ସାର୍କ ଆକ୍ରମଣରେ ଗଲା ଜୀବନ

ସିଡନୀ,୫।୯: ଅଷ୍ଟ୍ରେଲିଆର ଏମରଲାଡ୍‌ ବେଳାଭୂମିରେ ସାର୍କ ଆକ୍ରମଣରେ ଜଣେ ୨୦ ବର୍ଷୀୟ ଯୁବକଙ୍କ ମୃତ୍ୟୁ ହୋଇଛି। ଚଳିତ ବର୍ଷ ଅଷ୍ଟ୍ରେଲିଆରେ ଏହା ଦ୍ୱିତୀୟ ସାର୍କ ଆକ୍ରମଣ ଘଟଣା।

ଇନ୍ସପେକ୍ଟର କ୍ରିସ ୱିଲସନ କହିଛନ୍ତି ଯେ, ରବିବାର ସମୁଦ୍ର କୂଳରେ ସାର୍କ ଆକ୍ରମଣରେ ବ୍ୟକ୍ତି ଜଣଙ୍କ ଗୁରୁତର ଆହତ ହୋଇଥିଲେ। ତାଙ୍କୁ ଉଦ୍ଧାର କରିବା ପାଇଁ ହେଲିକାପ୍ଟର ମେଡିକାଲ ଟିମ୍‌ ଦିନ ୧୧ଟା ବେଳେ ପହଞ୍ଚିଥିଲା। ଅନେକ ଚେଷ୍ଟା ସତ୍ତ୍ୱେ ଯୁବକ ଜଣଙ୍କୁ ବଞ୍ଚାଇ ପାରି ନ ଥିଲେ ମେଡିକାଲ ଟିମ୍‌ ସଦସ୍ୟ। ବର୍ତ୍ତମାନ ସନ୍ତରଣକାରୀଙ୍କୁ ସମୁଦ୍ରକୁ ଯିବାକୁ ମନା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶତ୍ରୁଙ୍କୁ ମୁହଁତୋଡ଼ ଜବାବ ଦେବା ପାଇଁ ଭାରତ ଅଭିମୂଖେ ରାଫାଲ

ପ୍ୟାରିସ,୨୭।୭: ବହୁ ଦିନ ଅପେକ୍ଷାର ଅନ୍ତ ଘଟିଛି। ଶତ୍ରୁଙ୍କୁ ମୁହଁତୋଡ଼ ଜବାବ ଦେବା ପାଇଁ ଭାରତୀୟ ବାୟୁସେନାରେ ଖୁବଶୀଘ୍ର ସାମିଲ ହେବାକୁ ଯାଉଛି ରାଫାଲ ଯୁଦ୍ଧ...

ମୂଳ ଭାରତୀୟ ସମଲିଙ୍ଗୀ ମହିଳା ହେଲେ ଅକଲାଣ୍ଡ ସିଟି କାଉନସିଲ୍‌ ସଦସ୍ୟା…

ଓ୍ବାଶିଂଟନ,୧୭।୧ : ଆମେରିକୀୟ ମୂଳ ଭାରତୀୟ ଆଇନଜୀବୀ ଜନାନି ରାମଚନ୍ଦ୍ରନ କାଲିଫର୍ନିଆ ରାଜ୍ୟ ଅକଲାଣ୍ଡ ସିଟି କାଉନସିଲର ସଦସ୍ୟା ହୋଇଛନ୍ତି। ସେ ହେଉଛନ୍ତି ସର୍ବପ୍ରଥମ ସମଲିଙ୍ଗୀ...

ପୁଣି ଟୁଇଟର୍‌କୁ ଫେରିବାକୁ ଚାହୁଁଛନ୍ତି ଟ୍ରମ୍ପ୍‌

ଓ୍ବାଶିଂଟନ,୩ା୧୦: ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଫ୍ଲୋରିଡାରେ ଜଣେ ସଂଘୀୟ ଜଜ୍‌ଙ୍କୁ ତାଙ୍କ ଟୁଇଟର ଆକାଉଣ୍ଟକୁ ପୁନଃ ଚାଲୁ କରିବାକୁ ଅନୁରୋଧ କରିଛନ୍ତି। ଜାନୁୟାରୀରେ...

ପୁଣି ବିପଦ, ପୃଥିବୀରେ ଆରମ୍ଭ ହେଲାଣି କରୋନାର ତୃତୀୟ ଲହର…

ଜେନେଭା,୧୫।୭: ପୃଥିବୀରେ କରୋନା ମହାମାରୀର ତୃତୀୟ ଲହର ଆରମ୍ଭ ହୋଇ ସାରିଛି। ଏବେ ଏହା ପ୍ରାଥମିକ ପର୍ଯ୍ୟାୟରେ ରହିଛି। ଡେଲ୍ଟା ଭାରିଆଣ୍ଟ୍‌ ଯୋଗୁ ତୃତୀୟ ଲହର...

୧୨ ବର୍ଷ ପରେ ମା’ ସହିତ ହେଲା ଭେଟ…

ବର୍ଲିନ୍‌, ୩୦।୮: ମା’ର ମମତା ଅନ୍ୟ କେହି ଦେଇପାରିବେ ନାହିଁ। ମଣିଷ ହେଉ ଅବା ପ୍ରାଣୀ କେହି ମା’କୁ କେବେ ମଧ୍ୟ ଭୁଲି ପାରିବେ ନାହିଁ।...

ମୋର ଦ୍ୱିତୀୟ ଥର ରାଷ୍ଟ୍ରପତି ହେବା ବାଟରେ କଣ୍ଟା ସାଜିଛି ଚାଇନା: ଟ୍ରମ୍ପ୍‌

ଓ୍ବାଶିଂଟନ,୩୦।୪: ଚାଇନାକୁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ୍‌ ଟ୍ରମ୍ପ୍‌ ଟାଗେର୍ଟ କରିଛନ୍ତି। ଟ୍ରମ୍ପ୍‌ କହିଛନ୍ତି ମୋର ଦ୍ୱିତୀୟ ଥର ରାଷ୍ଟ୍ରପତି ହେବା ବାଟରେ ଚାଇନା କଣ୍ଟା ସାଜିଛି।...

ସୁରିନାମ୍‌ ରାଷ୍ଟ୍ରପତିଙ୍କୁ ୨୦ ବର୍ଷ ଜେଲ୍‌

ପାରାମାରିବୋ,୧ା୧୨(ଏଏଫ୍‌ପି): ସୁରିନାମ୍‌ର ଏକ ସାମରିକ ଅଦାଲତ ରାଷ୍ଟ୍ରପତି ଡେସି ବୌଟେର୍ସେଙ୍କୁ ୨୦ ବର୍ଷ ଜେଲ୍‌ଦଣ୍ଡରେ ଦଣ୍ଡିତ କରିଛନ୍ତି। ଅଶୀ ଦଶକରେ ବୌଟେର୍ସେ ଦକ୍ଷିଣ ଆମେରିକୀୟ ଦେଶର...

ଅଡୁଆରେ ମସ୍କ, ଚୁକ୍ତି ଉଲ୍ଲଂଘନ ଅଭିଯୋଗ ଆଣିଲା ଟୁଇଟର…

ଓ୍ବାଶିଂଟନ, ୧୫।୫ : ଟେସଲା ଏବଂ ସ୍ପେସ ଏକ୍ସ ପରି କମ୍ପାନୀର ମାଲିକ ଏଲନ ମସ୍କଙ୍କ ପାଇଁ ଟୁଇଟର କିଣିବା ଅତ୍ୟନ୍ତ କଷ୍ଟକର ବୋଲି ପ୍ରମାଣିତ...

Advertisement
Archives

Model This Week