ପାରିବାରିକ କଳହକୁ କେନ୍ଦ୍ରକରି ସ୍ତ୍ରୀ ଆତ୍ମହତ୍ୟା କରିବା ପରେ ଜୀବନ ହାରିଲେ ସ୍ୱାମୀ

କୋରାପୁଟ ,୧୧।୧: ଏକ ଦୁଃଖଦ ଘଟଣାରେ ଗୁରୁବାର ଦିନ କୋରାପୁଟ ଜିଲ୍ଲାର ବୈପାରୀଗୁଡ଼ା ବ୍ଲକ ଅନ୍ତର୍ଗତ ବାଲିଆପଦର ଗ୍ରାମରେ ସ୍ତ୍ରୀ ଆତ୍ମହତ୍ୟା କରିବା ପରେ ଜଣେ ବ୍ୟକ୍ତି ଆତ୍ମହତ୍ୟା କରିଛନ୍ତି। ମୃତକ ଜିନୁ ପରଜା ଏବଂ ତାଙ୍କ ପତ୍ନୀ ରୁକ୍ମିଣୀ ପରିଜା ବୋଲି ପରିଚୟ ମିଳିଛି। କୌଣସି କାରଣକୁ କେନ୍ଦ୍ରକରି ସ୍ୱାମୀସ୍ତ୍ରୀଙ୍କ ମଧ୍ୟରେ ଝଗଡ଼ା ହୋଇଥିଲା, ଝଗଡ଼ାରେ ମ୍ରିୟମାଣ ରୁକ୍ମିଣୀ ଘର ଭିତରେ ଫାଶି ଦେଇ ଝୁଲି ପଡ଼ିଥିଲେ। ରୁକ୍ମିଣୀଙ୍କ ମୃତ୍ୟୁ ପରେ ଜିନୁ ନିଜର ଭାରସଯମ ହରାଇ ବାଡ଼ିପଟ ଗଛରେ ଫାଶି ଲଗାଇ ଦେଇଥିଲେ।

ସୂଚନା ପାଇବା ପରେ ବୋଇପାରିଗୁଡା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିଥିଲା। ଏହି ଦୁଃଖଦ ଘଟଣା ପରେ ପୁରା ଗାଁରେ ଶୋକର ଛାୟା ଖେଳିଯାଇଛି। ପିତାମାତାଙ୍କ ଆତ୍ମହତ୍ୟା ପରେ ମୃତ ଦମ୍ପତିଙ୍କ ତିନି ପୁଅଙ୍କ ଭବିଷ୍ୟତକୁ ଅନ୍ଧାରକୁ ଠେଲି ହୋଇଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରେକ୍‌ ଫେଲ୍‌ ସାଜିଲା କାଳ: ଦୁଇଟି ଟ୍ରକ୍‌ ମଧ୍ୟରେ ଚାପି ହୋଇଗଲା ବୋଲେରୋ, ଜୀବନ୍ତ ଜଳିଗଲେ ୬ ଯାତ୍ରୀ, ମୃତ୍ୟୁର ଚିତ୍କାରରେ…

ମିର୍ଜାପୁର,୨୨।୪: ମିର୍ଜାପୁର-ରିୱା ଜାତୀୟ ରାଜପଥରେ ବୁଧବାର ରାତିରେ ଏକ ହୃଦୟ ବିଦାରକ ସଡ଼କ ଦୁର୍ଘଟଣା ଘଟିଛି। ଏକ ବୋଲେରୋ ଗାଡ଼ି ଦୁଇଟି ଟ୍ରକ ମଝିରେ ଚାପି ହୋଇଯିବା…

ଭୟାବହ ଅଗ୍ନିକାଣ୍ଡ: ଜଳିଗଲା ବାଉଁଶ ବଣ, ୭ ଘଣ୍ଟାର ଅକ୍ଲାନ୍ତ ପରିଶ୍ରମ…

ବନ୍ତ,୨୨।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ବ୍ଲକ ସମ୍ମୁଖରେ ଥିବା ଏକ ବାଉଁଶ ବଣରେ ବୁଧବାର ଏକ ଭୟାବହ ଅଗ୍ନିକାଣ୍ଡ ଘଟିଯାଇଛି। ଏହି ଅଗ୍ନିକାଣ୍ଡରେ ସ୍ଥାନୀୟ…

କଲ୍ୟାଣ ମଣ୍ଡପ ଏବେ ଅସ୍ଥାୟୀ ଗଞ୍ଜାମ ଏନ୍‌ଏସି କାର୍ଯ୍ୟାଳୟ

ଗଞ୍ଜାମ,୨୩।୪(ବିଦ୍ୟାଧର ସାହୁ): ଗଞ୍ଜାମ ସହର ବଡ଼ ବଜାର ସ୍ଥିତ ଏନ୍‌ଏସି (NAC) କାର୍ଯ୍ୟାଳୟ ଏବେ କଲ୍ୟାଣୀ ମଣ୍ଡପକୁ ସ୍ଥାନାନ୍ତରିତ ହେବାକୁ ଯାଉଛି। ପୁରୁଣା କାର୍ଯ୍ୟାଳୟ ଗୃହକୁ ଭାଙ୍ଗି…

ବୈତରଣୀରେ ବେଆଇନ ବାଲି ଉଠାଣ ଉପରେ ଲାଗିଲା ଲଗାମ, ଧାରା ୧୬୩ ଜାରି

ଭଦ୍ରକ, ୨୨।୪(ସନାତନ ରାଉତ)-ଭଦ୍ରକ ଜିଲା ଭଣ୍ଡାରିପୋଖରୀ ତହସିଲ ଅଧିନରେ ବୈତରଣୀ ନଦୀରେ ବିଭିନ୍ନ ବାଲି ଘାଟରୁ ବେଆଇନ ବାଲି ଉଠାଣ ବଢ଼ି ଚାଲିଛି। ଏହି ଅବୈଧ ବାଲି…

ଅସହ୍ୟ ତାତି: ବରଗଡ଼ ଜିଲାରେ ଏହି ତାରିଖ ପର୍ଯ୍ୟନ୍ତ ବଢ଼ିଲା ସ୍କୁଲ, କଲେଜ ଛୁଟି

ବରଗଡ଼, ୨୨।୪ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗ୍ରୀଷ୍ମ ପ୍ରବାହ ଜାରି ରହିଥିବା ବେଳେ ଅସହ୍ୟ ତାତିକୁ ଦୃଷ୍ଟିରେ ରଖି ଜିଲା ପ୍ରଶାସନ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ…

ବନ ବିଭାଗର ବର୍ବରତା: ଗଣମାଧ୍ୟମରେ ଖବର ପ୍ରକାଶ ପରେ ଓଡ଼ିଶା ମାନବାଧିକାର କମିଶନଙ୍କ ହସ୍ତକ୍ଷେପ

ଥୁଆମୂଳ ରାମପୁର, ୨୨ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା କର୍ଲାପାଟ ଅଭୟାରଣ୍ୟ ସଂଲଗ୍ନ ତେନ୍ତୁଳିପଦର ଗ୍ରାମରେ ଜଣେ ପଟ୍ଟାଧାରୀ ଆଦିବାସୀଙ୍କୁ ବନ ବିଭାଗ କର୍ମଚାରୀଙ୍କ ଦ୍ୱାରା ଅମାନୁଷିକ…

ଆଉ ୧୫ ଦିନ ପରେ ବଢ଼ିପାରେ ତେଲ ଦର! ପେଟ୍ରୋଲିୟମ ଡିଲର୍ସ ସଂଘ କହିଲା….

ନୂଆଦିଲ୍ଲୀ,୨୨।୪: ତୈଳ ଦରକୁ ନେଇ ପେଟ୍ରୋଲିୟମ ଡିଲର୍ସ ସଂଘର ଆକଳନ । ଆଉ ୧୫ ଦିନ ଯୁଦ୍ଧ ସ୍ଥିତି ଲାଗିଲ ରହିଲେ, ବଢ଼ିପାରେ ତେଲ ଦର। ଅଶୋଧିତ…

ଆନନ୍ଦପୁରରେ ପୋଲିସକୁ ବଡ଼ ସଫଳତା: ୧ କୁଇଣ୍ଟାଲ ଗଞ୍ଜେଇ ଜବତ, ୨୦ ଗିରଫ

କେନ୍ଦୁଝର/ହାଟଡିହୀ/ଆନନ୍ଦପୁର, ୨୨/୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଅଧୀନ ବିଭିନ୍ନ ଥାନା ଅଞ୍ଚଳରୁ ପୋଲିସ ଚୋରା ଗଞ୍ଜେଇ ବିକ୍ରି ଘଟଣାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri