା କରିଛନ୍ତି ଜଣେ ଯୁବକ। ଯୁବକ ଜଣକ ପ୍ରଥମେ ତାଙ୍କ ପରିବାରର ୫ ଜଣ ସଦସ୍ୟଙ୍କୁ ଖାଦ୍ୟରେ ବିଷ ଦେଇଥିଲେ। ପରେ ନିଜେ ଫାଶୀ ଲଗାଇ ଆତ୍ମହତ୍ୟା କରିଥିଲେ।
ଅମ୍ବାଲା ସହର ନିକଟସ୍ଥ ବାଲାନା ଗାଁରେ ଏହି ଘଟଣା ଘଟିଛି। ଏହି ଘଟଣା ସାମ୍ନାକୁ ଆସିବା ମାତ୍ରେ ସମଗ୍ର ଗାଁରେ ଉତ୍ତେଜନା ପ୍ରକାଶ ପାଇଛି। ମୃତକଙ୍କ ନାମ ୬୫ ବର୍ଷିୟ ସଂଗତ ସିଂ, ତାଙ୍କ ସ୍ତ୍ରୀ ମହିନ୍ଦ୍ରା କୌର (୬୨), ପୁଅ ସୁଖବିନ୍ଦର ସିଂ (୩୨), ସୁଖୱିନ୍ଦରଙ୍କ ସ୍ତ୍ରୀ ପ୍ରମିଳା (୨୮) ଏବଂ ତାଙ୍କ ଦୁଇ ନାତୁଣୀ ବୋଲି ଜଣାପଡିଛି। ସୁଖବିନ୍ଦର ହିଁ ଏହି ଘଟଣା ଘଟାଇ ନିଜେ ଆତ୍ମହତ୍ୟା କରିଛନ୍ତି। ସୁଖବିନ୍ଦର ସିଂ ଯମୁନାନଗରର ଏକ କମ୍ପାନୀରେ କାମ କରୁଥିଲେ। ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଉଦ୍ଧାର କରି ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

କୋର୍ଟରେ ପଡ଼ିିଛି ସିବିଆଇର ୬,୭୦୦ ଦୁର୍ନୀତି ମାମଲା

ନୂଆଦିଲ୍ଲୀ, ୨୫ା୮: କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ(ସିବିଆଇ) ତଦନ୍ତ କରୁଥିବା ପ୍ରାୟ ୬,୭୦୦ ଦୁର୍ନୀତି ମାମଲା ବିଭିନ୍ନ ଅଦାଲତରେ ବିଚାରାଧୀନ ରହିଛି। ସେଥିମଧ୍ୟରୁ ୨୭୫ଟି ୨୦ ବର୍ଷ...

ପଦ୍ମ ପାଇଲେ ୧୧ ଓଡ଼ିଆ

ନୂଆଦିଲ୍ଲୀ, ୯ା୧୧: ୨୦୨୦ ଓ ୨୦୨୧ ବର୍ଷ ପାଇଁ ଭାରତର ୧୪୫ଜଣ ବିଶିଷ୍ଟ ବ୍ୟକ୍ତିତ୍ୱଙ୍କୁ ପଦ୍ମ ପୁରସ୍କାର ମିଳିଛି। ସୋମବାର ରାଷ୍ଟ୍ରପତି ଭବନରେ ଆୟୋଜିତ ସ୍ବତନ୍ତ୍ର...

ରାଜ୍ୟପାଳ ମୋତେ କାର୍ଯ୍ୟକାରୀ ମୁଖ୍ୟମନ୍ତ୍ରୀ ଭାବେ ନିଯୁକ୍ତ କରିଛନ୍ତି: ଫଡନବିଶ

ମୁମ୍ବାଇ,୮।୧୧: ମହାରାଷ୍ଟ୍ର ରାଜନୀତି ଏବେ ପୁଣିଥରେ ହୋଇଛି ସରଗରମ। ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନବିଶ ଶୁକ୍ରବାର ତାଙ୍କ ପଦରୁ ଇସ୍ତଫା ଦେଇଛନ୍ତି। ଆଉ ତାଙ୍କ ଇସ୍ତଫା ପତ୍ରକୁ...

ମେଓ୍ବାତ ଡେପୁଟି ଏସ୍‌ପି ସୁରେନ୍ଦ୍ର ସିଂଙ୍କୁ ହତ୍ୟା

ଚଣ୍ଡିଗଡ଼,୧୯।୭: ହରିୟାଣାର ନୁହ ଜିଲାର ମେ ଓ୍ବାତରେ ଡେପୁଟି ଏସ୍‌ପି ସୁରେନ୍ଦ୍ର ସିଂ ବିଶ୍ନୋଇଙ୍କୁ ହତ୍ୟା କରାଯାଇଛି। ଖଣି ମାଫିଆମାନେ ତାଙ୍କ ଉପରେ ଡମ୍ପର ଚଢ଼ାଇ...

ମାଡ଼ି ଆସୁଛି ନୂଆ ବିପଦ, ଡେଲ୍ଟା ପ୍ଲସ୍‌ ଭାରିଆଣ୍ଟ୍‌ ଭାକ୍ସିନ୍‌କୁ ପ୍ରଭାବହୀନ କରିବା ଆଶଙ୍କା…

ନୂଆଦିଲ୍ଲୀ,୨୨।୬: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ଡେଲ୍ଟା ଭାରିଆଣ୍ଟ୍‌ ଯୋଗୁ ଦେଶରେ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା...

ଏସି ଥିବା ସ୍ମାର୍ଟ ପୋଲିଂ ବୁଥ୍‌ରେ ଦିବ୍ୟାଙ୍ଗ ଭୋଟର ଦେଲେ ଭୋଟ

ଇନ୍ଦୋର,୧୯।୫: ମଧ୍ୟପ୍ରଦେଶ ଇନ୍ଦୋରରେ ଥିବା ଏସି ଯୁକ୍ତ ସ୍ମାର୍ଟ ପୋଲିଂ ବୁଥ୍‌ରେ ଦିବ୍ୟାଙ୍ଗ ଭୋଟରଙ୍କ ସମେତ ବରିଷ୍ଠ ନାଗରିକ ସେମାନଙ୍କର ମତଦାନ ଅଧିକାର ସାବସ୍ତ୍ୟ କରିଛନ୍ତି।...

ବିଶ୍ୱଜିତ୍‌ ଚାଟାର୍ଜୀ ଶ୍ରେଷ୍ଠ ଚଳଚ୍ଚିତ୍ର ବ୍ୟକ୍ତିତ୍ୱ

ପଣଜୀ, ୧୭ା୧: ଗୋଆରେ ଭାରତୀୟ ଅନ୍ତର୍ଜାତୀୟ ଚଳଚ୍ଚିତ୍ର ସମାରୋହ (ଆଇଏଫଏଫଆଇ)ର ୫୧ତମ ସଂସ୍କରଣ ଆୟୋଜିତ ହୋଇଛି। ମହୋତ୍ସବରେ ହିନ୍ଦୀ ଓ ବଙ୍ଗଳା ଚଳଚ୍ଚିତ୍ର ଜଗତର ଜଣାଶୁଣା...

ଭାଜପାର ଘୋଷଣା ପତ୍ରରେ ରହିଛି ଏହି ସବୁ ପ୍ରତିଶ୍ରୁତି

କୋଲକାତା,୨୧।୩: ପଶ୍ଚିମବଙ୍ଗରେ ହେବାକୁ ଥିବା ବିଧାନସଭା ନିର୍ବାଚନ ପାଇଁ ରବିବାର ଭାଜପା ପକ୍ଷରୁ ଘୋଷଣା ପତ୍ର ଜାରି କରାଯାଇଛି। କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା...

Advertisement
Archives

Model This Week