Posted inଫୁରସତ

ମଣିଷ ମାଂସ ଖାଏ ଏହି ଫଳ ! ମାସକରେ ମିଳିବ ଜିରୋଫିଗର…

ନୂଆଦିଲ୍ଲୀ : ପ୍ରକୃତି ଅନେକ ଜିନିଷ ସୃଷ୍ଟି କରିଛି ଏବଂ ସେମାନଙ୍କର ଏପରି ବିଶେଷ ଗୁଣ ଅଛି ଯାହା ମଣିଷ ଶୁଣି ଆଶ୍ଚର୍ଯ୍ୟ ହୋଇପାରେ। ଆମ ଚାରିପାଖରେ ଏପରି ଅନେକ ଜିନିଷ ଅଛି, ଯାହାକୁ ଆମେ ବ୍ୟବହାର କଲେ ବହୁ ସୁଫଳ ମିଳିଥାଏ।

ଆମେ ଫଳ ଖାଉ, କୌଣସି ଫଳ ମଧ୍ୟ ମଣିଷ ମାଂସକୁ ଖାଇପାରେ। ଏହା ଶୁଣିଲେ ଯେ କେହି ଚକିତ ହେବା ସ୍ବାଭାବିକ। ତେବେ ଏହି ଫଳ ଆମ ଘରେ ସହଜରେ ଉପଲବ୍ଧ ଏବଂ ଯେଉଁମାନେ ଓଜନ ହ୍ରାସ କରିବାକୁ ଚାହାଁନ୍ତି ସେମାନଙ୍କ ପାଇଁ ଏହା ଅମୃତ ଭଳି। ଅଭ୍ୟାସ କରି ମାସେ ଖkାଇଲେ ଜିରୋଫିଗର ମିଳିବା ସହଜ ହେବ।

ସେ ଫଳଟି ହେଉଛି ସପୁରୀ। ଏହା ବହୁତ ସ୍ବାଦିଷ୍ଟ। କିନ୍ତୁ କେତେକ ଏହା ଆଲର୍ଜି ବୋଲି ମଧ୍ୟ କହିଥାନ୍ତି। ତେବେ ଏହି ତଥ୍ୟଟି ଅତ୍ୟନ୍ତ ଅଦ୍ଭୁତ, ଯେତେବେଳେ ଆମେ ସପୁରୀ ଖାଉ, ଏହା ପ୍ରତିବଦଳରେ ଆମର ମାଂସକୁ ଖାଏ। ସପୁରୀ ଖାଇଲେ ଜିଭରେ ଏକ ଝିମଝିମ ଅନୁଭବ ହୋଇଥାଏ। ବାସ୍ତବରେ, ଏଥିରେ ବ୍ରୋମେଲାଇନ ନାମକ ଏକ ଏନଜାଇମ ଥାଏ, ଯାହାର କାମ ହେଉଛି ପ୍ରୋଟିନ ହଜମ କରିବା । ଏହା ମଣିଷ ଜିଭରେ ଥିବା ପ୍ରୋଟିନକୁ ଖାଇବା ଆରମ୍ଭ କରିଥାଏ।

ଏହା ପେଟରେ ଥିବା ଏସିଡ ଏନଜାଇମକୁ ନଷ୍ଟ କରିଦିଏ। ତେଣୁ ଏହି ଉପକାରୀ ଫଳକୁ  ଖାଦ୍ୟରେ ସାମିଲ କରିବା ଆବଶ୍ୟକ।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରୀଲଙ୍କାର ବଡ଼ ଅନୁରୋଧ: ମ୍ୟାଚ୍‌ ବର୍ଜନ ଉପରେ ପୁନଃ ବିଚାର କରିପାରେ ପାକିସ୍ତାନ

କରାଚୀ,୭ା୨- ଆସନ୍ତା ୧୫ ତାରିଖରେ କଲମ୍ବୋରେ ଭାରତ ବିପକ୍ଷ ଟି୨୦ ମ୍ୟାଚ୍‌କୁ ବର୍ଜନ କରିବା ନିଷ୍ପତ୍ତି ଉପରେ ପାକିସ୍ତାନ ପୁନଃ ବିଚାର କରିପାରେ। ଭାରତ-ପାକିସ୍ତାନ ବହୁ ପ୍ରତିକ୍ଷିତ…

ଅଳିଆ ପକାଇବାକୁ ନେଇ ତୁମୁଳକାଣ୍ଡ: ଉତ୍ତେଜିତ ହୋଇ ମରଣାନ୍ତକ ଆକ୍ରମଣ

ଦିଗପହଣ୍ଡି,୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ଗ୍ରାମର ସୀମାଞ୍ଚଳ ମହାପାତ୍ର(୨୪) ଙ୍କୁ ଶନିବାର ପୋଲିସ ଗିରଫ କରି କୋର୍ଟଚାଲାଣ କରିଛି।ବୁଧବାର ସକାଳେ ଡ୍ରେନରେ…

ପ୍ରଧାନଶିକ୍ଷକଙ୍କ କାର୍ଯ୍ୟାଳୟ ଆଗରେ ଧାରଣା ଦେଲେ ମହିଳା

ମୋରଡ଼ା,୭ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ୍‌ ଅଧୀନ ନୂଆଗାଁସ୍ଥିତ ହରପ୍ରସାଦ ଶିକ୍ଷା ସଦନ ସରକାରୀ ଉଚ୍ଚ ବିଦ୍ୟାଳୟରେ ଶିଶୁ ସେବିକା ନିଯୁକ୍ତିରେ ଅନିୟମିତତା ଅଭିଯୋଗ ହୋଇଛି।…

ଆଇନଜୀବୀ ପୀତବାସ ଦାଶଙ୍କ ପରଲୋକ

ଭଞ୍ଜନଗର,୭।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନର ବରିଷ୍ଠ ସଦସ୍ୟ ପୀତବାସ ଦାଶ (୫୨)ଙ୍କ ଶନିବାର ଅପରାହ୍ନରେ ପରଲୋକ ହୋଇଛି। ସେ ବିଗତ କିଛି ହେବ…

ଚାଲିଥିଲା ବାର୍ଷିକୋତ୍ସବ: ଅଣଛାତ୍ର ପଶି କଲେଜ ଛାତ୍ରଙ୍କୁ କଲେ ଲହୁଲୁହାଣ

ବଲାଙ୍ଗୀର,୭ା୨(ସୁନିଲ କୁମାର ମହାନ୍ତି): ସରକାରୀ ବଲାଙ୍ଗୀର କଲେଜରେ ଉତ୍ତେଜନା ପ୍ରକାଶ ପାଇଛି। ଅଣଛାତ୍ରଙ୍କ ମାଡ଼ରେ ଦୁଇ କଲେଜ ଛାତ୍ର ଗୁରୁତର ହୋଇପଡ଼ିଛନ୍ତି। ବଲାଙ୍ଗୀର ସହର ଉପକଣ୍ଠରେ ଥିବା…

Post Office FD vs RD: କେଉଁ ସ୍କିମ୍‌ ଦେଉଛି ସବୁଠାରୁ ଅଧିକ ରିଟର୍ନ? ନିବେଶ ପୂର୍ବରୁ ଜାଣି ରଖନ୍ତୁ…

ନୂଆଦିଲ୍ଲୀ,୭।୨:  ଛୋଟ ନିବେଶକଙ୍କ ମଧ୍ୟରେ ପୋଷ୍ଟ ଅଫିସ ଫିକ୍ସଡ୍ ଡିପୋଜିଟ୍ (FD) ଏବଂ ରିକରିଂ ଡିପୋଜିଟ୍ (RD) ବହୁତ ଲୋକପ୍ରିୟ। ଏହି ଦୁଇଟି ସ୍କିମ୍ ଭାରତ ସରକାରଙ୍କ…

ଖୋଲିଲା ତାରାତାରିଣୀ ମନ୍ଦିରର ଦାନହୁଣ୍ଡି: ଜାଣନ୍ତୁ କେତେ କ’ଣ ମିଳିଲା

ପୁରୁଷୋତ୍ତମପୁର,୭।୨(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀ ମନ୍ଦିର ଦାନହୁଣ୍ଡି ଶନିବାର ଖୋଲିଛି। ମନ୍ଦିର ନିର୍ବାହୀ ଅଧିକାରୀ ତଥା ପୁରୁଷୋତ୍ତମପୁର ତହସିଲଦାର ବିନୋଦକୁମାର ବେହେରାଙ୍କ…

ମନର ଭାବନାକୁ ପାର୍ଟନରଙ୍କ ଆଗରେ ଖୋଲାଖୋଲି ପ୍ରକାଶ କରିବାର ଦିନଟିଏ…

ପ୍ରତିବର୍ଷ ଫେବୃଆରୀ ୮ରେ ବିଶେଷକରି ଯୁବପିଢ଼ି ପାଳନ କରିଥାନ୍ତି ପ୍ରପୋଜ ଡେ’। ଭାଲେଣ୍ଟାଇନ୍ସ ଉଇକ୍‌ର ଦ୍ୱିତୀୟ ଦିନ ହେଉଛି ପ୍ରପୋଜ ଡେ’। ଏହି ଦିନଟି ନିଜର ଭାବନାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri