Posted inଫୁରସତ

ପୋଲିସ ପଛରେ ଗୋଡାଉଥିଲା, ଭୟରେ ଏମିତି କାମ କଲେ ବ୍ୟକ୍ତି, ଜାଣିଲେ ହୋଇଯିବେ ଆଶ୍ଚର୍ଯ୍ୟ

ଆମେରିକାର ଟେନେସିରେ ଏକ ରୋଚକ ଘଟଣା ଘଟିଛି। ଜଣେ ବ୍ୟକ୍ତି ଗାଡ଼ି ନେଇ ଯାଉଥିବାବେଳେ ପୋଲିସ ତାଙ୍କୁ ପିଛା କରିଥିଲା। ଏହା ଦେଖି ବ୍ୟକ୍ତି ଜଣଙ୍କ ନିଜ ପ୍ରାଇଭେଟ୍‌ ପାର୍ଟ କାଟି କାର୍‌ କାଚ ବାଟେ ଫୋପାଡି ଦେଇଥିଲେ। ଏହା ଦେଖି ପୋଲିସ ଆଶ୍ଚର୍ଯ୍ୟ ହୋଇଯାଇଥିଲା। ସୂଚନାଯୋଗ୍ୟ, ଟେନେସିର ଡୋଭେଲଟାଉନ ପୋଲିସ ଜଣେ ବ୍ୟକ୍ତି ଜୋର୍‌ରେ ଗାଡି ଚଲାଉଥିବା ଦେଖି ତାଙ୍କର ପିଛା କରିଥିଲା। ୩୯ ବୟସ୍କ ଟାୟସନ୍‌ ଗିଲବର୍ଟଙ୍କ ନାଁରେ ଅଭିଯୋଗ ରହିଛି ସେ ରାସ୍ତାରେ ବିପଦଜ୍ଜନକ ଭାବେ ଗାଡି ପାର୍କିଂ କରୁଥିଲେ। ସେ ନିଜ କାରରେ ଯାଉଥିବାବେଳେ ରେଡିଓ ଶୁଣୁଥିଲେ। ଏହି ସମୟରେ ଦୁନିଆକୁ ବଞ୍ଚାଇବା ପାଇଁ ନିଷ୍ଠୁର କାର୍ଯ୍ୟ କରିବାକୁ ରେଡିଓରୁ ଶୁଣିଥିଲେ। ଏହା ଶୁଣି ସେ ନିଜ ପ୍ରାଇଭେଟ୍‌ ପାର୍ଟ କାଟିବାକୁ ନିଷ୍ପତ୍ତି ନେଇଥିଲେ। ପୋଲିସ ଶେଷରେ ତାଙ୍କୁ ଧରିବାକୁ ସକ୍ଷମ ହୋଇଥିଲା। ସ୍ଥାନୀୟ ଲୋକେ କହିଛନ୍ତି ଯେ, ଗିଲବର୍ଟ ଜଣେ କାର୍‌ ଚୋର। ପୋଳିସକୁ ଦେଖି ସେ ଦୌଡି ପଳାଇବାକୁ ଉଦ୍ୟମ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବଜାରରେ ବିିକ୍ରି ହେଉଛି ‘ବଚପନ କା ପ୍ୟାର’ ମିଠା, ଦାମ୍‌ ଜାଣିଲେ…

ମିଠାର ନାଁ ‘ବଚପନ କା ପ୍ୟାର’ । ଶୁଣିଲେ ହସ ଲାଗିବ। ମାତ୍ର ଏହା ସତ। ଗୁଜରାଟର ସୁରଟରେ ‘ବଚପନ କା ପ୍ୟାର’ ନାମକ ମିଠା...

କରୋନା ପାଇଁ ଡିଜାଇନିଂ ହେଲା ସୁରକ୍ଷା କବଚ

ବେଜିଂ,୫।୩: କରୋନା ସଂକ୍ରମଣରୁ ଦୂରେଇ ରହିବା ପାଇଁ ଚାଇନାରେ ଏକ ସୁରକ୍ଷା କବଚ ଡିଜାଇନିଂ କରାଯାଇଛି। ଏହାକୁ ଆର୍କିଟେକଚର ଡାୟୋଙ୍ଗ୍‌ ସନ୍‌ ପ୍ରସ୍ତୁତ କରିଛନ୍ତି। ଏଥିରେ...

ଏହି ଦୁର୍ଗରେ ରାତିରେ ରୁହନ୍ତିନି କେହି…

ମହାରାଷ୍ଟ୍ରର ପୁଣେ ସହରରେ ରହିଛି ଶନିୱାର୍‌ୱାଡ଼ା ଦୁର୍ଗ। ୧୭୪୬ରେ ଏହା ନିର୍ମାଣ କରାଯାଇଥିଲା। ୧୮୧୮ ମସିହା ପର୍ଯ୍ୟନ୍ତ ଏଠାରେ ମରହଟ୍ଟା ପେଶୱାମାନଙ୍କର ରାଜତ୍ୱ ଥିଲା। ଏହାପରେ...

ଚାଇନାରେ ହେଉଥିଲା ସୂର୍ଯ୍ୟ ଦେବଙ୍କ ଉପାସନା

ବେଜିଂ,୨୦।୧୨: ପୁରାତନ ଚାଇନାରେ ସୂର୍ଯ୍ୟ ଦେବଙ୍କ ଉପାସନା କରାଯାଉଥିଲା। ଉତ୍ତର-ପଶ୍ଚିମ ଚାଇନାର ଝିଜିୟାଙ୍ଗ୍‌ ଉଇଗର ଅଞ୍ଚଳରୁ ଏକ ସ୍ମୃତିସୌଧରୁ ଏସମ୍ପର୍କରେ ତଥ୍ୟ ମିଳିଥିବା ପ୍ରତ୍ନତତ୍ତ୍ୱବିତ୍‌ ମାନେ...

ଅଜବ ବିଶ୍ୱାସର ମନ୍ଦିର

ଲଙ୍କାଗୁଣ୍ଡ ବୋଳିହୋଇ ନିଆଁରେ ଚାଲନ୍ତି ଭକ୍ତ:  ଭାରତର ବିଭିନ୍ନ ମନ୍ଦିରରେ ଭିନ୍ନ ଭିନ୍ନ ପରମ୍ପରା ଦୃଷ୍ଟି ଗୋଚର ହୋଇଥାଏ। ବେଳେବେଳେ ଏହା ଆଧୁନିକ ବିଜ୍ଞାନକୁ ଚ୍ୟାଲେଞ୍ଜ୍‌...

୨୨ଶହ ମସିହା ବେଳକୁ ମୃତ୍ୟୁକୁ ଜୟ କରିବ ମଣିଷ …

ମଣିଷ ବି ମୃତ୍ୟୁ ଉପରେ ବିଜୟ ଲାଭ କରିବାକୁ ସକ୍ଷମ ହୋଇପାରିବ। ଆଉ ୨୨ ଶହ ମସିହା ବେଳକୁ ମଣିଷ ହୋଇଯିବ ଭଗବାନ। ଯେପରି ସୃଷ୍ଟିକର୍ତ୍ତା...

ଏମିତି ଦେଶ, ଯେଉଁଠି ଏକା ସମୟରେ ଖରା ସାଙ୍ଗକୁ ହୁଏ ବର୍ଷା

ଜୁନ୍‌-ଜୁଲାଇରେ ଅନେକ ଥଣ୍ଡା ଦେଶରେ ମଧ୍ୟ ପ୍ରବଳ ଉତ୍ତାପ ହୋଇଥିବା ରେକର୍ଡ ରହିଛି। କାନାଡା କଥା ଯଦି କହିବା ତେବେ ଏଠାରେ ତାପମାତ୍ରା ୫୦ ଡିଗ୍ରୀରେ...

ପ୍ରେମିକାଙ୍କ ସହ ପାର୍କକୁ ଯାଇଥିଲେ ଯୁବକ, କାଠଗଣ୍ଡି ଭାବି ବସିଲା ବେଳକୁ …

ସ୍କଟ୍‌ଲ୍ୟାଣ୍ଡର ଗ୍ଲାସ୍‌ଗୋରେ ଜଣେ ଯୁବକ ପାର୍କରେ ଏକ କାଠଗଣ୍ଡି ପଡ଼ିଥିବା ଭାବି ତା’ ନିକଟକୁ ଯିବା ପରେ ଏହା ଅଜଗର ବୋଲି ଜାଣି ଭୟରେ ଦୌଡ଼ିଲେ।...

Advertisement
Archives

Model This Week