ଗାଧୋଉଥିବା ବେଳେ ଅଘଟଣ: ନଦୀରେ ବୁଡି ବ୍ୟକ୍ତି ମୃତ

ଦିଗପହଣ୍ଡି,୪।୪(ବ୍ୟୁରୋ): ଗାଧୋଉଥିବା ବେଳେ ଅଘଟଣ । ଘୋଡାହାଡ ନଦୀରେ ବୁଡି ମଙ୍ଗଳବାର ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ସେ ହେଲେ ପାଟପୁର ଥାନା ଅନ୍ତର୍ଗତ ମହାନଳା ଗ୍ରାମର ଉମାକାନ୍ତ ସାହୁ(୫୬)। ଖବରପାଇ ସାନଖେମୁଣ୍ଡି ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚିି ଯୁବକକୁ ଉଦ୍ଧାର କରି ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିବା ବେଳେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ପାଟପୁର ପୋଲିସ ସ୍ବାସ୍ଥ୍ୟକେନ୍ଦ୍ରରେ ପହଞ୍ଚି କେସ୍‌ ନଂ-୪/୨୩ ଅନୁଯାୟୀ ଏକ ଅପମୃତ୍ୟୁ ମାମଲା ରୁୁଜୁ କରିବା ସହ ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ନିମନ୍ତେ ବ୍ରହ୍ମପୁର ବଡ ମେଡିକାଲର ପଠେଇଥିବା ଜଣାପଡିଛି। ମୃତ ଉମାକାନ୍ତ ସାହୁ ସାନଖେମୁଣ୍ଡି ବ୍ଲକ୍‌ ଗୋଷ୍ଠୀ ଶିକ୍ଷାଧିକାରୀ କାର୍ଯ୍ୟାଳୟରେ ପିଅନ ଭାବେ କାର୍ଯ୍ୟ କରୁଥିଲେ। ମଙ୍ଗଳବାର ପୂର୍ବାହ୍ନ ସମୟରେ ଗଁା ବାଟ ଦେଇ ଯାଇଥିବା ଘୋଡାହାଡ ନଦୀରେ ଗାଧୋଉଥିବା ବେଳେ କୌଣସି କାରଣ ବଶତଃ ଗୋଡ ଖସି ନଦୀ ଗର୍ଭରେ ବୁଡି ଯାଇଥିବା ପାଟପୁର ଥାନା ଆଇଆଇସି ସବ୍ୟସାଚୀ ମଲ୍ଲ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନମନ୍ତ୍ରୀ ମୋଦିଙ୍କ ସାମ୍ନାରେ AI ମହାରଥିଙ୍କ ମଧ୍ୟରେ କୋଲ୍ଡ ଓ୍ବାର…, କମ୍ପିଟିଟର୍ସ ପରସ୍ପରକୁ ଦେଖି…

ନୂଆଦିଲ୍ଲୀ,୧୯।୨: ଗୁରୁବାର (୧୯ ଫେବୃଆରୀ, ୨୦୨୬) ଇଣ୍ଡିଆ AI ଇମ୍ପାକ୍ଟ ସମିଟ ୨୦୨୬ରେ ଏକ ଘଟଣା ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲା। ଯେତେବେଳେ ଭାରତ ଏବଂ ବିଦେଶର…

ଆଦିବାସୀଙ୍କୁ ରୋଜଗାରର ଲୋଭ ଦେଖାଇ ଅଫିମ ଗଛକୁ ଚାଇନା ଶାଗ କହିଥିଲେ ମାଫିଆ, ଏବେ ମାଜିଷ୍ଟ୍ରେଟ୍‌ଙ୍କ ଉପସ୍ଥିତିରେ…

କେନ୍ଦୁଝର,୧୯ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା ବରଦାପାଳ ପଞ୍ଚାୟତ ତଳକମ୍ପଡିହୀ ଗାଁର ଜହ୍ଲା ସାହିରେ ବ୍ୟାପକ ପରିମାଣର ଅଫିମ ଚାଷକୁ ମାଜିଷ୍ଟ୍ରେଟ୍‌ଙ୍କ ଉପସ୍ଥିତରେ ପୋଲିସ, ବନ…

ଖଜୁରିପଡ଼ା ଗୋଷ୍ଠୀ ଶିକ୍ଷା ବିଭାଗ: ୫ କେନ୍ଦ୍ରରେ ୭୧୧ ବିଦ୍ୟାର୍ଥୀ ପରୀକ୍ଷା ଦେଲେ

ଖଜୁରିପଡ଼ା,୧୯ା୨(ବିଦୁର ବେହେରା): ଚଳିତ ବର୍ଷ ଫେବୃଆରୀ ୧୯ ଗୁରୁବାରଠାରୁ ମ୍ୟାଟ୍ରିକ ପରୀକ୍ଷା ଆରମ୍ଭ ହୋଇ ମାର୍ଚ୍ଚ ୨ ତାରିଖରେ ଶେଷ ହେବ। ଖଜୁରିପଡ଼ା ଗୋଷ୍ଠୀ ଶିକ୍ଷା ବିଭାଗ…

ରାଜନୀତିରେ ଏଣ୍ଟ୍ରି କରିବେ ରୀନା ପାସଓ୍ବାନ? ପ୍ରସ୍ତୁତ ହେଲେଣି ଚିରାଗ, ଭାଜପାର ମୋହରକୁ ଅପେକ୍ଷା!

ନୂଆଦିଲ୍ଲୀ,୧୯।୨: ବିହାରର ପାଞ୍ଚଟି ରାଜ୍ୟ ସଭା ଆସନ ଖାଲି ହେବାକୁ ଯାଉଛି। ୨୦୨୬ ମାର୍ଚ୍ଚ ୧୬ରେ ଭୋଟ ହେବ। ବିଜ୍ଞପ୍ତି ପ୍ରକାଶ ପାଇବା ସହିତ ବିହାରରେ ରାଜନୈତିକ…

ଭିଜିଲାନ୍ସ ଜାଲରେ ସୋର ତହସିଲଦାର: ୪୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଗିରଫ

ସୋର,୧୯।୨(ଜନ୍ମେଞ୍ଜୟ ମିଶ୍ର): ଓଡ଼ିଶା ଭିଜିଲାନ୍ସ ଏକ ବଡ଼ ଧରଣର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ବାଲେଶ୍ୱର ଜିଲା ସୋର ତହସିଲଦାରଙ୍କୁ ଗିରଫ କରିଛି। ଜବତ ହୋଇଥିବା ପଥର ବୋଝେଇ…

ଓଡ଼ିଶାର ଏହି ଜିଲାରେ ମିଳିଲା ଦେଢ଼ ଟନ୍ ସୁନା; ବିଧାନସଭାରେ ସୂଚନା ଦେଲେ ଖଣି ମନ୍ତ୍ରୀ

ଭୁବନେଶ୍ୱର,୧୯।୨: ଓଡ଼ିଶା ପାଇଁ ଖୁସି ଖବର। ବିଶ୍ୱରେ ସୁନା ଦର ଆକାଶଛୁଆଁ ହେଉଥିବା ବେଳେ ମୟୂରଭଞ୍ଜ ଜିଲାରେ ବିପୁଳ ପରିମାଣର ସୁନା ଗଚ୍ଛିତ ଥିବା ନେଇ ସରକାରୀ…

ରାହୁଲ ଗାନ୍ଧୀଙ୍କ ସମେତ ୨୫ କଂଗ୍ରେସ ଏମ୍‌ପିଙ୍କୁ ଗୁଳି କରିବାକୁ ଧମକ

ନୂଆଦିଲ୍ଲୀ,୧୯।୨: ରାଜସ୍ଥାନ ପୋଲିସ କୋଟାର ଜଣେ ବ୍ୟକ୍ତିଙ୍କୁ ଅଟକ ରଖିଛି ଯିଏ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଏବଂ ୨୫ ଜଣ କଂଗ୍ରେସ ଏମପିଙ୍କୁ ଗୁଳି କରିବାକୁ…

୦,୦,୦…ରେ ଆଉଟ ହୋଇଥିବା ଅଭିଷେକ ଶର୍ମାଙ୍କୁ ମିଳିଲା ଗୁରୁ ମନ୍ତ୍ର, ଗାଭାସ୍କର କହିଲେ…

ନୂଆଦିଲ୍ଲୀ,୧୯।୨: ଅଭିଷେକ ଶର୍ମା ୨୦୨୬ ଟି୨୦ ବିଶ୍ୱକପରେ ତିନୋଟି ଇନିଂସ ଖେଳିଛନ୍ତି, କିନ୍ତୁ ସେ ତାଙ୍କର ଖାତା ଖୋଲି ନାହାଁନ୍ତି। ସେ ତିନୋଟି ମ୍ୟାଚରେ ଶୂନ୍ୟରେ ଆଉଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri