ନିରାକାରପୁର, ୨୫।୨(ମାନସ ଚନ୍ଦ୍ର ପଟ୍ଟନାୟକ ): ଖୋର୍ଦ୍ଧା ଜିଲା ଟାଙ୍ଗୀ ବନାଞ୍ଚଳ ଅଧୀନସ୍ଥ ନରମାନବି ଗ୍ରାମର ବାବୁଲି ପରିଡା (୪୫)ଙ୍କ ମୃତ୍ୟୁ ଘଟିଛି । କିଛି ଗ୍ରାମବାସୀଙ୍କ ଠାରୁ ପ୍ରକାଶ ଯେ ବାବୁଲି ଶୌଚ ହେବାକୁ ଯାଇଥିବା ବେଳେ ହାତୀ ହାବୁଡ଼ରେ ପଡିଯାଇ ଆକ୍ରମଣର ଶିକାର ହୋଇଥିଲେ। ଫଳରେ ତାଙ୍କର ମୃତ୍ୟୁ ଘଟିଛି।
Dharitri – Odisha’s No.1 Odia Daily