ମାସ୍କ ନ ପିନ୍ଧିବାରୁ ଭାରତୀୟ ମହିଳାଙ୍କୁ ମାଡ଼

ସିଙ୍ଗାପୋର,୧୦।୫: ଭାରତୀୟଙ୍କ ପ୍ରତି ଘୃଣା ଅପରାଧର ଏକ ଘଟଣା ସାମ୍ନାକୁ ଆସିଛି ସିଙ୍ଗାପୋରରୁ। ମାସ୍କ ନ ପିନ୍ଧିବାରୁ ଜଣେ ୫୫ ବର୍ଷୀୟା ଭାରତୀୟ ବଂଶୋଦ୍ଭବ ମହିଳାଙ୍କୁ ଗାଳିଗୁଲଜ କରିବା ସହ ଜଣେ ଯୁବକ ଗୋଇଠା ମାରିଛନ୍ତି।

ବେସରକାରୀ ଟ୍ୟୁଶନ କରୁଥିବା ହିନ୍ଦୋଚା ନୀତା ବିଷ୍ଣୁଭାଇ ଶୁକ୍ରବାର ସକାଳେ ରାସ୍ତାରେ ଚାଲୁଥିବାବେଳେ ହଠାତ୍‌ ଜଣେ ଯୁବକ ଠିକ୍‌ ସେ ମାସ୍କ ପିନ୍ଧିବାକୁ କହିବା ସହ ଗାଳିଗୁଲଜ କରିଥିଲେ। ଏହାପରେ ତାଙ୍କ ଛାତିକୁ ଗୋଇଠା ମାରି ଚାଲି ଯାଇଥିଲେ ଉକ୍ତ ଯୁବକ। ନର୍ଥଭାଲେ କଣ୍ଡୋମିନିୟମ୍‌ସ୍ଥିତ ବସ୍‌ ଷ୍ଟପ୍‌ ପାଖରେ ଘଟିଥିବା ଏହି ଘଟଣାରେ ହିନ୍ଦୋଚା ଆହତ ହୋଇଛନ୍ତି। ଘଟଣା ସମୟରେ ହିନ୍ଦୋଚାଙ୍କ ସହ ଥିଲେ ଝିଅ ପ୍ରବୀନ କୌର। ପୋଲିସ ଅଭିଯୋଗ ପରେ ଘଟଣାର ତଦନ୍ତ ଚାଲିଛି।

ସିଙ୍ଗାପୋର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଜାରି କରାଯାଇଥିବା ଗାଇଡ୍‌ଲାଇନରେ ୬ ବର୍ଷରୁ ଊର୍ଦ୍ଧ୍ୱ ବୟସ୍କଙ୍କୁ କୋଭିଡ୍‌-୧୯ରୁ ସୁରକ୍ଷିତ ରହିବା ପାଇଁ ମାସ୍କ ପିନ୍ଧିବାକୁ କୁହାଯାଇଛି। ଘର ବାହାରେ ଦୌଡ଼ିବା ଭଳି ଏକ୍ସରସାଇଜ ବିନା ମାସ୍କରେ କରିପାରିବେ। କିନ୍ତୁ ସାଧାରଣ ଗତିରେ ଚାଲିବାବେଳେ ମାସ୍କ ପିନ୍ଧିବା ନିହାତି ଦରକାର ବୋଲି ନିର୍ଦ୍ଦେଶାବଳୀରେ ଦର୍ଶାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନମନ୍ତ୍ରୀଙ୍କ ଉପରେ ବର୍ଷିଲେ ବିରୋଧି

ଲଣ୍ଡନ,୭ ।୮: ବ୍ରିଟେନ ପ୍ରଧାନମନ୍ତ୍ରୀ ବୋରିସ ଜନସନଙ୍କ ଜଣେ ସହଯୋଗୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି । ଏହାପରେ ବି ବୋରିସ ଜନସନ ନିଜକୁ ଆଇସୋଲେଟ କରିବାକୁ...

ଜୁଲାଇ ଶେଷ ୨ସପ୍ତାହରେ କରୋନାରେ ଆକ୍ରାନ୍ତ ହୋଇଛନ୍ତି ୯୭ହଜାର ଶିଶୁ: ରିପୋର୍ଟ

ଓ୍ବାଶିଂଟନ୍‌,୧୨।୮: ଆମେରିକାରେ ଜୁଲାଇ ଶେଷ ୨ସପ୍ତାହରେ ଅତି କମ୍‌ରେ ୯୭ହଜାର ଶିଶୁ କରୋନା ଭାଇରସ୍‌ ସଂକ୍ରମଣରେ ଆକ୍ରାନ୍ତ ହୋଇଥିବା ଜଣାପଡିଛି। ରାଜ୍ୟସ୍ତରୀୟ ତଥ୍ୟର ଏକ ନୂତନ...

୬ ମାସରେ ୨୦ ଦେଶରେ ୩୮ ଖବରଦାତାଙ୍କୁ ହତ୍ୟା; ଲାଟିନ୍‌ ଆମେରିକାରେ ସର୍ବାଧିକ

ଜେନେଭା,୭।୭: ଚଳିତ ବର୍ଷ ଜାନୁୟାରୀଠାରୁ ଜୁନ୍‌ ମଧ୍ୟରେ ଗତ ୬ ମାସରେ ୨୦ ଦେଶରେ ୩୮ ଜଣ ଖବରଦାତାଙ୍କୁ ହତ୍ୟା କରାଯାଇଛି। ଜେନେଭା ସ୍ଥିତ ପ୍ରେସ୍‌...

ରାଜି ହେଲେ ବାଇଡେନ-ପୁଟିନ

ୱାଶିଂଟନ,୨୧ ।୨: ରୁଷିଆ ଓ ୟୁକ୍ରେନ ମଧ୍ୟରେ ଯୁଦ୍ଧ ଏଡାଇବାକୁ ସମସ୍ତ ପ୍ରକାର ଉଦ୍ୟମ ଜାରି ରହିଛି । ଇତିମଧ୍ୟରେ ଫ୍ରାନ୍ସ ରାଷ୍ଟ୍ରପତି ଇମୈନୁଅଲ ମୌକ୍ରୋଙ୍କର...

ମେକ୍ସିକୋରେ ଘରୁ ନ ବାହାରିବାକୁ ଲୋକଙ୍କୁ ଚେତାବନୀ

ମେକ୍ସିକୋ ସିଟି,୧୫।୫: ମେକ୍ସିକୋରେ ପରିବେଶୀୟ ଜରୁରୀ କାଳୀନ ପରିସ୍ଥିତି ଘୋଷଣା ହୋଇଛି। ଏହାକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ଲୋକଙ୍କୁ ଘରୁ ବାହାରକୁ ନ ବାହାରିବାକୁ...

ନଭେମ୍ବର ୧୧ରେ ସୂର୍ଯ୍ୟରେ ଦେଖା ଯିବ କଳାଜାଇ

ଓ୍ବାଶିଂଟନ୍‌,୫।୧୧: ନଭେମ୍ବର ୧୧ରେ ଏକ ମହାଜାଗତିକ ଦୃଶ୍ୟ ଦେଖିବାକୁ ମିଳିବ। ଏହି ଦିନ ବୁଧ ଗ୍ରହ ସୂର୍ଯ୍ୟ ସମ୍ମୁଖରେ ନିଜ କକ୍ଷ ପଥରେ ଗତି କରିବ।...

ପ୍ରତିଯୋଗିତାରେ ପ୍ରସ୍ତୁତ ହେଲା ୩୧୭୫ କିଲୋଗ୍ରାମ୍‌ ଦୁଗ୍ଧଜାତ ଖାଦ୍ୟ

ଓ୍ବାଶିଂଟନ,୫।୩ : ଆମେରିକାରେ ଏକ ନିଆରା ପ୍ରତିଯୋଗିତା ଅନୁଷ୍ଠିତ ହୋଇ ଯାଇଛି। ଏହି ପ୍ରତିଯୋଗିତାରେ ୨୬ଟି ଦେଶର ପ୍ରତିଯୋଗୀ ବିଭିନ୍ନ ଦୁଗ୍ଧଜାତ ଖାଦ୍ୟ ପ୍ରସ୍ତୁତ କରିଛନ୍ତି।...

ଦକ୍ଷିଣ ଚାଇନା ସାଗରରେ ଉତ୍ତେଜନା ବୃଦ୍ଧି କରୁଛି ଡ୍ରାଗନ, ଆମେରିକା ବିମାନର ନିକଟତର ହେଲା ଚାଇନା ଯୁଦ୍ଧ ବିମାନ

ୱାଶିଂଟନ,୩୦ ।୧୨: ଦକ୍ଷିଣ ଚାଇନା ମହାସାଗରରେ ନିଜ ବଳ କଷିବା ଛାଡୁନାହିଁ ଚାଇନା । ଏବେ ଚାଇନାକୁ ନେଇ ବଡ ଦାବି କରିଥିବା ଆମେରିକା କହିଛି,...

Advertisement
Archives

Model This Week