Posted inଫୁରସତ

viral video ହୃଦୟ ବିଦାରକ ଦୃଶ୍ୟ, ରିଂ ଭିତରେ ପଶି ବ୍ୟକ୍ତିଙ୍କ ସହିତ ଯୁଦ୍ଧ କଲା ସିଂହ 

ଅନେକ ସମୟରେ କୁସ୍ତିଯୋଦ୍ଧାମାନଙ୍କୁ ରିଂରେ ଲଢ଼ୁଥିବା ସମସ୍ତେ ଦେଖିଥିବେ। ମାତ୍ର ସିଂହ ସହିତ ଯୁଦ୍ଧ କରୁଥିବା କଥା  କେହି ଚିନ୍ତା ମଧ୍ୟ କରିପାରିବେ ନାହିଁ। ତେବେ ଭାଇରାଲ ହେଉଥିବା ଭିଡିଓରେ ଜଣେ ବ୍ୟକ୍ତି ସିଂହ  ସହିତ  ରିଂ ଭିତରେ ଲଢ଼ି ତାକୁ ପରାସ୍ତ  କରୁଥିବା ଦେଖିବାକୁ ମିଳୁଛି। ତେବେ କୁହାଯାଉଛି  ଯେ  ଏହି ଭିଡିଓ ୧୯୩୦ ଦଶକର। ତେବେ ଏହି ଭିଡିଓଟି  ସତ କି ଏଡିଟ ହୋଇଛି ତାହା  ସ୍ପଷ୍ଟ ହୋଇନାହିଁ।
ଏହି ବିପଜ୍ଜନକ ଯୁଦ୍ଧ ଭିଡିଓ ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସରେ @ ହିଷ୍ଟୋରିନେମସ ନାମକ ଏକ ଆକାଉଣ୍ଟରୁ ଶେୟାର କରାଯାଇଛି। ୯ ମିନିଟର ଏହି ଭିଡିଓକୁ ଅନେକ ଲୋକ ଲାଇକ୍‌ କରିଥିବା ବେଳେ ଅନେକ ୟୁଜର୍ସ ବିଭିନ୍ନ ପ୍ରକାରର ପ୍ରତିକ୍ରିୟା ଦେଉଛନ୍ତି, ଜଣେ ୟୁଜର୍ସ  ଲେଖିଛନ୍ତି, ‘ସିଂହ କେବଳ ତାଙ୍କ ସହିତ ଖେଳୁଛି, କାରଣ ଯଦି ସେ ତାଙ୍କ ସହିତ ଯୁଦ୍ଧ କରିଥାନ୍ତେ, ତେବେ ସେ ତା ଶକ୍ତି ସହିତ ଏକ ମୁହୂର୍ତ୍ତରେ ତାଙ୍କୁ ପରାସ୍ତ କରିଥାନ୍ତେ।’

 


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟ ରାସ୍ତାରେ ପଡି ଗୁରୁତର ସାଇକେଲ ଆରୋହିଙ୍କୁ ମିଳିଲାନି ଆମ୍ବୁଲାନ୍ସ: ଡାକ୍ତରଖାନାରେ ମୃତ୍ୟୁ

ଲାଞ୍ଜିଗଡ଼,୧୬।୧୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲ୍ଲା ବିଶ୍ୱନାଥପୁର ଥାନା ଅନ୍ତର୍ଗତ ବିଜେପୁର-ବିଶ୍ୱନାଥପୁର ମୁଖ୍ୟ ରାସ୍ତାର ଖଜୁରଗୁଡା ଗାଁ ମାଣ୍ଡିଆ ରୁଚା ନିକଟରେ ଏକ ସାଇକେଲ ଆରୋହି...

ସଂଗ୍ରାମୀ ନେତାଙ୍କୁ ଆଜି ବି ଝୁରେ ସାନଖେମୁଣ୍ଡି: ସେ ଥିଲେ କୃଷକ ଆନ୍ଦୋଳନର କର୍ଣ୍ଣଧାର

ଦିଗପହଣ୍ଡି,୧୬।୧୧(ଅଶେଷ ନାଥ ମିଶ୍ର): ବିଶିଷ୍ଟ କମ୍ୟୁନିଷ୍ଟ ନେତା ତଥା ସାନଖେମୁଣ୍ଡି ବ୍ଲକର ପୂର୍ବତନ ଅଧ୍ୟକ୍ଷ ସ୍ବର୍ଗତ ସାଥୀ ଉଦୟ ଚନ୍ଦ୍ର ପାତ୍ରଙ୍କ ୨୫ ତମ ଶ୍ରାଦ୍ଧ...

୩୫ ନମ୍ବର ରାଜ୍ୟ ରାଜପଥରେ ଦୁର୍ଘଟଣା: ଚୁନା ହୋଇଗଲା କାର

ଧୂଷୁରୀ,୧୬।୧୧,(ଦୀପ୍ତି ରଞ୍ଜନ ନାୟକ): ଭଦ୍ରକ ଜିଲା ଧୂଷୁରୀ ଥାନା ଓ ଆରଡି ଫାଣ୍ଡି ଅନ୍ତର୍ଗତ କୁଳେଇପଦା ଛକ ନିକଟରେ ଆରଡି-ଭଦ୍ରକ ୩୫ ନମ୍ବର ରାଜ୍ୟ ରାଜପଥରେ...

‘ଫ୍ଲେଶ୍‌’ର ସ୍ରଷ୍ଟା

ହିତ୍ୟ କ୍ଷେତ୍ରରେ ବିଶ୍ୱର ସର୍ବମାନ୍ୟ ନୋବେଲ ପୁରସ୍କାର ପରେ ବୁକର୍‌ ପ୍ରାଇଜ୍‌ର ମର୍ଯ୍ୟାଦା ରହିଛି। ପ୍ରତିବର୍ଷ ଏହି ସମୟକୁ ସାହିତି୍ୟକ ଓ ସାହିତ୍ୟପ୍ରେମୀ ଅନାଇ ବସିଥାଆନ୍ତି...

ବାଜେଲୋକଙ୍କ ଜୟଗାନ

ଚଣ୍ଡ ଘୃଣା ସହ ଅଜସ୍ର ବିରକ୍ତି ସୂଚକ ‘ବାଜେଲୋକ’ର ଏ ଉଚ୍ଚାରଣ ଯେଉଁ ଚରିତ୍ର ପାଇଁ ଅଭିପ୍ରେତ, ତାଙ୍କର ପୁଣି ଜୟଗାନ। ଜଣଙ୍କ ପ୍ରତି ଅତୃପ୍ତି...

ନୂତନ ଭାରତର ସ୍ଥିତି

କିଛିବର୍ଷ ପୂର୍ବେ ନୀତି ଆୟୋଗ କହିଥିଲେ, ଭାରତର ର଼୍ୟାଙ୍କ ସୂଚିତ ହୋଇଥିବା ସମସ୍ତ ଅଣତିରିଶ(ପରବର୍ତ୍ତୀ ସମୟରେ ୩୨ ହୋଇଛି) ବିଶ୍ୱ ସୂଚକାଙ୍କ ପାଇଁ ଗୋଟିଏ ଏକକ,...

ଡିଏସ୍‌ପି, ଆଇଆଇସିଙ୍କ ବଦଳି ଅଙ୍କ ଛିଣ୍ଡୁନି

ଭୁବନେଶ୍ୱର,୧୬ା୧୧(ତ୍ରିନାଥ ମହାନ୍ତି): ରାଜ୍ୟ ପୋଲିସ ବିଭାଗରେ ସବୁକିଛି ଠିକ୍‌ଠାକ୍‌ ଚାଲିନାହିଁ। ଡିଏସ୍‌ପି, ଆଇଆଇସିଙ୍କ ବଦଳି ଓ ନୂଆ ଦାୟିତ୍ୱକୁ ନେଇ ଅଙ୍କ ଛିଣ୍ଡୁନି। ଫଳରେ ପଦୋନ୍ନତି...

ଜାତୀୟ ପ୍ରେସ୍‌ ଦିବସ: ଭ୍ରମାତ୍ମକ ଖବର ଓ ଗଣମାଧ୍ୟମର ବିଶ୍ୱସନୀୟତା

ଗଣତନ୍ତ୍ରର ଚତୁର୍ଥ ସ୍ତମ୍ଭ ଭାବେ ଗଣମାଧ୍ୟମ ସଦା ଦେଶ ଓ ସମାଜ ନିର୍ମାଣରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ବହନ କରିଆସୁଛି। ସତ୍ୟର ସନ୍ଧାନ, ନିରପେକ୍ଷ ଖବର ପ୍ରସାରଣ...

Advertisement
Dharitri Youth Conclave 2025

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri