Posted inଜାତୀୟ

ଝିଅ ଅନ୍ୟ ଜାତିରେ ବିବାହ କରିବାରୁ ପରିବାରରେ ୩ ଜଣଙ୍କୁ ହତ୍ୟା

ଚେନ୍ନାଇ,୧୮।୨: ଅନୁସୂଚିତ ଜନଜାତିର ଯୁବକଙ୍କୁ ଝିଅ ବିବାହ କରିବାରୁ ୨ ଝିଅ ଓ ସ୍ତ୍ରୀଙ୍କୁ ହତ୍ୟା କରିବା ପରେ ଆତ୍ମହତ୍ୟା କରିଛନ୍ତି ଜଣେ ବ୍ୟକ୍ତି। ଏଭଳି ଘଟଣା ଘଟିଛି ତାମିଲନାଡୁର ନାଗାପାଟିନମ ଜିଲାରେ। ମୃତକଙ୍କ ମଧ୍ୟରେ ଜଣେ ନାବାଳିକା ରହିଥିବା ପୋଲିସ ଅଧିକାରୀ କହିଛନ୍ତି।

ନାଗାପାଟିନମ ଜିଲାର ପୋଲିସ ସୁପରିଟେନଡେଣ୍ଟ ଜି ଜାଓ୍ବାହର କହିଛନ୍ତି, ଚା’ ଦୋକାନ କରି ଚଳୁଥିବା ଲକ୍ଷ୍ମଣଙ୍କ ବଡ଼ ଝିଅ ଅନୁସୂଚିତ ଜନଜାତିର ଯୁବକଙ୍କୁ ବିବାହ କରିଥିଲେ। ଏଥିରେ ଉତ୍ତ୍ୟକ୍ତ ହୋଇ ୨ ଝିଅ ଓ ସ୍ତ୍ରୀଙ୍କୁ ହତ୍ୟା କରିବା ପରେ ଆତ୍ମହତ୍ୟା କରିଛନ୍ତି। ବିବାହ କରିଥିବା ଝିଅ ସ୍ବାମୀଙ୍କ ସହ ସୁରକ୍ଷିତ ଅଛନ୍ତି। ଆମେ ଏହି ଘଟଣାର ତଦନ୍ତ କରୁଛୁ।


Enter your email to get our daily news in your inbox.

All Right Reserved By Dharitri.Com

କାର୍‌ ଧକ୍କାରେ ଚାଲିଗଲା ମହିଳାଙ୍କ ଜୀବନ

ବେଲଗୁଣ୍ଠା,୧୯।୪(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଳକ ଗଙ୍ଗପୁର ଥାନା ଅଧୀନ ଇନ୍ଦନପୁର ଗ୍ରାମରେ ଏକ କାର ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ସେ…

ରୋଷେଇ ବେଳେ ବିସ୍ଫୋରଣ ହେଲା ଗ୍ଯାସ ସିଲିଣ୍ଡର, ହୁତୁହୁତୁ ହୋଇ ଜଳିଗଲା ୩…

ଦିଗପହଣ୍ଡି,୧୯ା୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ଦଳିତ ସାହିରେ ଭୟାବହ ଅଗ୍ନିକାଣ୍ଡ ହୋଇଛି । ରବିବାର  ସନ୍ଧ୍ୟାରେ ରୋଷେଇ ଗ୍ଯାସ ସିଲିଣ୍ଡର ଲିକ୍ ହୋଇ…

ସାଙ୍ଗ ଗୁଳିରେ ଚାଲିଗଲା ସାଙ୍ଗର ଜୀବନ

ଫୁଲବାଣୀ/ଚକାପାଦ/ବାଲିଗୁଡା,୧୯ା୪(ରାକେଶ କୁମାର ରାଉତ/ପ୍ରତାପ କିଶୋର ବେହେରା/ ସଞ୍ଜୟ କୁମାର ପାଣିଗ୍ରାହୀ): ଜଙ୍ଗଲକୁ ଶିକାର କରିବାକୁ ୩ ସାଙ୍ଗ ଯାଇଥିଲେ। ହେଲେ ଶିକାର କଲାବେଳେ ବନ୍ଧୁକ ଧରିଥିବା ଯୁବକଙ୍କ…

ପ୍ରେମିକାକୁ ମାଡ଼ ମାରିଲେ ପ୍ରେମିକ, ନିର୍ଯାତନା ସହି ନପାରି ଆତ୍ମହତ୍ୟା କଲେ

କୋରାପୁଟ,୧୯ା୪(ଅମିତାଭ ବେହେରା ): ପ୍ରେମିକର ନିର୍ଯ୍ୟାତନା ସହି ନପାରି ବେକରେ ରସି ଲଗାଇ ଆତ୍ମହତ୍ୟା କଲେ ଛାତ୍ରୀ । ଏହି ଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ…

ଚକା ଫାଟି ଗଛରେ ପିଟିହେଲା କାର: ପରିବାରର ୬ଗୁରୁତର

ବଘିଆପଡ଼ା,୧୯।୪(ଶ୍ରୀକାନ୍ତ ସାହୁ): ଖୋର୍ଦ୍ଧା-ବଲାଙ୍ଗୀର ୫୭ ନମ୍ୱର ଜାତୀୟ ରାଜପଥ ବୌଦ୍ଧ ଥାନା ଜହ୍ନାପଙ୍କ ଗାୟତ୍ରୀ ପ୍ରଜ୍ଞାପୀଠ ନିକଟରେ ରବିବାର ଏକ ଦୁର୍ଘଟଣା ଘଟିଛି। ଏକ କାର୍‌ର ଆଗ…

ଥୁଆମୂଳ ରାମପୁରରେ ଅବକାରୀ ବିଭାଗର ଚଢ଼ାଉ: ୨୫ କୁଇଣ୍ଟାଲ ମହୁଲ ସହ ପିକଅପ୍ ଭ୍ୟାନ ଜବତ

ଥୁଆମୂଳ ରାମପୁର,୧୯ା୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଅଞ୍ଚଳରେ ଅବକାରୀ ବିଭାଗ ପକ୍ଷରୁ ଅବୈଧ ମହୁଲ ଚାଲାଣ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ବିଭାଗ…

ପାରିବାରିକ ହିଂସା, ଟାଙ୍ଗିଆ ଚୋଟରେ ମହିଳା ଗୁରୁତର

ଦିଗପହଣ୍ଡି,୧୯ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭ୍ରମରପୁର ବାଘମରା ସାହିରେ ରବିବାର ଅପରାହ୍ନରେ ପାରିବାରିକ ହିଂସା ଦେଖିବାକୁ ମିଳିଛି । ଜଣେ ମହିଳାଙ୍କୁ ଟାଙ୍ଗିଆରେ…

ଶ୍ରୀନଗର ବିମାନବନ୍ଦରରୁ ୨ ଆମେରିକୀୟ ଅଟକ, ପୋଲିସର ତଦନ୍ତ ଜାରି

ଶ୍ରୀନଗର,୧୯ା୪: ଶ୍ରୀନଗର ବିମାନବନ୍ଦରରୁ ରବିବାର ୨ଜଣ ଆମେରିକୀୟଙ୍କୁ ଅଟକ ରଖାଯାଇଛି। ବିମାନବନ୍ଦରରେ ଯାଞ୍ଚ ବେଳେ ସେମାନଙ୍କ ଲଗେଜ୍‌ରୁ ସାଟେଲାଇଟ୍‌ ଫୋନ୍‌ ମିଳିଥିବା ସୁରକ୍ଷା ଅଧିକାରୀଙ୍କ ସୂତ୍ରରୁ କୁହାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri