ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଧାରୁଆ ଅସ୍ତ୍ରରେ ଜଣଙ୍କୁ ହତ୍ୟା

ଝାରବନ୍ଧ, ୧୯।୬ (ଦେବେନ୍ଦ୍ର ସାହୁ ): ବରଗଡ ଜିଲା ଝାରବନ୍ଧ ଥାନା ଅନ୍ତର୍ଗତ ତୁର୍ଲା ଠାରେ ଗୁରୁବାର ବିଳମ୍ବିତ ରାତ୍ରିରେ ଏକ ବିଭତ୍ସ ହତ୍ୟାକାଣ୍ଡ ଘଟିଯାଇଛି । ଝାରବନ୍ଧ ଥାନା ଅଧିକାରୀ ସୁଶାନ୍ତ କୁମାର ପରିଡାଙ୍କ ସୂଚନା ଅନୁସାରେ ମୃତକ ତ୍ରିନାଥ ନାଏକ (୪୨)ଓ ସେହି ଗ୍ରାମର ଯୋଗେନ୍ଦ୍ର ଖରସେଲ ମଧ୍ୟରେ ଦୀର୍ଘ ଦିନ ହେବ ପାରିବାରିକ ଗଣ୍ଡଗୋଳ ଲାଗିରହିଥିଲା। ଗତକାଲି ବିଳମ୍ବିତ ରାତ୍ରିରେ ଦୁଇଜଣଙ୍କ ମଧ୍ୟରେ ପାଟିତୁଣ୍ଡ ହୋଇଥିଲା । ପରେ ଯୋଗେନ୍ଦ୍ର ଓ ଅନ୍ୟ ଦୁଇଜଣ ମିଶି ଏକ ଧାରୁଆ ଅସ୍ତ୍ରରେ ତ୍ରିନାଥକୁ ହତ୍ୟା କରିଛନ୍ତି । ଏନେଇ ମୃତଙ୍କ ଝିଅ ବବିତା ନାଏକଙ୍କ ଲିଖିତ ଅଭିଯୋଗ ପରେ ଝାରବନ୍ଧ ଥାନା କେସ୍‌ ନଂ ୮୦/୨୦୨୬ରେ ମାମଲା ରଜୁ କରି ତିନିଜଣଙ୍କୁ ଥାନାରେ ଅଟକ ରଖି ତଦନ୍ତ ଜାରିରଖିଛି।

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଖେମୁଣ୍ଡି କଲେଜରେ ନିଶାମୁକ୍ତ ଅଭିଯାନ ସଚେତନତା ସଭା, ନିଶା ଦ୍ରବ୍ୟ ସେବନ ବିରୋଧରେ ଛାତ୍ରୀ ଛାତ୍ର କଲେ ପ୍ରତିଜ୍ଞା

ଦିଗପହଣ୍ଡି,୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜ ଶକ୍ତିଶ୍ରୀ ମହିଳା ସଶକ୍ତି କରଣ ୟୁନିଟ , ଜାତୀୟ ସେବା ସଂସ୍ଥା(ଏନଏସଏସ) ଶାଖା ଏବଂ…

Gen Zକୁ ନେଇ ବଡ଼ ବୟାନଦେଲେ ମୋହନ ଭାଗବତ, ରାଜନୈତିକ ମହଲରେ ଉଠିଲାଣି ବିରାଟ ଝଡ଼!

ନୂଆଦିଲ୍ଲୀ,୬।୮: Gen Zଙ୍କ ସହ ଜଡିତ ଏକ କାର୍ଯ୍ୟକ୍ରମରେ ଯୋଗଦେଇ ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆରଏସଏସ) ମୁଖ୍ୟ ଡକ୍ଟର ମୋହନ ଭାଗବତ କହିଥିଲେ ଯେ ଯଦି ସ୍ବର…

ଝାଡ଼ାବାନ୍ତିରେ ୩୩ ଛାତ୍ରୀ ଆକ୍ରାନ୍ତ

କପ୍ତିପଦା,୬ା୮(ବିଷ୍ଣୁଚରଣ ପୁଥାଳ): ମୟୂରଭଞ୍ଜ ଜିଲା କପ୍ତିପଦା ବ୍ଲକ ଅଧୀନ ବଡ଼ସିମୁଳିଆ କନ୍ୟାଶ୍ରମର ୩୩ ଛାତ୍ରୀ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଛନ୍ତି। ଚିକିତ୍ସା ପାଇଁ ସେମାନଙ୍କୁ କପ୍ତିପଦା ଡାକ୍ତରଖାନାରେ ଭର୍ତ୍ତି…

ଭାଜପା ନେତାଙ୍କ ଶେଷକୃତ୍ୟ ସମ୍ପନ୍ନ: ୪ଜଣଙ୍କ ନାମରେ ହତ୍ୟା ଅଭିଯୋଗ ଆଣିଲେ ସ୍ତ୍ରୀ

ମ. ରାମପୁର,୬।୮(ଶଶି ଭୂଷଣ ପ୍ରହରାଜ): କଳାହାଣ୍ଡି ଜିଲା ରାମପୁର ବ୍ଲକ ଡମ୍ବ କରଲାଖୁଣ୍ଟା ପଞ୍ଚାୟତ ସରପଞ୍ଚ ସ୍ନିଗ୍ଧା ରଣାଙ୍କ ସ୍ବାମୀ ତଥା ଭାଜପା ମଣ୍ଡଳ ଉପସଭାପତି ଫକିର…

ଛେଳି ଚରାଇବାକୁ ଯାଇଥିବା ବେଳେ କାମୁଡ଼ି ଦେଲା ସାପ, ତାପରେ….

ଛତ୍ରପୁର,୬।୮(ଦିଲ୍ଲୀପି ସାମଲ /ଦ୍ଵାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ରମ୍ଭା ଥାନା ଅନ୍ତର୍ଗତ କାଠଗଡା ଗ୍ରାମରେ ସାପ କାମୁଡ଼ାରେ ଜଣେ ଛେଳି ଚରାଳିଙ୍କ ମୃତ୍ୟୁ ହୋଇଛି । ମୃତକ…

ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ଗୃହ ନିର୍ମାଣ ଦାବି

କୋରାପୁଟ,୬ା୮(ଅମିତାଭ ବେହେରା): କୋରାପୁଟ ଜିଲାର ନନ୍ଦପୁର ବ୍ଲକ ଅନ୍ତର୍ଗତ ମାଳିବେଲଗାଁ ପଞ୍ଚାୟତର ଛେଲିଆମୁଣ୍ଡା ଗ୍ରାମରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଗୃହ ନିର୍ମାଣ କରିବା ପାଇଁ…

ଅମିତ ଶାହାଙ୍କୁ ଭେଟି ବଡ଼ ଦାବି କଲେଣି ତିନି ବିଦ୍ରୋହୀ ମୁସଲିମ ଟିଏମସି ଏମପି

ନୂଆଦିଲ୍ଲୀ,୬।୮: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଦଳ (TMC) ବିରୋଧରେ ବିଦ୍ରୋହ କରିଥିବା ତିନି ଜଣ ଏମପି ଆବୁ ତାହିର ଖାନ, ୟୁସୁଫ ପଠାନ ଏବଂ ଖଲିଲୁର…

ରିଷିଡା ଡାକ୍ତରଖାନାରେ ସ୍ୱାସ୍ଥ୍ୟସେବା ବିପର୍ଯ୍ୟସ୍ତ; ଛୁଟିରେ ଡାକ୍ତର, ରୋଗୀ ହନ୍ତସନ୍ତ

ରିଷିଡା, ୬।୮(ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକର ରିଷିଡା ସ୍ଥିତ ସରକାରୀ ଡାକ୍ତରଖାନାରେ କାର୍ଯ୍ୟରତ ଡାକ୍ତର ଆଜକୁ ପ୍ରାୟ ୨ମାସ ହେଲା ଛୁଟିରେ ରହିଛନ୍ତି । ଫଳରେ ରୋଗୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri