Posted inଫୁରସତ

Viral Video: ଏଭଳି ସ୍ଥାନରୁ ଡେଇଁଲେ ଏହି ବ୍ୟକ୍ତି, ଦୃଶ୍ୟ ଦେଖି ଲୋକେ ତାଜୁବ, କହିଲେ-ଟାଙ୍କୁରି ଉଠିଲା ଲୋମ

ଷ୍ଟଣ୍ଟ କରିବା ସମସ୍ତଙ୍କୁ ପସନ୍ଦ। ହେଲେ ଅନେକେ ଷ୍ଟଣ୍ଟ ଲାଗି ଏଭଳି ଦୁଃସାହସିକ ଉପାୟ ଅବଲମ୍ବନ କରିଥାନ୍ତି, ଯାହା ବିଷୟରେ ଶୁଣିଲେ ଆଶ୍ଚର୍ଯ୍ୟ ହେବା ସ୍ବାଭାବିକ। କିଛି ଏଭଳି ଦୃଶ୍ୟ ଥିବା ଭିଡିଓ ଏବେ ଭାଇରାଲ ହେଉଛି। ଭିଡିଓରେ ଜଣେ ବ୍ୟକ୍ତି ନ୍ୟୁକ୍ଲିୟର କୁଲିଂ ଟାଓ୍ବାର ଉପରୁ ଡେଉଁଥିବା ନଜର ଆସୁଛି। ଏହି ଷ୍ଟଣ୍ଟ ଏତେ ଭୟଙ୍କର ଯେ ଆପଣ ଦେଖିଲେ ଲୋମ ଟାଙ୍କୁରି ଉଠିବ।
ଭିଡିଓରେ ବ୍ୟକ୍ତିଜଣଙ୍କ ଟାଓ୍ବାର ଉପରେ ଚଢ଼ୁଛନ୍ତି। ପରେ ସେ ଡେଇଁ ପଡ଼ୁଛନ୍ତି। ଏହାପରେ ତଳେ ପହଞ୍ଚିବା ପୂର୍ବରୁ ସେ ନିଜର ପାରାଚ୍ୟୁଟ ଖୋଲୁଛନ୍ତି। ଫଳରେ ସୁରକ୍ଷିତ ଭାବେ ସେ ତଳେ ପହଞ୍ଚୁଛନ୍ତି। ହେଲେ ପାରାଚ୍ୟୁଟ ବିନା ଏତେ ଉପରୁ ଡେଇଁବା ବହୁତ ସାହସିକତାର କାମ ବୋଲି ଅନେକେ କହୁଛନ୍ତି। ଭିଡିଓଟିକୁ ଏବେ ବେଶ ପସନ୍ଦ କରାଯାଉଛି।
ଦେଖନ୍ତୁ ଭିଡିଓ:


Enter your email to get our daily news in your inbox.

All Right Reserved By Dharitri.Com

୭ ବର୍ଷର ଛାତ୍ରୀଙ୍କୁ ବଳାତ୍କାର, ଶିକ୍ଷକଙ୍କୁ ମିଳିଲା ଏହି ଦଣ୍ଡ, ଜାଣନ୍ତୁ…

କେନ୍ଦୁଝର,୧।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ଜଣେ ୭ ବର୍ଷୀୟା ଛାତ୍ରୀଙ୍କୁ ବଳାତ୍କାର ମାମଲାରେ କୋଚିଂ ସେଣ୍ଟରର ଜଣେ ଶିକ୍ଷକଙ୍କୁ କଠୋର ଦଣ୍ଡାଦେଶ ଦେଇଛନ୍ତି ପୋସ୍କୋ ଅଦାଲତ । ଅତିରିକ୍ତ…

ବୈତରଣୀ ନଦୀର ବନ୍ୟା ଜଳରେ ହାତୀପଲଙ୍କ ଜଳକ୍ରୀଡ଼ା: ଦେଖିବା ପାଇଁ ଲୋକଙ୍କ ପ୍ରବଳ ଭିଡ଼

ପାଟଣା,୧।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ କିଆପଡା ନିକଟସ୍ଥ ବୈତରଣୀ ନଦୀର ବନ୍ୟା ଜଳରେ ହାତୀପଲଙ୍କ ଜଳକ୍ରୀଡ଼ାର ଏକ ମନୋରମ ଓ ରୋମାଞ୍ଚକର…

କାହିଁକି ହକି ଦଳର ଜର୍ସି ରଙ୍ଗ ବଦଳାଗଲା, ପ୍ରଶ୍ନ ଉଠାଇଲା ଖାର୍ଗେ

ନୂଆଦିଲ୍ଲୀ,୧ା୮: ଭାରତୀୟ ହକି ଦଳର ଜର୍ସିର ରଙ୍ଗ ଗେରୁଆ କରାଯିବା ଘଟଣାକୁ ନେଇ ଏବେ ବିବାଦ ଦେଖାଦେଇଛି। ସରକାରଙ୍କ ଏହି ନିଷ୍ପତ୍ତି ଉପରେ କଂଗ୍ରେସ ସଭାପତି ମଲିକାର୍ଜୁନ…

ଜୁଆ ଆଡ୍ଡାରେ ପୋଲିସ ଚଢାଉ ବେଳେ ପୋଲିସ ଅଧିକାରୀଙ୍କୁ ଆକ୍ରମଣ: ହତ୍ୟା ଉଦ୍ୟମ ମାମଲା ରୁଜୁ କଲା…

ଦିଗପହଣ୍ଡି,୧|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଏସ.ଆଇ ରାଜ କିଶୋର ପାତ୍ର ସଦଳବଳେ ଲଙ୍ଗଳ ଦେଇ, ଅନନ୍ତେଇ ଇଲାକାରେ ଶୁକ୍ରବାର ସାନ୍ଧ୍ୟକାଳୀନ ପାଟ୍ରୋଲିଂ ସାରି…

ଟେଷ୍ଟ କ୍ରିକେଟକୁ ଫେରିବେ ବେନ ଷ୍ଟୋକ୍ସ; ପରବର୍ତ୍ତୀ ଆଶେସ ସିରିଜରେ ଖେଳିବେ!

ନୂଆଦିଲ୍ଲୀ,୧।୮: ଇଂଲଣ୍ଡର ପୂର୍ବତନ ଅଧିନାୟକ ବେନ ଷ୍ଟୋକ୍ସ ସମ୍ପ୍ରତି ଅନ୍ତର୍ଜାତୀୟ କ୍ରିକେଟକୁ ବିଦାୟ ଦେଇଛନ୍ତି, କିନ୍ତୁ ସମ୍ଭାବ୍ୟ ପୁନରାଗମନ ବିଷୟରେ ଆଲୋଚନା ଆରମ୍ଭ ହୋଇସାରିଛି। ଇଂଲଣ୍ଡ କ୍ରିକେଟ…

ମୋଦିଙ୍କ ଭିଡ଼ିଓକୁ ନେଇ କଡ଼ା ଟାର୍ଗେଟ କଲେ ରୋହଣୀ

ନୂଆଦିଲ୍ଲୀ,୧।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ଭିଡିଓ ଜାରି କରି କହିଛନ୍ତି ଯେ ସେ ତାଙ୍କ ପ୍ରତି ଅପଶବ୍ଦ ବ୍ୟବହାର କରିଥିବା ପିଲାମାନଙ୍କୁ କ୍ଷମା କରିଦେଇଛନ୍ତି। ସାମ୍ପ୍ରତିକ…

ଗୋରୁଙ୍କୁ ରାସ୍ତା କାଟି ଯିବାବେଳେ ସାଇକେଲରୁ ଖସି ୨ ଛାତ୍ର ଗୁରୁତର

ଥୁଆମୂଳ ରାମପୁର,୧।୮ (ଦୁର୍ଗା କୀର୍ତ୍ତି): ସକାଳୁ ସ୍କୁଲକୁ ଯିବା ବେଳେ ଏକ ଅଭାବନୀୟ ଦୁର୍ଘଟଣା ଘଟିଛି। ରାସ୍ତାରେ ଥିବା ଗାଈମାନଙ୍କୁ କାଟି ଯିବା ବେଳେ ସାଇକେଲର ଭାରସାମ୍ୟ…

ପାଟଣା ବ୍ଲକ୍ ସ୍ତରୀୟ ସ୍ୱାଧୀନତା ଦିବସରେ ସମ୍ବର୍ଦ୍ଧିତ ହେବେ କୃତୀ ପ୍ରତିଭା

ପାଟଣା, ୧।୮ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ସଭାଗୃହରେ ଆସନ୍ତା ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ଏକ ପ୍ରସ୍ତୁତି ବୈଠକ ଶନିବାର ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri